Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନ୍ତର୍ଜାତୀୟ ମହିଳା ବକ୍ସରଙ୍କୁ କୋଲକାତାରେ ଆକ୍ରମଣ
ଆଜିର ଖବର

ଅନ୍ତର୍ଜାତୀୟ ମହିଳା ବକ୍ସରଙ୍କୁ କୋଲକାତାରେ ଆକ୍ରମଣ

June 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
suman kumari boxer
suman kumari boxer

ମହିଳାଙ୍କ ପାଇଁ ଅସୁରକ୍ଷିତ ହୋଇପଡ଼ିଛି କୋଲକାତା। ଗତ ସପ୍ତାହରେ ଜଣେ ପୂର୍ବତନ ମିସ୍‌ ଇଣ୍ଡିଆ ୟୁନିଭର୍ସଙ୍କୁ କେତେଜଣ ଦୁର୍ବୃତ୍ତ ପିଛା କରି ଆକ୍ରମଣ କରିଥିଲେ। ଶୁକ୍ରବାର ଅନ୍ତର୍ଜାତୀୟ ମହିଳା ବକ୍ସର ସୁମନ କୁମାରୀ ମଧ୍ୟ ସମାନ ଘଟଣା ସମ୍ପର୍କରେ ଫେସବୁକରେ ପୋଷ୍ଟ କରିଛନ୍ତି। ସୁମନ କୁମାରୀ କହିଛନ୍ତି, ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ଅଫିସ ଯିବାକୁ ବାହାରୁଥିବାବେଳେ ମୋମିନପୁର ଅଞ୍ଚଳରେ ଥିବା ତାଙ୍କ ଘର ନିକଟରେ ତାଙ୍କୁ ଜଣେ ବ୍ୟକ୍ତି ଆକ୍ରମଣ କରିଥିଲେ। କିନ୍ତୁ ସେ ତାଙ୍କୁ ଧକ୍କା ଦେଇ ଫିଙ୍ଗି ଦେଇଥିଲେ। ଫଳରେ ଅଭିଯୁକ୍ତ ଜଣକ ବସ୍‌ରେ ଉଠି ଚାଲିଯାଇଥିଲେ। ପ​‌ରେ ସୁମନ ବସ୍‌କୁ ପିଛା କରିଥିଲେ। ପରବର୍ତ୍ତୀ ବସ୍‌ ଷ୍ଟପରେ ସମ୍ପୃକ୍ତ ବ୍ୟକ୍ତି ଓହ୍ଲାଇବା ପରେ ସୁମନ ତାଙ୍କୁ ଅଟକାଇ କାହିଁକି ଆକ୍ରମଣ କଲ ବୋଲି ପଚାରିଥିଲେ। ତେବେ ଅଭିଯୁକ୍ତ ପୁଣି ଥରେ ତାଙ୍କ ତଣ୍ଟି ଚିପି ଧରି ଆକ୍ରମଣ କରିଥିଲେ। ପରେ ପୁଲିସ ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୁମନ କୁମାରୀ ନିକଟରେ ତାଇୱାନ ପ୍ରଫେଶନାଲ୍ସ ବକ୍ସିଂ ଚାମ୍ପିୟନଶିପ୍‌ ଜିତିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଶିଖ ପ୍ରତିନିଧିମଣ୍ଡଳର ବିଶିଷ୍ଟ ଏବଂ ସଫଳ ସଦସ୍ୟମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 19, 2025

କୃଷି ଯନ୍ତ୍ରପାତି ପାଇଁ ଜିଏସଟି ସଂସ୍କାର ଉପରେ ଗୁରୁତ୍ୱପୂର୍ଣ୍ଣ ବୈଠକ

September 19, 2025

ଆନ୍ତଃଗଣମାଧ୍ୟମ ପ୍ରଚାର ସମନ୍ୱୟ ସମିତି ବୈଠକ

September 19, 2025

ଏସସି ଏସ୍‍ଟି ବିଭାଗ ବିଦ୍ୟାଳୟରେ କେତେ ପିଲା ପଢୁଛନ୍ତି? ପ୍ରଶ୍ନ କଲେ ଟଙ୍କଧର, ଉତ୍ତର ରଖିଲେ ମନ୍ତ୍ରୀ

September 19, 2025
Latest News

ଶିଖ ପ୍ରତିନିଧିମଣ୍ଡଳର ବିଶିଷ୍ଟ ଏବଂ ସଫଳ ସଦସ୍ୟମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 19, 2025

କୃଷି ଯନ୍ତ୍ରପାତି ପାଇଁ ଜିଏସଟି ସଂସ୍କାର ଉପରେ ଗୁରୁତ୍ୱପୂର୍ଣ୍ଣ ବୈଠକ

September 19, 2025

ଆନ୍ତଃଗଣମାଧ୍ୟମ ପ୍ରଚାର ସମନ୍ୱୟ ସମିତି ବୈଠକ

September 19, 2025

ଏସସି ଏସ୍‍ଟି ବିଭାଗ ବିଦ୍ୟାଳୟରେ କେତେ ପିଲା ପଢୁଛନ୍ତି? ପ୍ରଶ୍ନ କଲେ ଟଙ୍କଧର, ଉତ୍ତର ରଖିଲେ ମନ୍ତ୍ରୀ

September 19, 2025

କ୍ରୀଡା କୋଟାରେ ରାଜ୍ୟରୁ ନିଯୁକ୍ତି ପାଇଛନ୍ତି ୧୯୨ ଜଣ ଖେଳାଳୀ, ଉତ୍ତର ରଖିଲେ ମନ୍ତ୍ରୀ

September 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.