Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଗୋଦାବରୀଶ ମହାବିଦ୍ୟାଳୟରେ ସ୍ବାଗତ ଉତ୍ସବ
ଆଞ୍ଚଳିକ

ବାଣପୁର: ଗୋଦାବରୀଶ ମହାବିଦ୍ୟାଳୟରେ ସ୍ବାଗତ ଉତ୍ସବ

August 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଗୋଦାବରୀଶ ମହାବିଦ୍ୟାଳୟ ରାଜନୀତି ବିଜ୍ଞାନ ବିଭାଗର ନବାଗତ ସମ୍ମାନ ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ଆଜି ବିଭାଗ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହୋଇ ଯାଇଛି। ଏହି ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ବିନାୟକ ହୋତା ସଭାପତିତ୍ବ କରି ନବାଗତ ମାନଙ୍କୁ ସ୍ଵାଗତ କରିବା ସହ ଭବିଷ୍ୟତର ସମସ୍ତ ପ୍ରତିଯୋଗିତା ପରୀକ୍ଷା ଗୁଡିକରେ ରାଜନୀତି ବିଜ୍ଞାନର ପ୍ରଶ୍ନ ସର୍ବାଧିକ ଆସୁଥିବାରୁ ଏହି ବିଭାଗର ଛାତ୍ରଛାତ୍ରୀ ମାନେ ଅଧିକ ଲାଭବାନ ହେବେ ବୋଲି ମତ ପ୍ରକାଶ କରିଥିଲେ।

ବିଭାଗୀୟ ମୁଖ୍ୟ ଲକ୍ଷ୍ମୀ ପ୍ରସାଦ ମିଶ୍ର ଛାତ୍ରଛାତ୍ରୀ ମାନଙ୍କୁ ସ୍ଵାଗତ କରି ଜୀବନର ଏହି ତିନି ବର୍ଷ ବିଶେଷ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ସେମାନେ ପାଠ ପଢ଼ିବା ସହ ମହାବିଦ୍ୟାଳୟର ଏନ୍ ସି ସି, ରେଞ୍ଜର ରୋଭର୍, ଆଦି କାର୍ଯ୍ୟକ୍ରମରେ ଯୋଗଦେଇ ଚରିତ୍ର ଓ ବ୍ୟକ୍ତିତ୍ଵ ଗଠନ ପାଇଁ ଉପଦେଶ ଦେଇଥିଲେ।

ବିଭାଗର ଅନ୍ୟତମ ଅଧ୍ୟାପକ ଆଦିତ୍ୟ ସାରଥୀ ବେଦମତ୍ତା, ଶ୍ରୀଗୋଲକ କୁମାର ବେହେରା, ଅଧ୍ୟାପିକା ପ୍ରତିଭା ମଲ୍ଲିକ ଓ ଅତିଥି ଭାବରେ ଉଦ୍ଭିଦ ବିଜ୍ଞାନ ବିଭାଗର ମୁଖ୍ୟ ଡ ସୁଜାତା ମିଶ୍ର ଯୋଗଦେଇ ଛାତ୍ର ଜୀବନକୁ ସଠିକ୍ ମାର୍ଗରେ ଅତିବାହିତ କରିବା ପାଇଁ ବକ୍ତବ୍ୟ ପ୍ରଦାନ କରିଥିଲେ।

ତୃତୀୟ ବର୍ଷ ଓ ଦିତୀୟ ବର୍ଷର ଛାତ୍ରଛାତ୍ରୀ ମାନଙ୍କ ସହଯୋଗରେ ସଭାକାର୍ଯ୍ୟ ଓ ପ୍ରୀତି ଭୋଜନର ଆୟୋଜନ କରାଯାଇଥିଲା।

ଗୋଦାବରୀଶ ମହାବିଦ୍ୟାଳୟ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026

ରଣପୁରରେ ଧୁମଧାମରେ ୭୭ତମ ବିଘ୍ନ ବିନାୟକ ଶ୍ରୀଗଣେଶ ପୂଜା ମହୋତ୍ସବ

September 14, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026
Latest News

ପରମ ପ୍ରେମମୟ ଶ୍ରୀଶ୍ରୀଠାକୁର ଅନୁକୁଳଚନ୍ଦ୍ରଙ୍କର ପୂଣ୍ୟ ୧୩୯ତମ ଜନ୍ମ ଦିବସ ପାଳିତ

September 16, 2026

ମା’ ଭଗବତୀଙ୍କ ମନ୍ଦିରରେ ଷଷ୍ଠୀ ଓଷାର ସ୍ଥିର ହେଲା ଲଗ୍ନ: ଜାଣନ୍ତୁ କେବେ ବିଜେ କରିବେ ମା’କାଠି ଠାକୁରାଣୀ?

September 16, 2026

ସାକ୍ଷୀଙ୍କୁ ଧମକ ଅଭିଯୋଗ: ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ନାଁରେ ପୁଣି ମାମଲା ରୁଜୁ

September 16, 2026

ପୁଣି ଏପ୍ରିଲ ୧ରୁ ଖୋଲିବ ସୁଭଦ୍ରା ପୋର୍ଟାଲ

September 16, 2026

ହଟିବେ ଅଗରକର!: ଟିମ୍ ଇଣ୍ଡିଆକୁ ମିଳିବ ନୂତନ ମୁଖ୍ୟ ଚୟନକର୍ତ୍ତା

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.