Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନୂଆ ମୁଖ୍ୟ ବିଚାରପତି ଭାବେ ଆସନ୍ତାକାଲି ଶପଥ ନେବେ ଜଷ୍ଟିସ ସଂଜୀବ ଖାନ୍ନା
ଜାତୀୟ ଖବର

ନୂଆ ମୁଖ୍ୟ ବିଚାରପତି ଭାବେ ଆସନ୍ତାକାଲି ଶପଥ ନେବେ ଜଷ୍ଟିସ ସଂଜୀବ ଖାନ୍ନା

November 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆ ମୁଖ୍ୟ ବିଚାରପତି ଭାବେ ଆସନ୍ତାକାଲି ଶପଥ ନେବେ ଜଷ୍ଟିସ ସଂଜୀବ ଖାନ୍ନା

ନୂଆଦିଲ୍ଲୀ: ଆସନ୍ତାକାଲି ସୋମବାର ଦିନ ଭାରତର ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ସଂଜୀବ ଖାନ୍ନା। ରାଷ୍ଟ୍ରପତି ଭବନରେ ତାଙ୍କୁ ଶପଥ କରାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜଷ୍ଟିସ ଖାନ୍ନା ଭାରତର 51 ତମ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବ ଗ୍ରହଣ କରିବେ।

ଶନିବାର ଦିନ ମୁଖ୍ୟ ବିଚାରପତି ପଦରୁ ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ ଅବସର ଗ୍ରହଣ କରିଛନ୍ତି। ତାଙ୍କ ପରେ ଜଷ୍ଟିସ ସଂଜୀବ ଖାନ୍ନା ପରବର୍ତ୍ତି ମୁଖ୍ୟ ବିଚାରପତି ହେବେ ବୋଲି ଘୋଷଣା କରାଯାଇଛି। ଜଷ୍ଟିସ ଖାନ୍ନା ବହୁ ବିବାଦୀୟ ମାମଲାରେ ରାୟ ପ୍ରକାଶ କରିବା କିମ୍ବା ସେହି ବେଞ୍ଚରେ ରହି ମତ ରଖିବା କାର୍ଯ୍ୟ କରିଛନ୍ତି।

ନୂଆ ମୁଖ୍ୟ ବିଚାରପତି ସଂଜୀବ ଖାନ୍ନା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ମନ୍ଦିର କାର୍ଯ୍ୟାଳୟରୁ ଚୋରୀ, ମହାପ୍ରଭୃଙ୍କ ସମସ୍ତ ଅଳଙ୍କାର ଟଙ୍କା ଲୁଟି ନେଇ ଚୋର ଫେରାର

December 5, 2025

NITI Aayog IBM Roadmap: ଭାରତ ଶ୍ରେଷ୍ଠ 3 କ୍ବାଣ୍ଟମ ଅର୍ଥନୀତି ହେବ, ଉନମୋଚିତ ହେଲା ରୋଡମ୍ୟାପ

December 5, 2025

ବାଲ୍ୟବିବାହ ମୁକ୍ତ ଭାରତ ପାଇଁ ସଚେତନତା ଅଭିଯାନ ଆରମ୍ଭ କଲା ମହିଳା ଏବଂ ଶିଶୁ ବିକାଶ ବିଭାଗ

December 5, 2025

Konark Festival 4th Day: କୋଣାର୍କ ଉତ୍ସବର ଚତୁର୍ଥ ସନ୍ଧ୍ୟାରେ ପରିବେଷଣ ହେଲା ମଣିପୁରୀ ଓ ଓଡିଶୀ

December 5, 2025
Latest News

ବାଣପୁର ମନ୍ଦିର କାର୍ଯ୍ୟାଳୟରୁ ଚୋରୀ, ମହାପ୍ରଭୃଙ୍କ ସମସ୍ତ ଅଳଙ୍କାର ଟଙ୍କା ଲୁଟି ନେଇ ଚୋର ଫେରାର

December 5, 2025

NITI Aayog IBM Roadmap: ଭାରତ ଶ୍ରେଷ୍ଠ 3 କ୍ବାଣ୍ଟମ ଅର୍ଥନୀତି ହେବ, ଉନମୋଚିତ ହେଲା ରୋଡମ୍ୟାପ

December 5, 2025

ବାଲ୍ୟବିବାହ ମୁକ୍ତ ଭାରତ ପାଇଁ ସଚେତନତା ଅଭିଯାନ ଆରମ୍ଭ କଲା ମହିଳା ଏବଂ ଶିଶୁ ବିକାଶ ବିଭାଗ

December 5, 2025

IND-SA T20 Match: ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ, ସୁରକ୍ଷା କଡାକଡି

December 5, 2025

Konark Festival 4th Day: କୋଣାର୍କ ଉତ୍ସବର ଚତୁର୍ଥ ସନ୍ଧ୍ୟାରେ ପରିବେଷଣ ହେଲା ମଣିପୁରୀ ଓ ଓଡିଶୀ

December 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.