Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ କଲିକତାର ମୃତ ମହିଳା ଡାକ୍ତରଙ୍କ ଉଦ୍ଦେଶରେ କ୍ୟାଣ୍ଡେଲ ଯାତ୍ରା
ଆଜିର ଖବର

ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ କଲିକତାର ମୃତ ମହିଳା ଡାକ୍ତରଙ୍କ ଉଦ୍ଦେଶରେ କ୍ୟାଣ୍ଡେଲ ଯାତ୍ରା

August 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ କଲିକତାର ମୃତ ମହିଳା ଡାକ୍ତରଙ୍କ ଉଦ୍ଦେଶରେ କ୍ୟାଣ୍ଡେଲ ଯାତ୍ରା

ଭୁବନେଶ୍ୱର: କଲିକତାର ଆରଜିକର ମେଡିକାଲ କଲେଜ ଆଣ୍ଡ ହସପିଟାଲ ର ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ପ୍ରସଙ୍ଗରେ ଆଜି ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଶ୍ରୀ ଉଦିତ ପ୍ରଧାନଙ୍କ ନେତୃତ୍ୱରେ ଏକ ମହମବତୀ ଶୋଭାଯାତ୍ରା ସତ୍ୟନଗର କାଳି ମନ୍ଦିର ଠାରୁ ରାମ ମନ୍ଦିର ପର୍ଯ୍ୟନ୍ତ ଆସିଥିଲା । ରାମ ମନ୍ଦିର ଠାରେ ମୃତକଙ୍କ ଅମର ଆତ୍ମାର ସଦଗତି କାମନା କରାଯାଇଥିଲା । ଏହି ପ୍ରସଙ୍ଗରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ କହିଛନ୍ତି ଯେ ପଶ୍ଚମବଙ୍ଗ ପ୍ରଶାସନ ମୃତ ମହିଳା ଡାକ୍ତରଙ୍କ ପରିବାରକୁ ନ୍ୟାୟ ଦିଅନ୍ତୁ ।

ପଶ୍ଚିମବଙ୍ଗରେ ମହିଳା ଅସୁରକ୍ଷିତ ରହିଥିବାର ଏହା ଜ୍ୱଳନ୍ତ ଉଦାହରଣ । ଛାତ୍ର କଂଗ୍ରେସ ପକ୍ଷରୁ ମୃତକଙ୍କ ପରିବାରକୁ ନ୍ୟାୟ ଏବଂ ଅପରାଧିକୁ ତୁରନ୍ତ ଦଣ୍ଡବିଧାନ ଦାବି କରାଯାଇଛି। ଏହି କାର୍ଯ୍ୟକ୍ରମରେ ୟାସିର ନୱାଜ, ରଣଜିତ ପାତ୍ର, ସନ୍ତୋଷ ଜେନା, କିରଣ ସାହୁ, ସୁଦୀପ ସାମଲ, ନିହାର ବେହେରା, ମହମ୍ମଦ ପରଭେଜ, ବିଶ୍ୱଭୂଷ୍ଣ ମହାପାତ୍ରା, ସାହାରୁଖ ଖାନ, ଅଖିଳେଶ ଯାଦବ, ଲିପିକା ପାତ୍ର, ଭାଗ୍ୟଶ୍ରୀ ମହାନ୍ତି, ସମିଉଲ ହକ, କାର୍ତିକେଶ୍ୱର କାଣ୍ଡି, ନିଆଜୁଲ ଇସଲାମ, ମହମ୍ମଦ ସାମୁଇଲ ଶ୍ରୀୟାସ୍ମିତା ପଣ୍ଡା ପ୍ରମୁଖ ଅଂଶଗ୍ରହଣ କରିଥିଲେ ।

ଛାତ୍ର କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରେମ, ପ୍ରତିଶ୍ରୁତି ଓ ପ୍ରତାରଣା: ସରକାରୀ ଡାକ୍ତରଙ୍କ ବିରୋଧରେ ୩୦ ଲକ୍ଷର ସୁନା ଠକେଇ ଅଭିଯୋଗ

June 22, 2026

ଖୋର୍ଦ୍ଧା: ବୋଲଗଡ ପଂଚାୟତ ସମିତି କାର୍ଯ୍ୟାଳୟରେ ମିଳିତ ଜନଶୁଣାଣି ଶିବିର

June 22, 2026

ସୁରକ୍ଷା ପ୍ରତି ଉତ୍କୃଷ୍ଟ ସତର୍କତା ପାଇଁ ଟ୍ରାକ୍ ମେଣ୍ଟେନରଙ୍କୁ ସମ୍ମାନିତ କଲା ପୂର୍ବତଟ ରେଳପଥ

June 22, 2026

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କାନ୍ଦି ପକାଇଲେ ଉପମୁଖ୍ୟମନ୍ତ୍ରୀ

June 22, 2026
Latest News

ପ୍ରେମ, ପ୍ରତିଶ୍ରୁତି ଓ ପ୍ରତାରଣା: ସରକାରୀ ଡାକ୍ତରଙ୍କ ବିରୋଧରେ ୩୦ ଲକ୍ଷର ସୁନା ଠକେଇ ଅଭିଯୋଗ

June 22, 2026

ଖୋର୍ଦ୍ଧା: ବୋଲଗଡ ପଂଚାୟତ ସମିତି କାର୍ଯ୍ୟାଳୟରେ ମିଳିତ ଜନଶୁଣାଣି ଶିବିର

June 22, 2026

ସୁରକ୍ଷା ପ୍ରତି ଉତ୍କୃଷ୍ଟ ସତର୍କତା ପାଇଁ ଟ୍ରାକ୍ ମେଣ୍ଟେନରଙ୍କୁ ସମ୍ମାନିତ କଲା ପୂର୍ବତଟ ରେଳପଥ

June 22, 2026

ଲକ୍ଷ୍ନୌ ଅଗ୍ନିକାଣ୍ଡ ଘଟଣାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶୋକ: କାନ୍ଦି ପକାଇଲେ ଉପମୁଖ୍ୟମନ୍ତ୍ରୀ

June 22, 2026

କଟକ, ଖୋର୍ଦ୍ଧା, ବ୍ରହ୍ମପୁର ଓ ବାଣପୁର ସହ ୬୪ ସ୍ଥାନର ଇଂରାଜୀ ବନାନ ହେଲା ପରିବର୍ତ୍ତନ; ବାହାରିଲା ବିଜ୍ଞପ୍ତି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.