Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟ ପାଇଁ ଘୋଷଣା ହେଲା ଟିମ୍ ଇଣ୍ଡିଆ: ଆକାଶ ଦୀପ ଓ ୟଶ ଦୟାଲଙ୍କୁ ସୁଯୋଗ
ଆଜିର ଖବର

ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟ ପାଇଁ ଘୋଷଣା ହେଲା ଟିମ୍ ଇଣ୍ଡିଆ: ଆକାଶ ଦୀପ ଓ ୟଶ ଦୟାଲଙ୍କୁ ସୁଯୋଗ

September 9, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସେପ୍ଟେମ୍ବର ୧୯ ତାରିଖରୁ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟ ପାଇଁ ବିସିସିଆଇ ଟିମ୍ ଇଣ୍ଡିଆ ଘୋଷଣା କରିଛି। ଦୁଇ ମ୍ୟାଚ୍ ବିଶିଷ୍ଟ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ୍ ପାଇଁ ବିସିସିଆଇ ଭାରତୀୟ ଦଳ ଘୋଷଣା କରିଛି। ଫାଷ୍ଟ ବୋଲର ୟଶ ଦୟାଲଙ୍କୁ ପ୍ରଥମ ଥର ପାଇଁ ଭାରତୀୟ ଦଳରେ ସାମିଲ କରାଯାଇଛି। ଜସପ୍ରୀତ ବୁମ୍ରାଙ୍କୁ ମଧ୍ୟ ବିଶ୍ରାମ ଦିଆଯାଇ ନାହିଁ। ପ୍ରଥମ ଟେଷ୍ଟ ପାଇଁ ତାଙ୍କୁ ଦଳରେ ଚୟନ କରାଯାଇଛି।

ପୁରୁଷ ଚୟନ କମିଟି ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟ ପାଇଁ ଭାରତର ୧୬ ସଦସ୍ୟ ବିଶିଷ୍ଟ ଦଳ ଚୟନ କରିଛି। ସେପ୍ଟେମ୍ବର ୨୭ ତାରିଖରୁ କାନପୁରରେ ଭାରତୀୟ ଦଳକୁ ବାଂଲାଦେଶ ବିପକ୍ଷରେ ଦ୍ୱିତୀୟ ଟେଷ୍ଟ ଖେଳିବାକୁ ପଡିବ। ତେବେ ଦ୍ୱିତୀୟ ଟେଷ୍ଟ ପାଇଁ ଦଳ ଏପର୍ଯ୍ୟନ୍ତ ଚୟନ କରାଯାଇ ନାହିଁ। ଦୁଇ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ବ୍ୟତୀତ ଭାରତ ଏବଂ ବାଂଲାଦେଶ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟି -୨୦ ସିରିଜ୍ ମଧ୍ୟ ଖେଳାଯିବ। ଏହି ସିରିଜ୍ ପାଇଁ ଦଳ ଏପର୍ଯ୍ୟନ୍ତ ମନୋନୀତ ହୋଇନାହିଁ।

ବାଂଲାଦେଶ ବିପକ୍ଷରେ ପ୍ରଥମ ଟେଷ୍ଟ ପାଇଁ ଟିମ୍ ଇଣ୍ଡିଆ:

ରୋହିତ ଶର୍ମା (ଅଧିନାୟକ), ଯଶସ୍ୱୀ ଜୟସ୍ଵାଲ, ଶୁଭମାନ ଗିଲ, ବିରାଟ କୋହଲି, କେ.ଏଲ୍ ରାହୁଲ, ସରଫରାଜ ଖାନ, ଋଷଭ ପନ୍ତ (ୱିକେଟ୍ କିପର), ଧ୍ରୁଭ ଜୁରେଲ (ୱିକେଟ୍ କିପର), ରବିଚନ୍ଦ୍ରନ ଅଶ୍ୱିନ, ରବିନ୍ଦ୍ର ଜାଡେଜା, ଅକ୍ସର ପଟେଲ, କୁଲଦୀପ ଯାଦବ, ମହମ୍ମଦ ସିରାଜ, ଆକାଶ ଦୀପ, ଜସପ୍ରୀତ ବୁମରା ଏବଂ ୟଶ ଦୟାଲ।

Bangladesh Test Series India Squad India Vs Bangladesh jasprit bumrah Rohit Sharma team india Virat Kohli Yash Dayal
Share. Facebook Twitter LinkedIn Email WhatsApp Copy Link

Related Posts

ଦେଶକୁ ଦୁଇଥର ବିଭାଜିତ କରିଥିଲେ ନେହେରୁ: କଂଗ୍ରେସ ଉପରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଆକ୍ରମଣ

August 19, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ବି ସୁଦର୍ଶନ ରେଡ୍ଡୀ ହେବେ ବିରୋଧୀ ଦଳର ପ୍ରାର୍ଥୀ

August 19, 2025

ବିମାନ ଉଡ଼ାଣ ପୂର୍ବରୁ ବେଙ୍ଗାଲୁରୁ ବିମାନବନ୍ଦରରେ ଚେତାଶୂନ୍ୟ ହେଲେ ପାଇଲଟ୍

August 19, 2025

ଲଣ୍ଡନରେ ପାକିସ୍ତାନୀମାନଙ୍କୁ କଡ଼ା ଜବାବ: ‘ହିନ୍ଦୁସ୍ତାନ ଜିନ୍ଦାବାଦ’ ର ସ୍ଲୋଗାନ ଦେଲେ ମୁସଲିମ ଝିଅ

August 19, 2025
Latest News

ଦେଶକୁ ଦୁଇଥର ବିଭାଜିତ କରିଥିଲେ ନେହେରୁ: କଂଗ୍ରେସ ଉପରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଆକ୍ରମଣ

August 19, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ବି ସୁଦର୍ଶନ ରେଡ୍ଡୀ ହେବେ ବିରୋଧୀ ଦଳର ପ୍ରାର୍ଥୀ

August 19, 2025

ବିମାନ ଉଡ଼ାଣ ପୂର୍ବରୁ ବେଙ୍ଗାଲୁରୁ ବିମାନବନ୍ଦରରେ ଚେତାଶୂନ୍ୟ ହେଲେ ପାଇଲଟ୍

August 19, 2025

ଲଣ୍ଡନରେ ପାକିସ୍ତାନୀମାନଙ୍କୁ କଡ଼ା ଜବାବ: ‘ହିନ୍ଦୁସ୍ତାନ ଜିନ୍ଦାବାଦ’ ର ସ୍ଲୋଗାନ ଦେଲେ ମୁସଲିମ ଝିଅ

August 19, 2025

ଜାରି ରହିବ ରୁଷରୁ ତେଲ କିଣିବା: ଟ୍ରମ୍ଫଙ୍କ ଶୁଳ୍କ ଧମକ ମଧ୍ୟରେ ଇଣ୍ଡିଆନ୍ ଅଏଲ୍ ର ନିଷ୍ପତ୍ତି

August 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.