Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରକ ଧକ୍କାରେ ବୁଲେଟ୍ ଚାଳକଙ୍କ ପ୍ରାଣହାନୀ
ଆଜିର ଖବର

ଟ୍ରକ ଧକ୍କାରେ ବୁଲେଟ୍ ଚାଳକଙ୍କ ପ୍ରାଣହାନୀ

October 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ସହର ଉପକଣ୍ଠ ଲାଞ୍ଜିପଲ୍ଲୀ ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା ନିତିଦିନିଆ ହୋଇଗଲାଣି। ଏହି କିଛି ଦିନ ପୂର୍ବେ ଠିକ୍ ସେହି ସ୍ଥାନରେ ଶିକ୍ଷକ ଦମ୍ପତି ଦୁର୍ଘଟଣାର ସମ୍ମୁଖିନ ହୋଇ ମୃତ୍ୟୁବରଣ କରିଥିବାବେଳେ ଗତକାଲି ସନ୍ଧ୍ୟାରେ ଲାଞ୍ଜିପଲ୍ଲୀ କେଶବ ନଗର ଅଞ୍ଚଳର ସିଦ୍ଧାର୍ଥ ରାଓ ନାମକ ଜଣେ ଯୁବକ ନିଜ ଘରୁ ବାହାରି ଜାତୀୟ ରାଜପଥ ଉପରକୁ ଆସି ପୋକଡିବନ୍ଧ ପଟେ ଯାଉଥିବା ବେଳେ ଆନ୍ଧ୍ରପ୍ରଦେଶ ପଟୁ ଆସୁଥିବା ଏକ ଟ୍ରକ୍ ପଛପଟୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡିଛି ଓ ଦୁର୍ଘଟଣାର ସମ୍ମୁଖିନ ଯୁବକକୁ ଗୁରୁତର ଅବସ୍ଥାରେ ଅଞ୍ଚଳ ବାସିନ୍ଦା ବଡ଼ ଡ଼ାକ୍ତରଖାନାକୁ ଚିକିତ୍ସା ପାଇଁ ନେଇଥିଲେ। କିନ୍ତୁ ଡ଼ାକ୍ତର ଉକ୍ତ ଯୁବକଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି। ଏହି ଭଳି ପରିସ୍ଥିତିରେ ଅଞ୍ଚଳ ବାସିନ୍ଦାଙ୍କ ତରଫରୁ ତୀବ୍ର ଅସନ୍ତୋଷ ଦେଖାଦେଇଛି ଓ ପ୍ରତିବାଦରେ ବହୁ ସମୟ ରାସ୍ତାରୋକ କରି ନିଜର କ୍ଷୋଭ ପ୍ରକାଶ କରିଛନ୍ତି।

ଟ୍ରକ ଧକ୍କା ବ୍ରହ୍ମପୁର ସହର ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

August 3, 2026
Latest News

ବିକେପିପିଇଆର୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ କମିଟିର ଅନୁମୋଦନ

August 3, 2026

ଏମ୍ସ ଭୁବନେଶ୍ୱରର ଚମକ “ଅଙ୍ଗ ପ୍ରତିରୋପଣରେ ଉଦୀୟମାନ ସରକାରୀ ପ୍ରତିଷ୍ଠାନ” ଭାବରେ ସମ୍ମାନିତ

August 3, 2026

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

August 3, 2026

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.