Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»Jammu and Kashmir Election: ୨୬ଟି ବିଧାନସଭା ଆସନରେ ଚାଲିଛି ୨ୟ ପର୍ଯ୍ୟାୟ ମତଦାନ
ଆଜିର ଖବର

Jammu and Kashmir Election: ୨୬ଟି ବିଧାନସଭା ଆସନରେ ଚାଲିଛି ୨ୟ ପର୍ଯ୍ୟାୟ ମତଦାନ

September 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Jammu and Kashmir Election

Jammu and Kashmir Election: ଜାମ୍ମୁ କାଶ୍ମୀରରେ ୨୬ଟି ବିଧାନସଭା ଆସନରେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଭୋଟ୍ ଆରମ୍ଭ ହୋଇଛି। ମତଦାନ ସକାଳ ୭ ଟାରୁ ଆରମ୍ଭ ହୋଇଛି ଯାହା ସନ୍ଧ୍ୟା ୬ ଟାରେ ଶେଷ ହେବ। ସର୍ବାଧିକ ସଂଖ୍ୟକ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରୁଛନ୍ତି। ଭୋଟ୍ ଦେବାର ଅଧିକାରକୁ ସୁନିଶ୍ଚିତ କରିବା ପାଇଁ ବିସ୍ତୃତ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ମୁକ୍ତ, ନିରପେକ୍ଷ ଏବଂ ସୁଗମ ମତଦାନ ନିଶ୍ଚିତ କରିବାକୁ ୩୫୦୨ ମତଦାନ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ସେଥିମଧ୍ୟରୁ ୧୦୫୬ ସହରାଞ୍ଚଳ ଏବଂ ୨୪୪୬ ଗ୍ରାମାଞ୍ଚଳ ବୁଥରେ ୱେବକାଷ୍ଟିଂ ସୁବିଧା କରାଯାଇଛି। ନ୍ୟାସନାଲ କନଫ୍ରେନସ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା, କଂଗ୍ରେସ ପ୍ରଦେଶ ମୁଖ୍ୟ ତାରିକ ହମିଦ କରରା, ଜାମ୍ମୁ କାଶ୍ମୀର ବିଜେପି ସଭାପତି ରବିନ୍ଦର ରାଇନା ଏବଂ ଆପନୀ ପାର୍ଟି ସଭାପତି ଅଲତାଫ ବୁଖାରୀ ପ୍ରମୁଖ ନେତାଙ୍କ ଭାଗ୍ୟ ଆଜି ସ୍ଥିର ହେବ।

ଜାମ୍ମୁ କାଶ୍ମୀରରେ ନିର୍ବାଚନ ତିନିଟି ପର୍ଯ୍ୟାୟରେ ଅନୁଷ୍ଠିତ ହେଉଛି। ତୃତୀୟ ପର୍ଯ୍ୟୟରେ ୪୦ ଟି ଆସନ ପାଇଁ ଭୋଟ୍ ଅକ୍ଟୋବର ୧ ରେ ଅନୁଷ୍ଠିତ ହେଉଥିବା ବେଳେ ଅକ୍ଟୋବର ୮ ରେ ଭୋଟ୍ ଗଣନା କରାଯିବ।

ବିଧାନସଭା ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.