Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଜନ୍ମ ନେଲା ଏକ ବାଛୁରୀ, ତା କପାଳରେ ରହିଛି ଜ୍ୟୋତି ଚିହ୍ନ, ଦେଖନ୍ତୁ Video
ଆଜିର ଖବର

ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଜନ୍ମ ନେଲା ଏକ ବାଛୁରୀ, ତା କପାଳରେ ରହିଛି ଜ୍ୟୋତି ଚିହ୍ନ, ଦେଖନ୍ତୁ Video

September 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଜନ୍ମ ନେଲା ଏକ ବାଛୁରୀ, ତା କପାଳରେ ରହିଛି ଜ୍ୟୋତି ଚିହ୍ନ, ଦେଖନ୍ତୁ Video

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆଦିଲ୍ଲୀର ଲୋକକଲ୍ୟାଣ ମାର୍ଗସ୍ଥିତ ବାସଭବନରେ ଏକ ଛୁଆ ଜନ୍ମ ହୋଇଛି। ପ୍ରଧାନମନ୍ତ୍ରୀ ତାହାର ନାମ ରଖିଛନ୍ତି ଦୀପଜ୍ୟୋତି। ତେବେ ସେ ଛୁଆଟି ହେଉଛି ବାଛୁରୀ। ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଥିବା ଏକ ଗାଈ ଆଜି ଏହି ବାଛୁରୀକୁ ଜନ୍ମ କରିଛି। ଯାହାକୁ ନେଇ ପ୍ରଧାନମନ୍ତ୍ରୀ ବେଶ ଖୁସି ହୋଇପଡିଛନ୍ତି।

ମୋଦି ତାଙ୍କ ସାମାଜିକ ଗଣମାଧ୍ୟମରେ ଏ ନେଇ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି ଯେ, ମୋ ବାସଭବନରେ ଥିବା ଏକ ଗାଈ ଆଜି ଏକ ଛୁଆ ଜନ୍ମ କରିଛି। ତାହାର କପାଳରେ ଏକ ଜ୍ୟୋତି ଚିହ୍ନ ରହିଛି। ସେଥିପାଇଁ ତାହାର ନାମ ଦୀପଜ୍ୟୋତି କରାଯାଇଛି ବୋଲି ମୋଦି କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ଆମ ଶାସ୍ତ୍ରରେ ରହିଛି ଗାଈ ହେଉଛି ସର୍ବସୁଖ ପ୍ରଦା।

हमारे शास्त्रों में कहा गया है – गाव: सर्वसुख प्रदा:'।

लोक कल्याण मार्ग पर प्रधानमंत्री आवास परिवार में एक नए सदस्य का शुभ आगमन हुआ है।

प्रधानमंत्री आवास में प्रिय गौ माता ने एक नव वत्सा को जन्म दिया है, जिसके मस्तक पर ज्योति का चिह्न है।

इसलिए, मैंने इसका नाम 'दीपज्योति'… pic.twitter.com/NhAJ4DDq8K

— Narendra Modi (@narendramodi) September 14, 2024

ନରେନ୍ଦ୍ର ମୋଦି ବାଛୁରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026

ଦୟାପଲୀ ଗ୍ରାମର ହତ୍ୟାକାଣ୍ଡ ମାମଲା: ୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

February 21, 2026

୧୦% ବୈଶିକ ଶୁଳ୍କ ଲାଗୁ କଲା ଆମେରିକା: ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ଏହାର ପ୍ରଭାବ? 

February 21, 2026

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026
Latest News

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026

ଦୟାପଲୀ ଗ୍ରାମର ହତ୍ୟାକାଣ୍ଡ ମାମଲା: ୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

February 21, 2026

୧୦% ବୈଶିକ ଶୁଳ୍କ ଲାଗୁ କଲା ଆମେରିକା: ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ଏହାର ପ୍ରଭାବ? 

February 21, 2026

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026

ସରକାରୀ କଲେଜରେ ପଢାଉଛନ୍ତି ୧୭୫୩ ଅତିଥି ଅଧ୍ୟାପକ, ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.