Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାତିକୁ ନେଇ କେନ୍ଦ୍ର ସରକାର ଓ ଯୋଗୀ ସରକାରଙ୍କ ମଧ୍ୟରେ ମତଭେଦ
ଆଜିର ଖବର

ଜାତିକୁ ନେଇ କେନ୍ଦ୍ର ସରକାର ଓ ଯୋଗୀ ସରକାରଙ୍କ ମଧ୍ୟରେ ମତଭେଦ

July 2, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଯୋଗୀ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହୋଇଛି ।  ଉତ୍ତରପ୍ରଦେଶର ଯୋଗୀ ସରକାର କେନ୍ଦ୍ର ସରକାରଙ୍କ ନିର୍ଦ୍ଧାରିତ ପ୍ରକ୍ରିୟାକୁ ପାଳନ ନ କରି  ୧୭ଟି ପଛୁଆ ଜାତିକୁ ଅନୁସୂଚିତ ଜାତିରେ ସାମିଲ୍‌ କରିବାକୁ ନେଇ ଯୋଗୀ ସରକାରଙ୍କୁ ପ୍ରଶ୍ନ କରିଛନ୍ତି କେନ୍ଦ୍ର ସରକାର । ସାମାଜିକ ନ୍ୟାୟ ଏବଂ ଅଧିକାରୀ ମନ୍ତ୍ରୀ ଥାଓ୍ବର ଚନ୍ଦ୍ର ଗେହଲଟ୍‌ ରାଜ୍ୟସଭାର ଶୂନ୍ୟକାଳରେ ‘ଯୋଗୀ ସରକାରଙ୍କ ୧୭ଟି ପଛୁଆ ଜାତିକୁ ଅନୁସୂଚିତ ବର୍ଗରେ ସାମିଲ୍‌ କରିବା ଉଚିତ୍‌ ହୋଇନାହିଁ ବୋଲି କହିଛନ୍ତି । ଶୂନ୍ୟକାଳରେ ବିଏସ୍‌ପିର ସତୀଶ ଚନ୍ଦ୍ର ମିଶ୍ର ଏହି ବିଷୟକୁ ଉଠାଇଥିଲେ । ଯୋଗୀ ସରକାରଙ୍କ ୧୭ଟି ପଛୁଆ ବର୍ଗଙ୍କୁ ଅନୁସୂଚିତ ବର୍ଗରେ ସାମିଲ୍‌ କରିବା ଅସାମ୍ବିଧାନିକ । ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ତଥା ଅନ୍ୟାନ୍ୟ ପଛୁଆ ବର୍ଗଙ୍କ ସୂଚୀରେ ପରିବର୍ତ୍ତନ କରିବାର ଅଧିକାର ସଂସଦର ରହିଛି । ସେହିପରି ଗେହଲଟ୍‌ ମଧ୍ୟ କହିଛନ୍ତି ଯେ, କୌଣସି ଏକ ସମୁଦାୟକୁ ଗୋଟିଏ ବର୍ଗରୁ ହଟାଇ ଆଉ ଏକ ବର୍ଗରେ ସାମିଲ୍‌ କରିବାର ଅଧିକାର କେବଳ ସଂସଦର ରହିଛି । ରାଜ୍ୟସରକାର ଏହି କ୍ଷେତ୍ରରେ ସମୁଚିତ ପ୍ରକ୍ରିୟା ପାଳନ କରିବା ଆବଶ୍ୟକ, ଅନ୍ୟାଥା ଏହି ମାମଲା ଅଦାଲତଙ୍କ ଦୃଷ୍ଟି ଆକର୍ଷଣ କରିବ ।

Share. Facebook Twitter LinkedIn Email WhatsApp Copy Link

Related Posts

ଏହି ଦୁଇ ଆଫ୍ରିକୀୟ ଦେଶ ଗସ୍ତରେ ଗଲେ ରାଷ୍ଟ୍ରପତି

November 8, 2025

ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ କେତେ ଆସନ ଜିତିବ ମହାଗଠବନ୍ଧନ?, ବଡ ଦାବି କଲା କଂଗ୍ରେସ

November 8, 2025

ଆଇନଗତ ସହାୟତାକୁ ସୁଦୃଢ଼ ​​କରିବା ପାଇଁ ନୂତନ ତାଲିମ ମଡ୍ୟୁଲ୍ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ

November 8, 2025

ସାଇବର ଠକେଇର ଶିକାର ହେଲେ ଟିଏମସି ସାଂସଦ: ଏସବିଆଇ ଆକାଉଣ୍ଟରୁ ୫୬ ଲକ୍ଷ ଲୁଟ

November 8, 2025
Latest News

ଏହି ଦୁଇ ଆଫ୍ରିକୀୟ ଦେଶ ଗସ୍ତରେ ଗଲେ ରାଷ୍ଟ୍ରପତି

November 8, 2025

ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ କେତେ ଆସନ ଜିତିବ ମହାଗଠବନ୍ଧନ?, ବଡ ଦାବି କଲା କଂଗ୍ରେସ

November 8, 2025

ଆଇନଗତ ସହାୟତାକୁ ସୁଦୃଢ଼ ​​କରିବା ପାଇଁ ନୂତନ ତାଲିମ ମଡ୍ୟୁଲ୍ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ

November 8, 2025

ଲାଲକୃଷ୍ଣ ଆଡଭାନୀଙ୍କୁ ୯୮ ବର୍ଷ ପୂରଣ: ୧୯୨୭ ପରଠାରୁ ତାଙ୍କ ଯାତ୍ରା ବିଷୟରେ ଜାଣନ୍ତୁ….

November 8, 2025

ସାଇବର ଠକେଇର ଶିକାର ହେଲେ ଟିଏମସି ସାଂସଦ: ଏସବିଆଇ ଆକାଉଣ୍ଟରୁ ୫୬ ଲକ୍ଷ ଲୁଟ

November 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.