Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋର୍ଦ୍ଧା ବ୍ଲକର ହଳଦିଆ ପଞ୍ଚାୟତ କକ୍ଷରେ ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣି
ଆଞ୍ଚଳିକ

ଖୋର୍ଦ୍ଧା ବ୍ଲକର ହଳଦିଆ ପଞ୍ଚାୟତ କକ୍ଷରେ ଜିଲ୍ଲାପାଳଙ୍କ ମିଳିତ ଜନ ଶୁଣାଣି

October 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ପଞ୍ଚାୟତ ସମିତି ଅନ୍ତର୍ଗତ ହଳଦିଆ ପଞ୍ଚାୟତ କକ୍ଷରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୨୮୦ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୨୫୨ ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୨୪ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୦୪ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ଜନ ସଚେତନତା ପାଇଁ ବିଭିନ୍ନ ଷ୍ଟଲ ଖୋଲା ଯାଇଥିଲା।

ଆଜିର ମିଳିତ ଜନଶୁଣାଣି ରେ ଜିଲ୍ଲାପାଳ ଚଞ୍ଚଳ ରାଣା ଅଧ୍ୟକ୍ଷତା କରି ଥିବା ବେଳେ ଏସପି ସାଗରିକା ନାଥ, ଅବକାରୀ ଅଧିକ୍ଷକ, ଅତିରିକ୍ତ ଜିଲ୍ଲାପାଳ( ପ୍ରଶାସନ) ପ୍ରତାପ ଚନ୍ଦ୍ର ବେଉରା, ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ କସ୍ତୁରୀ ବାଳା ଜେନା, ଉପ-ଜିଲ୍ଲାପାଳ ଦିପ୍ତି ରଞ୍ଜନ ସେଠି, ସମ୍ମାନୀୟ ପଞ୍ଚାୟତ ସମିତ ମେମ୍ବର ସୁକାନ୍ତି ବେହେରା, ଗଡ଼ ହଳଦିଆ ସରପଞ୍ଚ ବନିତା ବେହେରା, ସି ଡ଼ି ଏମ୍ଓ ଡଃ ରାଜଲକ୍ଷ୍ମୀ ପଟ୍ଟନାୟକ, ଡେପୁଟି କଲେକ୍ଟର ଶ୍ରୀତପା ମିଶ୍ର, ଖୋର୍ଦ୍ଧା ବିଡିଓ ଓ ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ‌ ତରାଇ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଜିଲ୍ଲାପାଳ ବିଭିନ୍ନ ଷ୍ଟଲ ପ୍ରଦକ୍ଷିଣ କରିଥଲେ ଓ ଲୋକମାନଙ୍କ ସମସ୍ୟା ପଚାରି ବୁଝିଥିଲେ ।

ଖୋର୍ଦ୍ଧା ମିଳିତ ଜନ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା: ବୋଲଗଡ ପଂଚାୟତ ସମିତି କାର୍ଯ୍ୟାଳୟରେ ମିଳିତ ଜନଶୁଣାଣି ଶିବିର

June 22, 2026

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
Latest News

ପେପର ଲିକ୍ ବିରୋଧରେ ଯୁବ କଂଗ୍ରେସର ମଶାଲ ରାଲି: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

June 28, 2026

Mann Ki Baat 135: ଏଥର ଦେଶର ବିମାନ ସେବା ଓ ସାମରିକ ଶକ୍ତିକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

June 28, 2026

“ଇନ୍ଦିରା ଗାନ୍ଧୀଙ୍କ ପରେ, କେବଳ ମୋଦୀ…”: ପିତା ପ୍ରଣବ ମୁଖାର୍ଜୀଙ୍କ କଥା ମନେ ପକାଇଲେ ଝିଅ ଶର୍ମିଷ୍ଠା

June 28, 2026

କୋଟିଏରୁ ଅଧିକ ଟଙ୍କାର ବେଆଇନ ବାଲି ଜବତ

June 28, 2026

ଗତ ତିନି ଦିନ ମଧ୍ୟରେ ହର୍ମୁଜ୍ ପ୍ରଣାଳୀ ପାର ହେଲା କେତେ ଭାରତୀୟ ଜାହାଜ?: ଜାଣନ୍ତୁ ସଂଖ୍ୟା

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.