Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ସହରର ମୁଖ୍ୟ ରାସ୍ତାରୁ ଆରମ୍ଭ ହେଲା ବେଆଇନ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା
ଆଞ୍ଚଳିକ

ବାଲୁଗାଁ ସହରର ମୁଖ୍ୟ ରାସ୍ତାରୁ ଆରମ୍ଭ ହେଲା ବେଆଇନ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା

October 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ବାଲୁଗାଁ ସହରର ମୁଖ୍ୟ ରାସ୍ତା ଉଭୟ ପାର୍ଶ୍ଵରେ ଥିବା ବେଆଇନ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆଜି ଆରମ୍ଭ ହୋଇଛି। ଖବର ମୁତାବକ ବାଲୁଗାଁ ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ଠାରୁ ସୋମନାଥ ବସଷ୍ଟାଣ୍ଡ ପର୍ଯ୍ୟନ୍ତ ୪ ଲେନ ବିଶିଷ୍ଟ ରାସ୍ତା ସମ୍ପ୍ରସାରଣ ରାସ୍ତା ଓ ଗୃହ ନିର୍ମାଣ ବିଭାଗ ପକ୍ଷରୁ କାର୍ଯ୍ୟାଦେଶ ପାଇଁ ନିର୍ଦ୍ଦେଶ ଥିବା ବେଳେ ଏନେଇ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସରକାରୀ ଜାଗା ଚିହ୍ନଟ କରି ଅବରୋଧ କାରୀଙ୍କୁ ସୂଚିତ କରାଯାଇଥିଲା।

ମୁଖ୍ୟ ରାସ୍ତା ସମ୍ପ୍ରସାରଣ ନେଇ ଉଭୟ ପାର୍ଶ୍ଵରେ ଥିବା ସ୍ଥାୟୀ ଓ ଅସ୍ଥାୟୀ ଜବରଦଖଲ କାରୀଙ୍କୁ ଅବରୋଧ ମୁକ୍ତ କରିବାକୁ ଚିଲିକା ତହସିଲ ପକ୍ଷରୁ ଦୁଇ ଥର ବିଜ୍ଞପ୍ତି ଜାରି କରାଯାଇଥିଲା। ସୂଚନା ପାଇବା ପରେ କିଛି ଲୋକ ନିଜ ତରଫରୁ ଚିହ୍ନଟ ଦିଆଯାଇଥିବା ଜାଗା ପର୍ଯ୍ୟନ୍ତ ଭଙ୍ଗାରୁଜା ଆରମ୍ଭ କରିଥିଲେ। ମାତ୍ର ଅଧିକାଂଶ ସ୍ଥାନରେ ଅବରୋଧ ନହଟିବା ଫଳରେ ଆଜି ସ୍ଥାନୀୟ ପ୍ରଶାସନ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି।

ପୂର୍ବାହ୍ନରୁ ଭଗବତୀ ପାଟଣା ନିକଟରୁ ବୁଲଡୋଜର ମାଧ୍ୟମରେ ଉଛେଦ କରାଯାଇଥିଲା।ଚିଲିକା ତହସିଲଦାର ଚକ୍ରଧର ପାଢ଼ୀଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ତହସିଲଦାର ବିଷ୍ଣୁପ୍ରିୟା ବେହେରା, ବାଲୁଗାଁ ରାଜସ୍ୱ ଅଧିକାରୀ ନିକୁଞ୍ଜ ପ୍ରଧାନ, ଅମିନ, ତହସିଲ କର୍ମଚାରୀ, ଏକ ପ୍ଲାଟୁନ ଫୋର୍ସ ଓ ସ୍ଥାନୀୟ ପୋଲିସ ପ୍ରଶାସନ ଉପସ୍ଥିତିରେ ଉଛେଦ ପ୍ରକ୍ରିୟା କରାଯାଇଥିଲା।

ବାଲୁଗାଁ ସହର ବେଆଇନ ଜବରଦଖଲ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026

ଗୁରୁଜୀ ମହେଶ୍ୱର ମଲ୍ଲଙ୍କ ପଞ୍ଚମ ଶ୍ରାଦ୍ଧବାର୍ଷିକୀ ପାଳିତ 

September 29, 2026
Latest News

ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ: ଥରିଲା ହିନ୍ଦୁକୁଶ, ଲୋକେ ଭୟଭୀତ

October 1, 2026

ଅକ୍ଟୋବର ଆରମ୍ଭରୁ ମହଙ୍ଗା ବାଣିଜ୍ୟିକ ଏଲପିଜି

October 1, 2026

“ସାରା ଦେଶରେ NRC ଲାଗୁ ହେବା ଉଚିତ”: SIR ବିବାଦ ମଧ୍ୟରେ RSS ର ଦାବି

October 1, 2026

ୟୁପିରେ ୨୦୨୭ ନିର୍ବାଚନ ପୂର୍ବରୁ ମେଣ୍ଟରେ ମହାଟକ୍କର! ଆସନ ଦାବିକୁ ନେଇ SP-କଂଗ୍ରେସ ମୁହାଁମୁହିଁ, ଭାଙ୍ଗିବ କି ଇଣ୍ଡିଆ ମେଣ୍ଟ?

October 1, 2026

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.