Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୬ ମାସ ପରେ ମନୀଷ ସିସୋଦିଆଙ୍କୁ ବଡ ଆଶ୍ଵସ୍ତି: ଅବକାରୀ ନୀତି ମାମଲାରେ ମିଳିଲା ଜାମିନ
ଆଜିର ଖବର

୧୬ ମାସ ପରେ ମନୀଷ ସିସୋଦିଆଙ୍କୁ ବଡ ଆଶ୍ଵସ୍ତି: ଅବକାରୀ ନୀତି ମାମଲାରେ ମିଳିଲା ଜାମିନ

August 9, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ସୁପ୍ରିମକୋର୍ଟ ମନୀଷ ସିସୋଦିଆଙ୍କୁ ଜାମିନ ପ୍ରଦାନ କରିଛନ୍ତି। କୋର୍ଟ ସର୍ତ୍ତ ରଖିଛନ୍ତି ଏବଂ ତାଙ୍କ ପାସପୋର୍ଟ ସମର୍ପଣ କରିବାକୁ ଏବଂ ସାକ୍ଷୀମାନଙ୍କୁ ପ୍ରଭାବିତ ନକରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବର୍ତ୍ତମାନ ସିସୋଡିଆ ୧୬ ମାସ ପରେ ଜେଲରୁ ବାହାରି ପାରିବେ।

ଯେତେବେଳେ ସୁପ୍ରିମକୋର୍ଟ ମନୀଷ ସିସୋଡିଆଙ୍କୁ ଜାମିନ ପ୍ରଦାନ କରିଥିଲେ, ସେତେବେଳେ ଇଡି ଓକିଲ ଦାବି କରିଥିଲେ ଯେ, ପୂର୍ବତନ ମନ୍ତ୍ରୀଙ୍କୁ ଦିଲ୍ଲୀ ସଚିବାଳୟକୁ ଯିବା ବନ୍ଦ କରିବା ସର୍ତ୍ତ ଆଧାରରେ ମଧ୍ୟ ଜାମିନ ପ୍ରଦାନ କରାଯାଉ। କୋର୍ଟ ଏହାକୁ ଖାରଜ କରିଛନ୍ତି।

ମନୀଷ ସିସୋଦିଆ ଜାମିନ ପାଇବା ପରେ ଆମ୍ ଆଦମୀ ପାର୍ଟି ରାଜ୍ୟସଭା ସାଂସଦ ସଞ୍ଜୟ ସିଂଙ୍କ ଘରେ ମିଠା ବଣ୍ଟନ କରାଯାଇଛି। ସିସୋଡିଆ ଜାମିନ ପାଇବା ପରେ AAP ନେତାଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।

Delhi Excise Policy Delhi Excise Policy Case Manish Sisodia Supreme Court
Share. Facebook Twitter LinkedIn Email WhatsApp Copy Link

Related Posts

ରୋଗୀ-କେନ୍ଦ୍ରିକ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ ପାଇଁ ଇଏସ୍ଆଇସିର ଡିଜିଟାଲ୍ ପଦକ୍ଷେପ

June 2, 2026

ଆଇସିସି ଟେଷ୍ଟ କ୍ରିକେଟର ନିୟମରେ ପରିବର୍ତ୍ତନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 2, 2026

ଯୋଗ୍ୟ ଋଣଗ୍ରହୀତାଙ୍କ ପାଇଁ ଜରୁରୀକାଳୀନ କ୍ରେଡିଟ୍ ଲାଇନ୍ ଗ୍ୟାରେଣ୍ଟି ଯୋଜନା

June 2, 2026

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026
Latest News

ରୋଗୀ-କେନ୍ଦ୍ରିକ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ ପାଇଁ ଇଏସ୍ଆଇସିର ଡିଜିଟାଲ୍ ପଦକ୍ଷେପ

June 2, 2026

ଆଇସିସି ଟେଷ୍ଟ କ୍ରିକେଟର ନିୟମରେ ପରିବର୍ତ୍ତନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 2, 2026

ଯୋଗ୍ୟ ଋଣଗ୍ରହୀତାଙ୍କ ପାଇଁ ଜରୁରୀକାଳୀନ କ୍ରେଡିଟ୍ ଲାଇନ୍ ଗ୍ୟାରେଣ୍ଟି ଯୋଜନା

June 2, 2026

ରାଶିଫଳ: ଆଜି ଜୁନ ୨ ତାରିଖ ମଙ୍ଗଳବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

June 2, 2026

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.