Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଶ୍ରାଦ୍ଧବାର୍ଷିକୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ରାଜ୍ୟ ଖବର

ଶ୍ରାଦ୍ଧବାର୍ଷିକୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

August 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଅଜି ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ଲୋକସେବା ଭବନ ପରିସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଦୀର୍ଘ ପାଞ୍ଚ ଦଶନ୍ଧି ଧରି ପାର୍ଲ୍ୟାମେଣ୍ଟର ବିଭିନ୍ନ ଗୃହର ସଦସ୍ୟ ଥିବା ସ୍ବର୍ଗତ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧ ଦିବସରେ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ସହିତ ଅନ୍ୟ ମନ୍ତ୍ରୀ ଏବଂ ବିଧାୟକ ମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ୨୦୧୮ ମସିହା ଆଜିର ଦିନରେ ଏହି ସର୍ବମାନ୍ୟ ମହାନ୍ ଜନନାୟକ ସ୍ଵର୍ଗାରୋହଣ କରିଥଲେ।

ଏହି ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁଙ୍କ ସମେତ, ବିଧାୟକମାନେ ଉପସ୍ଥିତ ଥିଲେ।

ଅଟଳ ବିହାରୀ ବାଜପେୟୀ ପୂର୍ବତନ ପ୍ରଧାନମନ୍ତ୍ରୀ ମୋହନ ମାଝୀ ଶ୍ରଦ୍ଧାଞ୍ଜଳି ଅର୍ପଣ ଶ୍ରାଦ୍ଧ ବାର୍ଷିକୀ
Share. Facebook Twitter LinkedIn Email WhatsApp Copy Link

Related Posts

କୋଦଳା ଉପକାରାଗାରରେ ବିଚାରଧୀନ ବୃଦ୍ଧଙ୍କ ମୃତ୍ୟୁ

August 20, 2025

ଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

August 20, 2025

ରାସ୍ତାରେ ଲୋକଙ୍କୁ ଅଟକାଇ ଲୁଟ୍ ପ୍ରସଙ୍ଗ: କୋର୍ଟ ଚାଲାଣ ହେଲେ ୪ ଅଭିଯୁକ୍ତ

August 20, 2025

କେଏଟିଏସ ଆୟୁର୍ବେଦିକ ମହାବିଦ୍ୟାଳୟ ୪୮ବର୍ଷ ରେ ମାତ୍ର ୪ଟି ପିଜି ସିଟ

August 20, 2025
Latest News

ନବସୃଜନକୁ ପ୍ରୋତ୍ସାହିତ କରିବ ଏବଂ ସମାଜକୁ ସୁରକ୍ଷା ଦେବ ଅନଲାଇନ୍‌ ଗେମିଂ ବିଲ୍‌, ୨୦୨୫

August 20, 2025

କୋଦଳା ଉପକାରାଗାରରେ ବିଚାରଧୀନ ବୃଦ୍ଧଙ୍କ ମୃତ୍ୟୁ

August 20, 2025

ଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

August 20, 2025

ରାସ୍ତାରେ ଲୋକଙ୍କୁ ଅଟକାଇ ଲୁଟ୍ ପ୍ରସଙ୍ଗ: କୋର୍ଟ ଚାଲାଣ ହେଲେ ୪ ଅଭିଯୁକ୍ତ

August 20, 2025

ଦଳରେ ସାମିଲ ହେଲେନି ଶ୍ରେୟସ ଆୟର: ସମାଲୋଚନା କଲେ ପୂର୍ବତନ ଟିମ୍ ଇଣ୍ଡିଆ କୋଚ୍

August 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.