Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୋଲିସ ଡିଜି ଭାବେ ଦାୟିତ୍ବ ନେଲେ ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କୁ କଲେ ସାକ୍ଷାତ
ଆଜିର ଖବର

ପୋଲିସ ଡିଜି ଭାବେ ଦାୟିତ୍ବ ନେଲେ ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କୁ କଲେ ସାକ୍ଷାତ

August 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୋଲିସ ଡିଜି ଭାବେ ଦାୟିତ୍ବ ନେଲେ ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କୁ କଲେ ସାକ୍ଷାତ

ଭୁବନେଶ୍ବର: ଆଜି ଅପରାହ୍ନରେ ଓଡିଶା ପୋଲିସ ଡିଜି ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି  ଯୋଗେସ ବାହାଦୂର ଖୁରାନିଆ। ଆଜି କଟକସ୍ଥିତ ପୋଲିସ ମୁଖ୍ୟ କାର୍ଯ୍ୟାଳୟରେ ସେ ଏହି ଦାୟିତ୍ବ ଗ୍ରହଣ କରିଛନ୍ତି। ବର୍ତ୍ତମାନ କାମଚଳା ଡିଜି ଥିବା ଅରୁଣ ଷଡଙ୍ଗୀଙ୍କଠାରୁ ସେ ଏହି ଦାୟିତ୍ବ ଗ୍ରହଣ କରିଛନ୍ତି।

ଦାୟିତ୍ବ ନେବା ପରେ ଖୁରାନିଆ ଭୁବନେଶ୍ବର ଆସି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମହୋନ ମାଝୀଙ୍କୁ ସାକ୍ଷାତ କରିଛନ୍ତି। 1990 ବ୍ୟାଚର ଖୁରାନିଆ ପୂର୍ବରୁ ଭୁବନେଶ୍ବର ପୋଲିସ କମିଶନର ଭାବେ କାର୍ଯ୍ୟ କରିଛନ୍ତି। ଏଥିସହିତ ସେ ବିଭିନ୍ନ ଜିଲ୍ଲାରେ ଏସପି ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି। ଡିଜି ଦାୟିତ୍ବ ନେବା ପରେ ସେ କେନ୍ଦ୍ରରେ ବିଏସଏଫରେ ସ୍ବତନ୍ତ୍ର ଡିଜି ଭାବେ କାର୍ଯ୍ୟ କରୁ ଥିଲେ।

ନୂଆ ପୋଲିସ ଡିଜି ପୋଲିସ ଡିଜି ୱାଇ ବି ଖୁରାନିଆ
Share. Facebook Twitter LinkedIn Email WhatsApp Copy Link

Related Posts

କୋର କମିଟି ବୈଠକରେ ନୀତିନ ନବୀନ

May 18, 2026

ଆଜି ଶପଥ ନେବେ ଭି.ଡି. ସତିସନ୍

May 18, 2026

ଜଗମରା ଫୁଡ କୋର୍ଟରେ ଅଗ୍ନିକାଣ୍ଡ

May 18, 2026

ମେକ୍ସିକୋରେ ଗୁଳିମାଡ଼ : ୧୦ ମୃତ

May 18, 2026
Latest News

କୋର କମିଟି ବୈଠକରେ ନୀତିନ ନବୀନ

May 18, 2026

ଆଜି ଶପଥ ନେବେ ଭି.ଡି. ସତିସନ୍

May 18, 2026

ଜଗମରା ଫୁଡ କୋର୍ଟରେ ଅଗ୍ନିକାଣ୍ଡ

May 18, 2026

ମେକ୍ସିକୋରେ ଗୁଳିମାଡ଼ : ୧୦ ମୃତ

May 18, 2026

କାର ଧକ୍କାରେ ଜଣେ ସାଙ୍ଗ ମୃତ ଆଉ ଜଣେ ଗୁରୁତର

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.