Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମୁଖ୍ୟମନ୍ତ୍ରୀ ବାସଭବନ ନିକଟରେ ଆତ୍ମହତ୍ୟା ଉଦ୍ୟମ କରିଥିବା ମହିଳାଙ୍କ ମୃତ୍ୟୁ: ଓକିଲ ଗିରଫ
ଜାତୀୟ ଖବର

ମୁଖ୍ୟମନ୍ତ୍ରୀ ବାସଭବନ ନିକଟରେ ଆତ୍ମହତ୍ୟା ଉଦ୍ୟମ କରିଥିବା ମହିଳାଙ୍କ ମୃତ୍ୟୁ: ଓକିଲ ଗିରଫ

August 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଜଣେ ଓକିଲଙ୍କ ଅନୁରୋଧ କ୍ରମେ ଅଗଷ୍ଟ ୬ ତାରିଖରେ ଲକ୍ଷ୍ନୌରେ ମୁଖ୍ୟମନ୍ତ୍ରୀ ବାସଭବନ ନିକଟରେ ଆତ୍ମହତ୍ୟା କରିଥିବା ମହିଳାଙ୍କ ରବିବାର ଦିନ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଛି। ଏହି ମହିଳା ଉନ୍ନାଓର ବାସିନ୍ଦା ଥିଲେ। ମହିଳା ଜଣକ ମୁଖ୍ୟମନ୍ତ୍ରୀ ବାସଭବନ ନିକଟରେ ନିଜ ଉପରେ ଜ୍ୱଳନ୍ତ ପଦାର୍ଥ ଢାଳି ନିଆଁ ଲଗାଇ ଦେଇଥିଲେ। ଏହା ପରେ ମହିଳାଙ୍କୁ ତୁରନ୍ତ ସିଭିଲ ହସ୍ପିଟାଲକୁ ନିଆଯାଇଥିଲା ଯେଉଁଠାରୁ ଡାକ୍ତରମାନେ ତାଙ୍କୁ କେଜିଏମୟୁକୁ ପଠାଇଥିଲେ ଏବଂ ମହିଳା ସେଠାରେ ଚିକିତ୍ସିତ ହେଉଥିଲେ।

ଏହି ଘଟଣାର ଅନୁସନ୍ଧାନ କରୁଥିବା ପୋଲିସ ମହିଳାଙ୍କ ମୋବାଇଲରୁ ଅନେକ ଫୋନ ରେକର୍ଡିଂ ଜବତ କରିଛି। ଯେଉଁଥିରେ ମହିଳା ଏବଂ ଓକିଲଙ୍କ ମଧ୍ୟରେ ହୋଇଥିବା ବାର୍ତ୍ତାଳାପରେ ଓକିଲଙ୍କ ଦ୍ୱାରା ମହିଳାଙ୍କୁ ପ୍ରବର୍ତ୍ତାଇବା ମାମଲା ସାମ୍ନାକୁ ଆସିଛି। ଏହା ପରେ ପୋଲିସ ମହିଳାଙ୍କ ଓକିଲ ସୁନୀଲ କୁମାରଙ୍କୁ ଗିରଫ କରି ଜେଲକୁ ପଠାଇଛି। ଯେତେବେଳେ ମହିଳା ଆତ୍ମହତ୍ୟା କରିବାକୁ ମୁଖ୍ୟମନ୍ତ୍ରୀ ବାସଭବନ ନିକଟରେ ପହଞ୍ଚିଥିଲେ, ସେତେବେଳେ ଦୁଇ ବର୍ଷର ଶିଶୁ ମଧ୍ୟ ତାଙ୍କ ସହ ଥିଲେ।

Lucknow News UP news up police
Share. Facebook Twitter LinkedIn Email WhatsApp Copy Link

Related Posts

ସଂସଦରେ ଲୋକଙ୍କ ପାଇଁ ପ୍ରଶ୍ନ କରିବା ଭୁଲ୍?: ରାଘବ ଚଢାଙ୍କ ଉପରେ ‘ଆପ’ର କାର୍ଯ୍ୟାନୁଷ୍ଠାନ

April 2, 2026

ଡିଏଭି ପୋଖରୀପୁଟରେ ଉତ୍କଳ ଦିବସ ପାଳିତ

April 2, 2026

ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ କଲେ ସରକାର

April 2, 2026

ପଶ୍ଚିମବଙ୍ଗରେ SIRରେ କାର୍ଯ୍ୟରତ ବିଚାରପତିଙ୍କ ଉପରେ ଆକ୍ରମଣ: କଡା ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

April 2, 2026
Latest News

ସଂସଦରେ ଲୋକଙ୍କ ପାଇଁ ପ୍ରଶ୍ନ କରିବା ଭୁଲ୍?: ରାଘବ ଚଢାଙ୍କ ଉପରେ ‘ଆପ’ର କାର୍ଯ୍ୟାନୁଷ୍ଠାନ

April 2, 2026

ଡିଏଭି ପୋଖରୀପୁଟରେ ଉତ୍କଳ ଦିବସ ପାଳିତ

April 2, 2026

ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ କଲେ ସରକାର

April 2, 2026

ପଶ୍ଚିମବଙ୍ଗରେ SIRରେ କାର୍ଯ୍ୟରତ ବିଚାରପତିଙ୍କ ଉପରେ ଆକ୍ରମଣ: କଡା ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

April 2, 2026

ଆଦିତ୍ୟ ଆଲୁମିନିୟମ୍, ଲପଙ୍ଗା ପକ୍ଷରୁ ଉଦଘାଟିତ ହେଲା  “ଜଳ ବାହିନୀ ପ୍ରକଳ୍ପ” 

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.