Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହବିଷ୍ୟାଳୀଙ୍କ ପାଇଁ ୨ କୋଟିରୁ ଉର୍ଦ୍ଧ୍ଵ ଖର୍ଚ୍ଚ ଅଟକଳ ଅନୁମୋଦନ କଲେ ରାଜ୍ୟ ସରକାର
ଆଜିର ଖବର

ହବିଷ୍ୟାଳୀଙ୍କ ପାଇଁ ୨ କୋଟିରୁ ଉର୍ଦ୍ଧ୍ଵ ଖର୍ଚ୍ଚ ଅଟକଳ ଅନୁମୋଦନ କଲେ ରାଜ୍ୟ ସରକାର

October 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Puri
Puri: Habishyali Preparatory meeting

ଭୁବନେଶ୍ଵର: ହବିଷ୍ୟାଳୀଙ୍କ କାର୍ତ୍ତିକ ବ୍ରତ ପାଳନ ନିମନ୍ତେ ଓଡ଼ିଶା ସରକାର ତରଫରୁ ୨ କୋଟି ୫୭ ଲକ୍ଷ ୫୦ ହଜାର ଟଙ୍କାର ଖର୍ଚ୍ଚ ଅଟକଳ ଅନୁମୋଦନ କରାଯାଇଛି। ହବିଷ୍ୟାଳୀ ମା’ ମାନଙ୍କୁ କାର୍ତ୍ତିକ ବ୍ରତ ପାଳନ ନିମନ୍ତେ ସମସ୍ତ ସୁବିଧା ଓ ସହଯୋଗ ପ୍ରଦାନ କରାଯିବ ବୋଲି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି।

ହବିଷ୍ୟାଳୀ ମା’ମାନଙ୍କ ପାଇଁ ଦୀର୍ଘ ଏକ ମାସ ଧରି ପୁରୀରେ ବିଭିନ୍ନ ହବିଷ୍ୟାଳୀ କେନ୍ଦ୍ର ମାନଙ୍କରେ ସୁରକ୍ଷିତ ରହଣି ବ୍ୟବସ୍ଥା, ମହାପ୍ରଭୁ ଶ୍ରୀଜଗନ୍ନାଥ ଦର୍ଶନ, ମହାପ୍ରସାଦ ସେବନ, ଭଜନ-କୀର୍ତ୍ତନ ଓ ଅନ୍ୟାନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦିର ବ୍ୟବସ୍ଥାକୁ ସୁନିୟନ୍ତ୍ରିତ କରାଯିବ।

ଓଡିଶା ସରକାର କାର୍ତ୍ତିକ ବ୍ରତ ହବିଷ୍ୟାଳୀ
Share. Facebook Twitter LinkedIn Email WhatsApp Copy Link

Related Posts

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026
Latest News

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.