Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିଆଇବି ଓ ସିବିସି ପକ୍ଷରୁ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ
ଆଜିର ଖବର

ପିଆଇବି ଓ ସିବିସି ପକ୍ଷରୁ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

October 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଦେଶବ୍ୟାପୀ ପାଳିତ ହେଉଥିବା ସ୍ବଚ୍ଛତା ହିଁ ସେବା ଅଭିଯାନ ଏବଂ ଗାନ୍ଧୀ ଜୟନ୍ତୀର ଅବ୍ୟବହିତ ପୂର୍ବରୁ ଭୁବନେଶ୍ୱର ସ୍ଥିତ ଏନଏବିଏମ୍‌ ପରିସରରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଏବଂ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) ପକ୍ଷରୁ କାର୍ଯ୍ୟାଳୟ ପରିସର ସଫେଇ କରାଯାଇଥିଲା।

ମନ୍ତ୍ରଣାଳୟର ଓଡ଼ିଶା କ୍ଷେତ୍ର ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ରଙ୍କ ନେତୃତ୍ୱରେ ସିବିସି ଓ ପିଆଇବିର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ସ୍ବଚ୍ଛତା ପାଇଁ ଶ୍ରମଦାନ କରିଥିଲେ। ଏହି ସ୍ବଚ୍ଛତା ଅଭିଯାନରେ ସିବିସି ନିର୍ଦ୍ଦେଶକ ଡକ୍ଟର ଗିରିଶ ଚନ୍ଦ୍ର ଦାଶ, ପିଆଇବି ଉପନିର୍ଦ୍ଦେଶକ ମନୋଜ କୁମାର ଜାଲିଙ୍କ ସମେତ ଅନ୍ୟ ଅଧିକାରୀ ମାନେ  ଭାଗ ନେଇଥିଲେ।

ପିଆଇବି ସିବିସି ସ୍ବଚ୍ଛତା ହି ସେବା
Share. Facebook Twitter LinkedIn Email WhatsApp Copy Link

Related Posts

କିଛି ସମୟ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ‘ଟାଇଟଲ୍ ଯୁଦ୍ଧ’: କିଏ ହେବ ଏସିଆର ‘ରାଜା’?

September 28, 2025

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ‘ଜାଦୁଇ ପିଟାରା’ ସଚେତନତା କାର୍ଯ୍ୟକ୍ରମ

September 28, 2025

ମହାସମାରୋହରେ ଚାଲିଛି ସପ୍ତମାତାଙ୍କ ବାହାର ପର୍ବ: ଦର୍ଶନ ପାଇଁ ଲାଗିଛି ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

September 28, 2025

ଛୁଟିରେ ମଧ୍ୟ ଲୋକସେବା ଭବନ ଆସି କାମ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

September 28, 2025
Latest News

କିଛି ସମୟ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ‘ଟାଇଟଲ୍ ଯୁଦ୍ଧ’: କିଏ ହେବ ଏସିଆର ‘ରାଜା’?

September 28, 2025

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ‘ଜାଦୁଇ ପିଟାରା’ ସଚେତନତା କାର୍ଯ୍ୟକ୍ରମ

September 28, 2025

ମହାସମାରୋହରେ ଚାଲିଛି ସପ୍ତମାତାଙ୍କ ବାହାର ପର୍ବ: ଦର୍ଶନ ପାଇଁ ଲାଗିଛି ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

September 28, 2025

ବର୍ତ୍ତମାନ ଏହି କମ୍ପାନୀ ଉପରେ ପଡିଲା AI ର ପ୍ରଭାବ, ଛଟେଇ ହେଲେ ୧୧ ହଜାରରୁ ଅଧିକ କର୍ମଚାରୀ

September 28, 2025

ଛୁଟିରେ ମଧ୍ୟ ଲୋକସେବା ଭବନ ଆସି କାମ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

September 28, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.