Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆରକ୍ଷଣ ମାମଲାରେ ଯୋଗୀଙ୍କୁ ଟାର୍ଗେଟ୍‌ କଲେ ମାୟାବତୀ
ଆଜିର ଖବର

ଆରକ୍ଷଣ ମାମଲାରେ ଯୋଗୀଙ୍କୁ ଟାର୍ଗେଟ୍‌ କଲେ ମାୟାବତୀ

July 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଯୋଗୀ ଆଦିତ୍ୟନାଥଙ୍କ ସରକାର ୧୭ଟି ପଛୁଆ ବର୍ଗଙ୍କୁ ଅନୁସୂଚିତ ତାଲିକାରେ ଆରକ୍ଷଣ ଦେଇଛନ୍ତି । କିନ୍ତୁ ଏହାକୁ ଗ୍ରହଣ କରିପାରିନାହାନ୍ତି ବିଏସପି ସୁପ୍ରିମୋ ମାୟାବତୀ । ଏହି ପ୍ରସଙ୍ଗରେ ସେ ଯୋଗୀ ଆଦିତ୍ୟନାଥଙ୍କୁ ଟାର୍ଗେଟ କରିଛନ୍ତି । ପଛୁଆ ବର୍ଗଙ୍କୁ ଆରକ୍ଷଣ ଦେବାକୁ କେବଳ ସଂସଦର ପ୍ରାବଧାନ ରହିଛି କିନ୍ତୁ ଯୋଗୀ ଏହି ନିୟମର ଉଲ୍ଲଙ୍ଘନ କରିଛନ୍ତି ବୋଲି ମାୟାବତୀ କହିଛନ୍ତି । ୟୁପିର ଯୋଗୀ ସରକାର ପଛୁଆ ବର୍ଗଙ୍କୁ ଅନୁସୂଚିତ ଜାତିରେ ସାମିଲ କରି ଧୋକା ଦେଇଛନ୍ତି । ଏହା ଅସାମ୍ବିଧାନିକ ବୋଲି ମାୟାବତୀ କହିଛନ୍ତି ।  ଉତ୍ତର ପ୍ରଦେଶରେ ଅନୁସୂଚିତ ଜାତି ପାଇଁ ୧୭ ଲୋକସଭା ଏବଂ ୪୦୩ ବିଧାନସଭା ଆସନ ମଧ୍ୟରୁ ୮୬ଟି ଆସନରେ ଆରକ୍ଷଣ ରହିଛି । ଏବେ ଏହି ଜାତିଗୁଡିକୁ ନିର୍ବାଚନ ଲଢିବା ପାଇଁ ଅବସର ମିଳିବ ।  ଗତ ଦୁଇ ଦଶନ୍ଧି ଧରି ଏହି ୧୭ଟି ଜାତିକୁ ଅନୁସୂଚିତ ଜାତିରେ ସାମିଲ କରିବା ପାଇଁ ପ୍ରୟାସ ଜାରି ରହିଥିଲା । ଏପରିକି ଏସପି ଏବଂ ବିଏସପି ଏନେଇ ବହୁ ପ୍ରୟାସ କରିଥିବାବେଳେ ଏହା ଉପରେ କୋର୍ଟଙ୍କ ରହିତାଦେଶ ରହିଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

January 21, 2026

ବାଣପୁର: ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନରେ ଯୋଗଦେଲେ ଆଇନ ମନ୍ତ୍ରୀ

January 21, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଓଡିଶାର ମୁଖ୍ୟ ଶାସନ ସଚିବଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍

January 21, 2026

ବାଣପୁରରେ ଚର୍ଚ୍ଚିତ ଯୌତୁକ ଜନିତ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ

January 21, 2026
Latest News

ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

January 21, 2026

ଏଆଇ କ୍ଷମତା ସମ୍ପନ୍ନ ରାଷ୍ଟ୍ରଗୁଡ଼ିକର ପ୍ରଥମ ସମୂହରେ ଭାରତ ସାମିଲ ରହିଛି: ଅଶ୍ୱିନୀ ବୈଷ୍ଣବ

January 21, 2026

ବାଣପୁର: ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନରେ ଯୋଗଦେଲେ ଆଇନ ମନ୍ତ୍ରୀ

January 21, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଓଡିଶାର ମୁଖ୍ୟ ଶାସନ ସଚିବଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍

January 21, 2026

ବାଣପୁରରେ ଚର୍ଚ୍ଚିତ ଯୌତୁକ ଜନିତ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ

January 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.