Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାତୀୟ ପ୍ରେସ ଦିବସ ଅବସରରେ ସମ୍ବାଦପତ୍ର ପ୍ରଦର୍ଶନୀ: ଉଦଘାଟନ କଲେ ସଚିବ ସଂଜୟ କୁମାର ସିଂହ
ଆଜିର ଖବର

ଜାତୀୟ ପ୍ରେସ ଦିବସ ଅବସରରେ ସମ୍ବାଦପତ୍ର ପ୍ରଦର୍ଶନୀ: ଉଦଘାଟନ କଲେ ସଚିବ ସଂଜୟ କୁମାର ସିଂହ

November 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଜାତୀୟ ପ୍ରେସ ଦିବସ ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଜୟଦେବ ଭବନରେ ଏକ ସମ୍ବାଦପତ୍ର ପ୍ରଦର୍ଶନୀ ଅନୁଷ୍ଠିତ ହୋଇଛି। ବିଭାଗୀୟ ଶାସନ ସଚିବ ସଂଜୟ କୁମାର ସିଂହ ଏହାର ଉଦଘାଟନ କରିଛନ୍ତି। ପ୍ରଦର୍ଶନୀରେ ଓଡ଼ିଶାର ପୁରାତନ ଓ ବର୍ତ୍ତମାନର ବିଭିନ୍ନ ସମ୍ବାଦପତ୍ର ସ୍ଥାନ ପାଇଛି। ଶ୍ରୀ ସିଂହ କିଛି ସମୟ ପ୍ରଦର୍ଶନୀ ବୁଲି ଦେଖିଥିଲେ । ଶଶାଙ୍କ ଶେଖର ଦାସ ପ୍ରଦର୍ଶନୀର ସଂଯୋଜନା କରିଥିଲେ।

ଜାତୀୟ ପ୍ରେସ ଦିବସ ସଂଜୟ କୁମାର ସିଂହ ସୂଚନା ଓ ଲୋକସମ୍ପର୍କ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ବହୁତଳ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ୨୦ ମୃତ!

June 3, 2026

କମ୍ପାନୀଗୁଡ଼ିକର ଲମ୍ବା ଧାଡ଼ି: ଆକାଶଛୁଆଁ ହେଲା ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ରାଣ୍ଡ ମୂଲ୍ୟ

June 3, 2026

ଜୀ ସାର୍ଥକର ତରଫରୁ ‘କିଛି ସତ କିଛି ମିଛ’ ର ଆଲୋକ ଓ ଛବିର ବିବାହ ଉତ୍ସବ ପାଇଁ ନିମନ୍ତ୍ରଣ

June 3, 2026

ଗଞ୍ଜାମ ହାଜତ ମୃତ୍ୟୁ ମାମଲା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 3, 2026
Latest News

ବହୁତଳ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ: ୨୦ ମୃତ!

June 3, 2026

ମମତା ବାନାର୍ଜୀଙ୍କ ବିରୋଧରେ ବଡ଼ ବିଦ୍ରୋହ!: ୫୯ ବିଧାୟକଙ୍କ ସମର୍ଥନ ଦାବି କଲେ ରୀତବ୍ରତ ବାନାର୍ଜୀ

June 3, 2026

କମ୍ପାନୀଗୁଡ଼ିକର ଲମ୍ବା ଧାଡ଼ି: ଆକାଶଛୁଆଁ ହେଲା ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ରାଣ୍ଡ ମୂଲ୍ୟ

June 3, 2026

ଜୀ ସାର୍ଥକର ତରଫରୁ ‘କିଛି ସତ କିଛି ମିଛ’ ର ଆଲୋକ ଓ ଛବିର ବିବାହ ଉତ୍ସବ ପାଇଁ ନିମନ୍ତ୍ରଣ

June 3, 2026

ଗଞ୍ଜାମ ହାଜତ ମୃତ୍ୟୁ ମାମଲା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.