Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶାରେ ଲୋକସଭା ବାଚସ୍ପତି ଓମ ବିର୍ଲା, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ
ଆଜିର ଖବର

ଓଡିଶାରେ ଲୋକସଭା ବାଚସ୍ପତି ଓମ ବିର୍ଲା, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ

October 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶାରେ ଲୋକସଭା ବାଚସ୍ପତି ଓମ ବିର୍ଲା, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ

ଭୁବନେଶ୍ବର: ଆଜି ଦିନିକିଆ ଓଡିଶା ଗସ୍ତରେ ଆସିଛନ୍ତି ଲୋକସଭା ବାଚସ୍ପତି ଓମ ବିର୍ଲା। ସେ ସକାଳେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧା ରାଜଭବନ ଯାଇଥିଲେ। ସେଠାରେ ସେ ରାଜ୍ୟପାଳ ରଘୁବର ଦାସଙ୍କ ସହିତ ସାକ୍ଷାତ କରିଥିଲେ।

ଏହାପରେ ବିର୍ଲା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡା ରାଜଭବନରେ ବିର୍ଲାଙ୍କୁ ସାକ୍ଷାତ କରିଥିଲେ। ସେଠାରେ ଉଭୟ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କିଛି ସମୟ ପାଇଁ ଆଲୋଚନା କରିଥିଲେ। ବିର୍ଲା ଏକ ଘରୋଇ ବିଶ୍ବବିଦ୍ୟାଳୟ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଓଡିଶା ଗସ୍ତରେ ଆସିଛନ୍ତି।

LOKSABHA SPEAKER om birla ଓମ ବିର୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026
Latest News

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.