Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠାରୁ ତିନିଦିନିଆ କେଉଁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଆଜିର ଖବର

ଆଜିଠାରୁ ତିନିଦିନିଆ କେଉଁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

October 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜିଠାରୁ ତିନିଦିନିଆ କେଉଁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ଆଜିଠାରୁ ତିନିଦିନିଆ କେଉଁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ଅପରାହ୍ନରେ ସେ ହେଲିକାପ୍ଟରରେ ଭୁବନେଶ୍ବରରୁ କେଉଁଝର ଯିବେ। ସେଠାରେ ସେ ଶିରିଡି ସାଇ ମନ୍ଦିରରେ ପୂଜାଅର୍ଚ୍ଚନା କରିବେ। ଏହାପରେ ସେ ବିଭିନ୍ନ ପୂଜା ମଣ୍ଡପ ବୁଲି ମାଙ୍କ ଦର୍ଶନ କରିବେ। ଏ ନେଇ ପୂର୍ବରୁ କେଉଁଝରର ବିଭିନ୍ନ ପୂଜା ମଣ୍ଡପ ତରଫରୁ ତାଙ୍କୁ ନିମନ୍ତ୍ରଣ କରାଯାଇଥିଲା। ଏହାପରେ ମୁଖ୍ୟମନ୍ତ୍ରୀ ସର୍କିଟ ହାଉସରେ ରାତ୍ରୀ ଯାପନ କରିବେ।

ରବିବାର ସକାଳେ ମୁଖ୍ୟମନ୍ତ୍ରୀ ନିଜ ଗାଁ ରାଇକଳା ଗସ୍ତ କରିବେ। ସେଠାରେ କିଛି ସମୟ ରହିବା ପରେ ସେ ପୁଣି କେଉଁଝରର ବିଭିନ୍ନ ପୂଜାମଣ୍ଡପ ପରିଦର୍ଶନ କରିବେ। ସେହିପରି ସୋମବାର ଦିନ ସେ କେତେକେ ବିଶିଷ୍ଠ ଲୋକଙ୍କ ସହିତ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ସେହିଦିନ ସେ ଭୁବନେଶ୍ବର ପ୍ରତ୍ୟାବର୍ତ୍ତନ କରିବେ।

DurgaPuja DurgaPuja2024 ମା' ଦୁର୍ଗା ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

OSDMA ର ୩୮ତମ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ

February 12, 2026

ଆଜି ଫେବୃୟାରୀ ୧୨ ତାରିଖ ଗୁରୁବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

February 12, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026
Latest News

OSDMA ର ୩୮ତମ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ

February 12, 2026

ଆଜି ଫେବୃୟାରୀ ୧୨ ତାରିଖ ଗୁରୁବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

February 12, 2026

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.