Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋର୍ଦ୍ଧାର ବିଶିଷ୍ଟ ସମାଜସେବୀଙ୍କ ଦଶାହ କ୍ରିୟା ଅନୁଷ୍ଠିତ
ଆଞ୍ଚଳିକ

ଖୋର୍ଦ୍ଧାର ବିଶିଷ୍ଟ ସମାଜସେବୀଙ୍କ ଦଶାହ କ୍ରିୟା ଅନୁଷ୍ଠିତ

October 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ପାଇକତିଗିରିଆ ଅଞ୍ଚଳର ବିଶିଷ୍ଟ ସମାଜସେବୀ ତଥା ବାଣପୁର ଓକିଲ ସଂଘ ସମ୍ପାଦକ ରଞ୍ଜନ କୁମାର ବେଦମତ୍ତାଙ୍କ ଶ୍ୱଶୁର ସ୍ବର୍ଗତ ରବିନାରାୟଣ ତ୍ରିପାଠୀଙ୍କ ଦଶାହ କ୍ରିୟା ସୋମବାର ଦିନ ପାଇକତିଗିରିଆସ୍ଥିତ ବାସଭବନରେ ଅନୁଷ୍ଠିତ ହୋଇଯାଇଛି। ସ୍ବର୍ଗତ ଶ୍ରୀ ତ୍ରିପାଠୀ ଖୋର୍ଦ୍ଧା ଅଞ୍ଚଳର ଜଣେ ପ୍ରତିଷ୍ଠିତ ବ୍ୟବସାୟୀ ମଧ୍ୟ ଥିଲେ।

ସେ ଅତ୍ୟନ୍ତ ମେଳାପୀ ଏବଂ ଅମାୟିକ ବ୍ୟକ୍ତି ଥିଲେ। ତାଙ୍କର ଦଶାହ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଅଞ୍ଚଳର ବହୁ ବ୍ୟବସାୟୀ, ବୁଦ୍ଧିଜୀବୀ, ସମାଜସେବୀ ଏବଂ ରାଜନୈତିକ ବ୍ୟକ୍ତିବିଶେଷ ଯୋଗଦେଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

ଏହି ଅବସରରେ ଉପସ୍ଥିତ ହିତାକାଂକ୍ଷୀ ମାନେ ସ୍ବର୍ଗତ ଶ୍ରୀ ତ୍ରିପାଠୀଙ୍କ ସ୍ମୃତିଚାରଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ସ୍ବର୍ଗତ ଶ୍ରୀ ତ୍ରିପାଠୀଙ୍କ ଝିଅ ମଞ୍ଜୁଲତା ବେଦମତ୍ତା, ଜାମାତା ଆଇନଜୀବୀ ରଞ୍ଜନ କୁମାର ବେଦମତ୍ତା ଏବଂ ଏକମାତ୍ର ନାତୁଣୀ ଅଙ୍କିତା ବେଦମତ୍ତା ଆଦି ପରିଚାଳନା କରିଥିଲେ।

ଖୋର୍ଦ୍ଧା ବାଣପୁର ଓକିଲ ସଂଘ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026

ଖୋର୍ଦ୍ଧାରେ ଜିଲ୍ଲାସ୍ତରୀୟ ଷ୍ଟପ ଡାଇରିଆ କାର୍ଯ୍ୟକ୍ରମ

June 18, 2026

ଖୋର୍ଦ୍ଧା: ସାମ୍ବାଦିକ ଓ ସାମାଜିକ ଗଣମାଧ୍ୟମ ପ୍ରବାହକ ସମ୍ମିଳନୀ ଅନୁଷ୍ଠିତ

June 18, 2026

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026
Latest News

NEET Re-Exam 2026: ଆଜି 22.79 ଲକ୍ଷ ଛାତ୍ରଛାତ୍ରୀ ଦେବେ ପରୀକ୍ଷା, ଜାଣନ୍ତୁ ସମସ୍ତ ବିବରଣୀ

June 21, 2026

‘ପଶ୍ଚିମବଙ୍ଗ ଦିବସ’ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

June 21, 2026

ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୬: କୋଲକାତାରେ ଭବ୍ୟ ବିଶ୍ୱ ଯୋଗ ଦିବସ ଉତ୍ସବ

June 21, 2026

ମହିଳା ଏନଜିଓ କର୍ମୀଙ୍କୁ ଦୁର୍ବ୍ୟବହାର ଘଟଣା: ଏବେ ସୁଦ୍ଧା ୨୧ ଗିରଫ

June 21, 2026

ଭୁବନେଶ୍ୱରରେ ୨୩ତମ ପିଏମ୍‌-କିଷାନ୍‌ କିସ୍ତି ହସ୍ତାନ୍ତରର ଲାଇଭ୍ ୱେବକାଷ୍ଟ୍‌

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.