Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ମୋଦି, ଗାଡକଣ ବସ୍ତିର ଲୋକଙ୍କ ସହିତ ଖାଇଲେ ଖିରି
ଆଜିର ଖବର

ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ମୋଦି, ଗାଡକଣ ବସ୍ତିର ଲୋକଙ୍କ ସହିତ ଖାଇଲେ ଖିରି

September 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ମୋଦି, ଗାଡକଣ ବସ୍ତିର ଲୋକଙ୍କ ସହିତ ଖାଇଲେ ଖିରି

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ସେ ଭୁବନେଶ୍ବର ବିମାନ ବନ୍ଦରରୁ ସିଧା ଗାଡକଣ ବସ୍ତି ଅଭିମୁଖେ ଯାତ୍ରା କରିଥିଲେ। ସେଠାରେ ସେ ଗାଡକଣ ବସ୍ତିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇଛନ୍ତି।

ଏହି ବସ୍ତିର ବାସିନ୍ଦା ଅନ୍ତର୍ଯ୍ୟାମୀ ନାୟକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ତାଙ୍କୁ ଗୃହ ପ୍ରବେଶ କରାଇଛନ୍ତି। ତାଙ୍କୁ ଘରର ଚାବି ପ୍ରଦାନ କରିଛନ୍ତି। ଘର ଭିତରେ ତାଙ୍କ ପରିବାର ସହିତ ମୋଦି କଥାବାର୍ତ୍ତା ମଧ୍ୟ କରିଛନ୍ତି। ତାଙ୍କ ଘର ବୁଲିବା ସହିତ ଠାକୁର ଘରେ ଘଣ୍ଟି ବଜାଇଥିବାର ଜଣାପଡିଛି। ଏହାପରେ ସେ ପରିବାର ସହିତ ଖିରି ଖାଇଛନ୍ତି।

ଗାଡକଣ ଗ୍ରାମବାସୀଙ୍କ ତରଫରୁ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରାଯାଇଥିଲା। ପାଂରପାରିକ ବାଦ୍ୟ ସହିତ ଉତ୍ତରୀୟ ପ୍ରଦାନ କରାଯାଇ ମୋଦିଙ୍କୁ ସ୍ବାଗତ କରାଯାଇଥିଲା। ଗାଡକଣରେ ପ୍ରଧାନମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ମଧ୍ୟ ଉପସ୍ଥିତ ଥିଲେ।

PMinOdisha ଓଡିଶାରେ ପ୍ରଧାନମନ୍ତ୍ରୀ ଓଡିଶାରେ ପ୍ରଧାନମନ୍ତ୍ରୀ ମୋଦି ଗାଡକଣ ପିଏମ ଆବାସ ଯୋଜନା ପ୍ରଧାନମନ୍ତ୍ରୀ ମୋଦି ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ସୁଭଦ୍ରା ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

August 20, 2025

ରାସ୍ତାରେ ଲୋକଙ୍କୁ ଅଟକାଇ ଲୁଟ୍ ପ୍ରସଙ୍ଗ: କୋର୍ଟ ଚାଲାଣ ହେଲେ ୪ ଅଭିଯୁକ୍ତ

August 20, 2025

ଦଳରେ ସାମିଲ ହେଲେନି ଶ୍ରେୟସ ଆୟର: ସମାଲୋଚନା କଲେ ପୂର୍ବତନ ଟିମ୍ ଇଣ୍ଡିଆ କୋଚ୍

August 20, 2025

କେଏଟିଏସ ଆୟୁର୍ବେଦିକ ମହାବିଦ୍ୟାଳୟ ୪୮ବର୍ଷ ରେ ମାତ୍ର ୪ଟି ପିଜି ସିଟ

August 20, 2025
Latest News

ଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

August 20, 2025

ରାସ୍ତାରେ ଲୋକଙ୍କୁ ଅଟକାଇ ଲୁଟ୍ ପ୍ରସଙ୍ଗ: କୋର୍ଟ ଚାଲାଣ ହେଲେ ୪ ଅଭିଯୁକ୍ତ

August 20, 2025

ଦଳରେ ସାମିଲ ହେଲେନି ଶ୍ରେୟସ ଆୟର: ସମାଲୋଚନା କଲେ ପୂର୍ବତନ ଟିମ୍ ଇଣ୍ଡିଆ କୋଚ୍

August 20, 2025

କେଏଟିଏସ ଆୟୁର୍ବେଦିକ ମହାବିଦ୍ୟାଳୟ ୪୮ବର୍ଷ ରେ ମାତ୍ର ୪ଟି ପିଜି ସିଟ

August 20, 2025

ଦଶମ ଶ୍ରେଣୀ ଛାତ୍ରଙ୍କୁ ଛୁରୀରେ ଭୁସି ହତ୍ୟା କଲା ୮ମ ଛାତ୍ର, ସ୍କୁଲ ବାହାରେ ଉତ୍ତେଜନା

August 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.