Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋପିଆଁରେ ଏନ୍‌କାଉଣ୍ଟର : ଜଣେ ଆତଙ୍କବାଦୀ ମୃତ
ଆଜିର ଖବର

ସୋପିଆଁରେ ଏନ୍‌କାଉଣ୍ଟର : ଜଣେ ଆତଙ୍କବାଦୀ ମୃତ

July 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
army kills terrorist
army kills terrorist

ଦକ୍ଷିଣ କାଶ୍ମୀରର ସୋପିଆଁ ଜିଲ୍ଲାରେ ସୁରକ୍ଷା ବଳ ଏବଂ ଆତଙ୍କୀଙ୍କ ମଧ୍ୟରେ ଏନକାଉଣ୍ଟର ସଙ୍ଗଠିତ ହୋଇଛି । ଶୁକ୍ରବାର ଦିନ ଘଟିଥିବା ଏହି ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ପ୍ରାଣ ହରାଇଛି । ରାଷ୍ଟ୍ରୀୟ ରାଇଫଲ୍‌ସ, ଏସ୍‌ଓଜି, ଜାମ୍ମୁ କାଶ୍ମୀର ପୋଲିସ ଏବଂ ସିଆରପିଏଫ୍‌ ପକ୍ଷରୁ ମିଳିତ ଭାବରେ ଏହି ସର୍ଚ୍ଚ ଅପରେସନ୍‌ କରାଯାଇଥିଲା । ସୋପିଆଁର ଇମାମ ସାହିବ୍‌ର ନରଓ୍ବାନି ଅଞ୍ଚଳରେ ଆତଙ୍କୀଙ୍କ ଉପସ୍ଥିତି ନେଇ ସର୍ଚ୍ଚ ଅପରେସନ୍‌ କରା ଯାଇଥିଲା । ଆତଙ୍କୀଙ୍କ ପକ୍ଷରୁ ଗୁଳି ଚାଳନା କରାଯିବା ପରେ ପାଲଟା ଗୁଳି ଚାଳନାରେ ଜଣେ ଆତଙ୍କୀ ନିହତ ହୋଇଥିଲେ । ଏହି ଘଟଣା ପରେ ଅନ୍ୟ ଆତଙ୍କବାଦୀ ଲୁଚିଥିବା ସନ୍ଦେହରେ ଏନ୍‌କାଉଣ୍ଟର ଜାରି ରହିଛି । ଇମାମ ସାହିବ୍‌ର ନରଓ୍ବାନି ଅଞ୍ଚଳରେ ଏହି ଘଟଣା ପରେ ଇଣ୍ଟରନେଟ୍‌ ସେବା ବନ୍ଦ ରଖାଯାଇଛି । ଘଟଣାସ୍ଥଳରେ ଅତିରିକ୍ତ ସୁରକ୍ଷା ବଳ ମୁତୟନ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

January 21, 2026

ବାଣପୁର: ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନରେ ଯୋଗଦେଲେ ଆଇନ ମନ୍ତ୍ରୀ

January 21, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଓଡିଶାର ମୁଖ୍ୟ ଶାସନ ସଚିବଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍

January 21, 2026

ବାଣପୁରରେ ଚର୍ଚ୍ଚିତ ଯୌତୁକ ଜନିତ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ

January 21, 2026
Latest News

ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

January 21, 2026

ଏଆଇ କ୍ଷମତା ସମ୍ପନ୍ନ ରାଷ୍ଟ୍ରଗୁଡ଼ିକର ପ୍ରଥମ ସମୂହରେ ଭାରତ ସାମିଲ ରହିଛି: ଅଶ୍ୱିନୀ ବୈଷ୍ଣବ

January 21, 2026

ବାଣପୁର: ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନରେ ଯୋଗଦେଲେ ଆଇନ ମନ୍ତ୍ରୀ

January 21, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଓଡିଶାର ମୁଖ୍ୟ ଶାସନ ସଚିବଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍

January 21, 2026

ବାଣପୁରରେ ଚର୍ଚ୍ଚିତ ଯୌତୁକ ଜନିତ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ

January 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.