Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ସ୍ବାଗତ ସମାରୋହ
ଆଞ୍ଚଳିକ

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ସ୍ବାଗତ ସମାରୋହ

September 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢାଖୋଲ (କନ୍ଦର୍ପ ବେହେରା): ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ଆନୁକୁଲ୍ୟରେ ଗୁରୁବାର ଦିନ ସ୍ବାଗତ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୨ୟ ଓ ୩ୟ ବର୍ଷର ଛାତ୍ର ଛାତ୍ରୀ ମାନେ ୧ମ ବର୍ଷ ର ଛାତ୍ରଛାତ୍ରୀ ମାନଙ୍କୁ ସ୍ବାଗତ କରିଥିଲେ। ଅନୁଷ୍ଠାନର ଅଧ୍ୟକ୍ଷ ସୁଧୀର କୁମାର ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ସ୍ବାଗତ ସଭାରେ ଅଧ୍ୟାପକ ଦେବେଶ୍ ବିଶ୍ବାଳ, ଶେଷଦେବ ବିଶ୍ବାଳ, ବିନୋଦ ବିହାରୀ ପ୍ରଧାନ, ଭଜମୋହନ ପ୍ରଧାନ, ବିଭୁତି ଭୁଷଣ ସାହୁ, ଜୟନ୍ତୀ ସାହୁ, ହିମାଂଶୁ ବାରିକ୍ ଓ ସୁଦାମ ସାହୁ ଅନୁଶାସନ, ଶ୍ରୁଙ୍ଖଳା, ସଞ୍ଜମତା ସମୟାନୁବର୍ତ୍ତିତା ସମ୍ପର୍କରେ ଆଲୋକପାତ କରିଥିଲେ।

୧ମ ବର୍ଷ ର ଛାତ୍ରଛାତ୍ରୀ ମାନେ ପରିଚୟ ପ୍ରଦାନ କରିଥିବାବେଳେ ୨ୟ ଓ ୩ୟ ବର୍ଷର ଛାତ୍ର ଛାତ୍ରୀ ମାନେ ଅନୁଷ୍ଠାନରେ ଭାଇ ଭଉଣୀ ସମ୍ପର୍କର ଆବଶ୍ୟକତା ବିଷୟରେ ବକ୍ତବ୍ୟ ରଖିଥିଲେ। ଅଧ୍ୟାପିକା ଡକ୍ଟର୍ ପୁଷ୍ପାଞ୍ଜଳି ରବନାଙ୍କ ପରିଚାଳନାରେ ବିଚିତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସୁମିତ୍ରା ବେହେରା, ବର୍ଷାରାଣୀ ସାହୁ ଓ ସିକି ପ୍ରଧାନ ସ୍ବାଗତ ନ୍ରୁତ୍ୟ ପରିବେଷଣ କରିଥିବାବେଳେ ଶିବାନୀ ସମ୍ବଲପୁରୀ ନ୍ରୁତ୍ୟ ପ୍ରଦର୍ଶନ କରିଥିଲେ।

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗର ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା

April 30, 2026

ବାଲୁଗାଁ: ରାଉତରାପଲ୍ଲୀ ଗ୍ରାମରେ ୪ ଦିନ ବ୍ୟାପି ବିଶ୍ଵଶାନ୍ତି ମହାଯଜ୍ଞ, ଆସନ୍ତାକାଲି ପୂର୍ଣ୍ଣାହୁତି

April 30, 2026

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026
Latest News

ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି: ଦୈନିକ ୧୦୦ ଉଡ଼ାଣ ହ୍ରାସ ହେବ

May 1, 2026

ରଣନୈତିକ ଗୁରୁତ୍ୱ ଓ ସନ୍ତୁଳିତ ବିକାଶର ପ୍ରକୃଷ୍ଟ ଉଦାହରଣ ସାଜୁଛି ‘ଗ୍ରେଟ୍ ନିକୋବର ପ୍ରକଳ୍ପ’

May 1, 2026

ସୁଧୀର ହତ୍ୟା ମାମଲା : ଆଉ ଦୁଇ ଦିନ ରିମାଣ୍ଡ ଅନୁମତି

May 1, 2026

ସାପୁଆ ଡ୍ୟାମରେ ଅଘଟଣ

May 1, 2026

ଶ୍ରମିକଙ୍କୁ ଭେଟି ଦେଲେ ମୋହନ ସରକାର: ବଢିଲା ଶ୍ରମିକଙ୍କ ମଜୁରୀ

May 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.