Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବାତ୍ୟା ପାଇଁ ରାଜ୍ୟବାସୀଙ୍କୁ ନବୀନ ପଟ୍ଟନାୟକଙ୍କ ନିବେଦନ: ଜୀବନ ଅମୂଲ୍ୟ, ଭୟ କରନ୍ତୁ ନାହିଁ, ସଜାଗ ରୁହନ୍ତୁ
ବିଶେଷ ଖବର

ବାତ୍ୟା ପାଇଁ ରାଜ୍ୟବାସୀଙ୍କୁ ନବୀନ ପଟ୍ଟନାୟକଙ୍କ ନିବେଦନ: ଜୀବନ ଅମୂଲ୍ୟ, ଭୟ କରନ୍ତୁ ନାହିଁ, ସଜାଗ ରୁହନ୍ତୁ

October 23, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Naveen's Health Update
ସୁସ୍ଥ ହେଉଛନ୍ତି ନବୀନ ପଟ୍ଟନାୟକ: କ୍ୟାବିନ୍‌କୁ ହେଲେ ସ୍ଥାନାନ୍ତର

ଭୁବନେଶ୍ୱର: ବାତ୍ୟା ପରିପ୍ରେକ୍ଷୀରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ ବାସୀଙ୍କ ଉଦ୍ଦେଶ୍ୟରେ ଏକ ବାର୍ତ୍ତା ଦେଇ କହିଛନ୍ତି ଯେ, ବାତ୍ୟା ଆସୁଥିବା ଖବର ପାଇ ଆମେ ସମସ୍ତେ ଚିନ୍ତିତ। ପୂର୍ବରୁ ଆମେ ସମସ୍ତେ ମିଶି ସଫଳତା ସହ ଅନେକ ବାତ୍ୟାର ମୁକାବିଲା କରିଛେ। ଆମର ଏକ ବହୁତ effective disaster management policy ଅଛି।

ତେଣୁ ଆପଣମାନଙ୍କୁ ମୋର ଅନୁରୋଧ ବାତ୍ୟା ପାଇଁ ଆପଣ ମାନେ ଭୟଭୀତ ହୁଅନ୍ତୁ ନାହିଁ। ସଜାଗ ରୁହନ୍ତୁ। ଜୀବନ ଅମୁଲ୍ୟ। ନିରାପଦ ରୁହନ୍ତୁ। ବାତ୍ୟା ମୁକାବିଲାରେ ପ୍ରଶାସନକୁ ପୁରା ସହଯୋଗ ଦିଅନ୍ତୁ।

https://thesamikhsya.com/odia/wp-content/uploads/2024/10/WhatsApp-Video-2024-10-23-at-13.26.35.mp4

ସବୁ ନିର୍ବାଚିତ ପ୍ରତିନିଧିମାନଙ୍କୁ ମୋର ଅନୁରୋଧ ଆପଣମାନେ ଏ ବିପଦ ସମୟରେ ଲୋକଙ୍କ ସହ ରୁହନ୍ତୁ। ଲୋକଙ୍କୁ ସାହାଯ୍ୟ କରନ୍ତୁ। ମୋର ଦୃଢ଼ ବିଶ୍ୱାସ ଆମେ ସମସ୍ତେ ଏକାଠି ପୂର୍ବ ପରି ବାତ୍ୟା ଦାନାର ସଫଳ ମୁକାବିଲା କରିପାରିବା।

naveen pattanaik ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା
Share. Facebook Twitter LinkedIn Email WhatsApp Copy Link

Related Posts

ହରମୁଜ୍ ସଙ୍କଟ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପ୍ ଙ୍କ ବଡ଼ ନିଷ୍ପତ୍ତି: ରୁଷରୁ ତେଲ କିଣିବା ଜାରି ରଖିବ ଭାରତ

April 18, 2026

ଶିଖରଚଣ୍ଡୀରେ ଦନ୍ତା ଉତ୍ପାତ

April 18, 2026

ଗଞ୍ଜାମରେ ଓଲଟିଲା ବସ୍‌

April 18, 2026

ଗୋଟିଏ ଦିନରେ ୫୦.୫ ଲକ୍ଷରୁ ଅଧିକ ସିଲିଣ୍ଡର ବିତରଣ କରାଯାଇଛି: କେନ୍ଦ୍ର ସରକାର

April 18, 2026
Latest News

‘ମହିଳା ସଂରକ୍ଷଣ ଆଳରେ କ୍ଷମତାରେ ରହିବା ପାଇଁ ଷଡଯନ୍ତ୍ର’: ବିଜେପି ଉପରେ ବର୍ଷିଲେ ପ୍ରିୟଙ୍କା

April 18, 2026

‘ବିଜେପି ପ୍ରାର୍ଥୀଙ୍କ ପାଇଁ ପୋଷ୍ଟର ବାଣ୍ଟୁଛନ୍ତି ସିଆରପିଏଫ’: ଗମ୍ଭୀର ଅଭିଯୋଗ ଆଣିଲା ଟିଏମସି

April 18, 2026

ମହିଳା ସଂରକ୍ଷଣ ବିଲ୍ ଉପରେ ଅପର୍ଣ୍ଣା ଯାଦବଙ୍କ ଆକ୍ରୋଶ: ଜାଲିଲେ ଏସପି ଏବଂ କଂଗ୍ରେସର ପତାକା

April 18, 2026

ହରମୁଜ୍ ସଙ୍କଟ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପ୍ ଙ୍କ ବଡ଼ ନିଷ୍ପତ୍ତି: ରୁଷରୁ ତେଲ କିଣିବା ଜାରି ରଖିବ ଭାରତ

April 18, 2026

ପାଖେଇଲା ଅକ୍ଷୟ ତୃତୀୟା ଜାଣନ୍ତୁ ଏହି ଦିନ କିପରି ଓ କେମିତି କରାଯାଏ ପୂଜା

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.