Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାପ୍ରଭୁଙ୍କ ଜମିରୁ ଜବରଦଖଲ ଉଚ୍ଛେଦ ପାଇଁ ଥାନାରେ ଏତଲା ଦେଲେ ଶ୍ରୀମନ୍ଦିର ପ୍ରଶାସନ କତ୍ତୃପକ୍ଷ
ଆଜିର ଖବର

ମହାପ୍ରଭୁଙ୍କ ଜମିରୁ ଜବରଦଖଲ ଉଚ୍ଛେଦ ପାଇଁ ଥାନାରେ ଏତଲା ଦେଲେ ଶ୍ରୀମନ୍ଦିର ପ୍ରଶାସନ କତ୍ତୃପକ୍ଷ

November 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Puri
Puri: Special Rituals Performed at Srimandir Ahead of Lunar Eclipse Restrictions

ପୁରୀ: ପୁରୀର କେତେକ ଅଂଚଳରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ଥିବା ଜମି ଜବରଦଖଲକାରୀଙ୍କ କବଳରେ ରହିଛି। ମାଟିତୋଟା ମଉଜାରେ ଥିବା ଏହି ଜମିରୁ ଜବରଦଖଲ ଉଚ୍ଛେଦ ପାଇଁ ଶ୍ରୀମନ୍ଦିର ପ୍ରଶାସନ କତ୍ତୃପକ୍ଷ ବାସେଳୀସାହି ଥାନାରେ ଏତଲା ଦେଇଛନ୍ତି। ଏ ଦିଗରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରଶାସନ ପକ୍ଷରୁ ଜିଲାପାଳ ଓ ଏସପିଙ୍କୁ ଅନୁରୋଧ କରାଯାଇଛି।

ମାଟିତୋଟା ୟୁନିଟ ନମ୍ବର-୧, ଖାତା ନମ୍ବର-୩୮ ର ମୋଟ ୧୦୯ଟି ପ୍ଲଟ ଜବରଦଖଲରେ ରହିଛି। ଏ ସମ୍ପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସାମାଜିକ ଗଣମାଧ୍ୟମରେ କହିଛନ୍ତି, ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ଭୂ ସମ୍ପତ୍ତିର ସୁରକ୍ଷା ପାଇଁ ପ୍ରଶାସନ ବଦ୍ଧପରିକର। କୌଣସି ଜାଲିଆତି ବା ବେଆଇନ୍ ଉଦ୍ୟମକୁ ବରଦାସ୍ତ କରାଯିବ ନାହିଁ।

ଅରବିନ୍ଦ ପାଢୀ ପୁରୀ
Share. Facebook Twitter LinkedIn Email WhatsApp Copy Link

Related Posts

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026

ଯାତ୍ରୀଙ୍କ ସୁବିଧା ପାଇଁ ଅଧିକ ହୋଲି ସ୍ୱତନ୍ତ୍ର ଟ୍ରେନ୍ ଘୋଷଣା

February 25, 2026
Latest News

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.