Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବରିଷ୍ଠ ନାଗରିକ ସଂଘ ଆନୁକୁଲ୍ୟରେ ସମ୍ବର୍ଦ୍ଧନା ସଭା
ଆଞ୍ଚଳିକ

ବାଣପୁର ବରିଷ୍ଠ ନାଗରିକ ସଂଘ ଆନୁକୁଲ୍ୟରେ ସମ୍ବର୍ଦ୍ଧନା ସଭା

October 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ଅପରାହ୍ନରେ ବରିଷ୍ଠ ନାଗରିକ ସଂଘ, ବାଣପୁର ଆନୁକୁଲ୍ୟରେ ସ୍ଥାନୀୟ ଶ୍ରୀ ଶ୍ରୀ ରଙ୍କନାଥଦେବଙ୍କ ମନ୍ଦିର ପ୍ରାଙ୍ଗଣରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ଡ.ଚିନ୍ତାମଣି ମିଶ୍ର ସଭାପତିତ୍ୱ କରିବା ସହ ସଂଘର ଆଭିମୁଖ୍ୟ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ। ସମ୍ପାଦକ ବସନ୍ତ କୁମାର ନାୟକ ସଂଘର ପଞ୍ଜିକରଣ ଓ ଉଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଏହି ଅବସରରେ ବରିଷ୍ଠ ନାଗରିକ ନଳିନୀକାନ୍ତ ପଟ୍ଟନାୟକ, ଡ଼. ସୁଧାଂଶୁ ଶେଖର ମିଶ୍ର,ଡ.ସୁରେନ୍ଦ୍ରନାଥ ପାତ୍ର ଓ ମଧୁସୂଦନ ପାତ୍ରଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସଂଘ ତରଫରୁ ସମ୍ବର୍ଦ୍ଧିତ କରାଯାଇଥିଲା।

ପରିଶେଷରେ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତିତ୍ୱ ହାସଲ କରିଥିବା ବାଣପୁର ଓ ଚିଲିକା ଅଞ୍ଚଳର ପାଞ୍ଚ ଜଣ ଯୁବ ପ୍ରତିଭାଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା। ତେବେ ଦୀର୍ଘ ବର୍ଷର ଉଦ୍ୟମ ଫଳରେ ବାଣପୁର ଅଞ୍ଚଳରେ ବରିଷ୍ଠ ନାଗରିକ ସଂଘର ପଞ୍ଜିକରଣ ହୋଇଥିବାରୁ ସମସ୍ତ ସଭ୍ୟମାନେ ଖୁସିବ୍ୟକ୍ତ କରିଥିଲେ। ଉକ୍ତ ସଭାରେ ବାଣପୁର ଅଞ୍ଚଳର ଶତାଧିକ ବରିଷ୍ଠ ନାଗରିକମାନେ ଯୋଗ ଦେଇଥିଲେ। ତେବେ ବରିଷ୍ଠ ନାଗରିକମାନଙ୍କୁ ବାର୍ଷିକ ଦେୟ ଦେଇ ସଭ୍ୟ ପଦ ଗ୍ରହଣ କରିବାକୁ ସଂଘ ତରଫରୁ ଅନୁରୋଧ କରାଯାଇଛି।

ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର-ବାଲୁଗାଁରେ ଏବିଭିପିର ବିଜୟ ଉତ୍ସବ

October 16, 2026

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026
Latest News

Twin City Durga Puja: କଟକ ଭୁବନେଶ୍ବରରେ ଧୂମଧାମରେ ଚାଲିଛି ଦୁର୍ଗାପୂଜା, ଚାରିଆଡେ ଉତ୍ସବର ପରିବେଶ

October 18, 2026

Durga Puja in Assam: ଆସାମର ବାରକ ଉପତ୍ୟକାର ଦୁର୍ଗା ପାଲଟିଛି ଏକ ବିରଳ ଉଦାହରଣ

October 18, 2026

Puja Magazine: ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଦ୍ବାରା ଉନମୋଚିତ ହେଲା ବିଶ୍ବମୁକ୍ତି ପତ୍ରିକାର ପୂଜା ବିଶେଷାଙ୍କ

October 18, 2026

ଫ୍ରାନ୍ସରେ ହିଂସା ଓ ଅରାଜକତା: ୧୨୦୦ରୁ ଅଧିକ ଗିରଫ

October 18, 2026

ରେଳ ଧାରଣା ଉପରେ ହାତୀଙ୍କ ଡେରା, ଠପ୍ ହେଲା ଟ୍ରେନ୍ ଚଳାଚଳ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.