Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେମିତି ଜାଣିବେ ଆପଣଙ୍କ ସଂପର୍କୀୟମାନେ ଭଲ କି ଖରାପ?, ପଢନ୍ତୁ ଆଚାର୍ଯ୍ୟ ଚାଣକ୍ୟଙ୍କ ସୁତ୍ର
ଆଜିର ଖବର

କେମିତି ଜାଣିବେ ଆପଣଙ୍କ ସଂପର୍କୀୟମାନେ ଭଲ କି ଖରାପ?, ପଢନ୍ତୁ ଆଚାର୍ଯ୍ୟ ଚାଣକ୍ୟଙ୍କ ସୁତ୍ର

August 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ମଣିଷକୁ ଚିହ୍ନିବା ପାଇଁ ବିଭିନ୍ନ ଉପାୟମାନ ତାଙ୍କ ରଚିତ ଚାଣକ୍ୟ ନୀତିରେ ସୁନ୍ଦର ଭାବେ ବର୍ଣ୍ଣନା କରିଛନ୍ତି। ସେଥିରେ ରହିଛି ଆପଣଙ୍କ ସହିତ ଯେଉଁମାନେ ସବୁବେଳେ ପାଖେ ପାଖେ ରୁହନ୍ତି, ସେମାନଙ୍କୁ କିପରି ଚିହ୍ନିବେ। ସେମାନଙ୍କ ମଧ୍ୟରେ ଅଛନ୍ତି ଚାକର, ବନ୍ଧୁ, ମିତ୍ର ଏବଂ ଧର୍ମପତ୍ନୀ।  ଆଚାର୍ଯ୍ୟ ଚାଣକ୍ୟଙ୍କ ହିସାବରେ ଆପଣଙ୍କ ଚାକର କେତେ ବିଶ୍ବସ୍ଥ ତାହା ଜାଣିବା ପାଇଁ ତାଙ୍କୁ କୌଣସି କାର୍ଯ୍ୟରେ ନିୟୋଜିତ କରି ନିରକ୍ଷଣ କରନ୍ତୁ। ଦେଖିବେ ସେ ଯଦି ଠିକ ଭାବେ ମନ ଲଗାଇ କାମ କରେ ତେବେ ଜାଣିବେ ଯେ, ସେ ଜଣେ ସଚ୍ଚୋଟ ବ୍ୟକ୍ତି।

ସେହିପରି ଆପଣଙ୍କର ସଂପର୍କୀୟ କିମ୍ବା ବନ୍ଧୁବାନ୍ଧବଙ୍କୁ ଚିହ୍ନିବା ପାଇଁ ଉପାୟ ମଧ୍ୟ ଚାଣକ୍ୟ କହିଛନ୍ତି। ତାହା ହେଲା ଯଦି ଦୁଃଖ ସମୟରେ ଆପଣଙ୍କର ସଂପର୍କୀୟମାନେ ପାଖରେ ନ ରୁହନ୍ତି ତେବେ ସେମାନେ ଠିକ୍ ନୁହଁନ୍ତି ବୋଲି ଧରିବାକୁ ପଡିବ। ଆପଣଙ୍କର ମିତ୍ରକୁ ମଧ୍ୟ ଯଦି ବିପଦ ସମୟରେ ନ ଦେଖନ୍ତି ବା ସାହାର୍ଯ୍ୟ ନ କରନ୍ତି ତେବେ ସେ ପ୍ରକୃତ ମିତ୍ର ବୋଲି କୁହାଯିବ ନାହିଁ।

ନିଜର ଧର୍ମପତ୍ନୀଙ୍କୁ ମଧ୍ୟ ଚିହ୍ନିବାର ଉପାୟ ସଂପର୍କରେ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ଉଲ୍ଲେଖ କରିଛନ୍ତି। ତାଙ୍କ ହିସାବରେ ଯେତେବେଳେ ଆପଣଙ୍କ ପାଖରୁ ଧନ ଶେଷ ହୋଇଯାଏ କିମ୍ବା କର୍ମ ଚାଲିଯାଏ ସେତେବେଳେ ସ୍ତ୍ରୀ କଣ ଜଣାପଡେ। ଏହି ସମୟରେ ଯଦି ସ୍ତ୍ରୀ ଆପଣଙ୍କର ପାଖରେ ରୁହନ୍ତି ନାହିଁ, ମନୋବଳକୁ ଦୃଢ ନ କରି ଚିଡିଚିଡା ପ୍ରକୃତିର ହୁଅନ୍ତି ତେବେ ଜାଣିବେ ସେ ଠିକ୍ ନୁହଁନ୍ତି। ଯଦି ସ୍ବାମୀଙ୍କର ଦୁଃଖ ସୁଖରେ ସ୍ତ୍ରୀ ସାଥ୍ ଦେଲା ତେବେ ସେ ହିଁ ପ୍ରକୃତରେ ଧର୍ମପତ୍ନୀ ପାଇଁ ଯୋଗ୍ୟା।

ଆଚାର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି
Share. Facebook Twitter LinkedIn Email WhatsApp Copy Link

Related Posts

ଫାଇନାଲରେ ସ୍ଥାନ ସୁରକ୍ଷିତ କଲା ଭାରତ: କର ବା ମର ପରିସ୍ଥିତିରେ ଆଫଗାନିସ୍ତାନ-ଶ୍ରୀଲଙ୍କା

June 18, 2026

ଜାତୀୟ ରାଜପଥରେ ଦୁଇ ପୃଥକ ସଡ଼କ ଦୁର୍ଘଟଣା; ଦୁଇ ଜଣଙ୍କ ମୃତ୍ୟୁ

June 18, 2026

ଶିବସେନା (ୟୁବିଟି)ରେ ଫାଟ, ଓୱେସିଙ୍କ କଟାକ୍ଷ – ‘ଶିକାରୀ ନୂଆ, ଜାଲ ପୁରୁଣା’

June 18, 2026

ପୂର୍ବ ଶତ୍ରୁତାର କରୁଣ ପରିଣତି: ଭୁଜାଲି ଆକ୍ରମଣରେ ୱାର୍ଡ ସଭ୍ୟ ମୃତ, ଜଣେ ଗୁରୁତର

June 18, 2026
Latest News

ଫାଇନାଲରେ ସ୍ଥାନ ସୁରକ୍ଷିତ କଲା ଭାରତ: କର ବା ମର ପରିସ୍ଥିତିରେ ଆଫଗାନିସ୍ତାନ-ଶ୍ରୀଲଙ୍କା

June 18, 2026

ଜାତୀୟ ରାଜପଥରେ ଦୁଇ ପୃଥକ ସଡ଼କ ଦୁର୍ଘଟଣା; ଦୁଇ ଜଣଙ୍କ ମୃତ୍ୟୁ

June 18, 2026

ଶିବସେନା (ୟୁବିଟି)ରେ ଫାଟ, ଓୱେସିଙ୍କ କଟାକ୍ଷ – ‘ଶିକାରୀ ନୂଆ, ଜାଲ ପୁରୁଣା’

June 18, 2026

ପୂର୍ବ ଶତ୍ରୁତାର କରୁଣ ପରିଣତି: ଭୁଜାଲି ଆକ୍ରମଣରେ ୱାର୍ଡ ସଭ୍ୟ ମୃତ, ଜଣେ ଗୁରୁତର

June 18, 2026

ଆମେରିକା-ଇରାନ ମଧ୍ୟରେ ୧୪-ସୂତ୍ରୀ ଚୁକ୍ତି; ହର୍ମୁଜ୍ ପ୍ରଣାଳୀ ପୁନଃ ଖୋଲିବାକୁ ସମ୍ମତି

June 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.