Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଚିକିଟି ମଦ ମୃତ୍ୟୁ ଘଟଣା, ନିଲମ୍ବନ ହେଲେ ଅବକାରୀ ଇନ୍ସପେକଟର ଓ ସବ୍‌-ଇନ୍ସପେକଟରଙ୍କୁ, ବଦଳିଲେ ଅଧୀକ୍ଷକ
ଜାତୀୟ ଖବର

ଚିକିଟି ମଦ ମୃତ୍ୟୁ ଘଟଣା, ନିଲମ୍ବନ ହେଲେ ଅବକାରୀ ଇନ୍ସପେକଟର ଓ ସବ୍‌-ଇନ୍ସପେକଟରଙ୍କୁ, ବଦଳିଲେ ଅଧୀକ୍ଷକ

August 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିକିଟି ମଦ ମୃତ୍ୟୁ

ଭୁବନେଶ୍ୱର: ବେଆଇନ ମଦ କାରବାର କାରବାର ଘଟଣାରେ ମାନ୍ୟବର ଅବକାରୀ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ କମିଶନର ଆଜି ଦୁଇ ଜଣ ବରିଷ୍ଠ ଅଧିକାରୀଙ୍କୁ ନିଲମ୍ବନ କରିଛନ୍ତି । ସେହିପରି ଅବକାରୀ ଅଧୀକ୍ଷକ, ବ୍ରହ୍ମପୁରଙ୍କୁ ତାଙ୍କ ସ୍ଥାନରୁ ଅପସାରଣ ନେଇ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।

ସରକାରୀ କାର୍ଯ୍ୟରେ ଅବହେଳା, ଓଡ଼ିଶା ସରକାରଙ୍କ କର୍ମଚାରୀ ଆଚରଣବିଧି ନିୟମ ୧୯୫୯ ଧାରା-୩ର ଉଲ୍ଲଂଘନ କରିବା ଅଭିଯୋଗରେ ବ୍ରହ୍ମପୁର ଅବକାରୀ ଜିଲ୍ଲାରେ କାର୍ଯ୍ୟରତ ଅବକାରୀ ଇନ୍ସପେକଟର ରମେଶ ଚନ୍ଦ୍ର ମହାନ୍ତି ଏବଂ ସବ୍‌-ଇନ୍ସପେକଟର ପ୍ରସନ୍ନ କୁମାର ଜାଲିଙ୍କୁ ନିଲମ୍ବିତ କରାଯାଇଛି ।

ଏଥି ନେଇ ଅବକାରୀ କମିଶନର ଶ୍ରୀ ନରସିଂହ ଭୋଳ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଏହି ନିଲମ୍ବନ ସମୟ ଅବଧି ମଧ୍ୟରେ ଉଭୟଙ୍କ ମୁଖ୍ୟାଳୟ ଅବକାରୀ ଡେପୁଟି କମିଶନର (ଦକ୍ଷିଣାଞ୍ଚଳ ଜୋନ୍‌) ସ୍ଥିର କରାଯିବା ସହ ବିନା ଅନୁମତିରେ ମୁଖ୍ୟାଳୟ ନଛାଡ଼ିବାକୁ ନିର୍ଦ୍ଦେଶନାମା ଜାରି ହୋଇଛି ।

ସେହିପରି ବ୍ରହ୍ମପୁରର ଅବକାରୀ ଅଧୀକ୍ଷକ ପ୍ରଦୀପ କୁମାର ପାଣିଗ୍ରାହୀଙ୍କୁ ବଦଳି କରାଯିବା ସହ ତୁରନ୍ତ ଅବକାରୀ କମିଶନରଙ୍କ କାର୍ଯ୍ୟାଳୟ, କଟକରେ ଯୋଗଦେବାକୁ ଅବକାରୀ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ଅନ୍ୟପକ୍ଷରେ କେନ୍ଦୁଝରର ଉପ-ଅଧୀକ୍ଷକ ଶ୍ରୀ ପ୍ରବୀଣ କୁମାର ପ୍ରଧାନଙ୍କୁ ବ୍ରହ୍ମପୁର ଅବକାରୀ ଅଧୀକ୍ଷକ ଭାବେ ଦାୟିତ୍ୱ ନେବା ପାଇଁ ଉକ୍ତ ନିର୍ଦ୍ଦେଶନାମାରେ ଉଲ୍ଲେଖ ହୋଇଛି ।

ଚିକିଟି ମଦ ମୃତ୍ୟୁ ମଦ ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.