Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»9 ଓ 10 ତାରିଖରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ସୂଚନା
ଆଜିର ଖବର

9 ଓ 10 ତାରିଖରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ସୂଚନା

July 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୌସୁମୀ ବାୟୁ ସକ୍ରିୟ ଥିବାରୁ ରାଜ୍ୟରେ ଏବେ ବର୍ଷା ଜାରି ରହିଛି । ଏହା ସହିତ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ଦୁଇ ଦିନ ଧରି ବର୍ଷା ଲାଗି ରହିଛି । ଆଜି ବର୍ଷାର ପରିମାଣ ହ୍ରାସ ପାଇବ ବୋଲକି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ପୁଣି 9 ଓ 10 ତାରିଖରେ ବର୍ଷାର ପରିମାଣ ବଢ଼ିପାରେ । ଲଘୁଚାପ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ସୂଚନା ଅନୁଯାୟୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ବିହାର ଓ ଝାରଖଣ୍ଡ ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଓଡ଼ିଶା ଉପରେ ସିଧାସଳଖ ପ୍ରଭାବ ନଥିଲେ ମଧ୍ୟ ମୌସୁମି ଟ୍ରଫ୍‌ ଲାଇନ୍ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ନିର୍ଦେଶକ ଏଚଆର୍‌ ବିଶ୍ୱାସ ସୂଚନା ଦେଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ICC Test Ranking: ଜାଣନ୍ତୁ ଶୀର୍ଷ ୧୦ ରେ କେତେଜଣ ଭାରତୀୟ?

August 20, 2026

ବିଦ୍ୟୁତ୍ ତାର ନେଲା ଏକବର୍ଷର ଶିଶୁପୁତ୍ରର ଜୀବନ

August 20, 2026

ଲୋୟର ପିଏମ୍‌ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ

August 20, 2026

ଶସ୍ତା ହେଲା ସୁନା ଏବଂ ରୂପା: ଜାଣନ୍ତୁ ଅଗଷ୍ଟ 20 ରେ କେତେ ରହିଛି ମୂଲ୍ୟ?

August 20, 2026
Latest News

“ଆରଏସଏସକୁ ବ୍ୟାନ୍ କର”: USCIRFର ମୁଖ୍ୟଙ୍କ ବଡ଼ ଦାବି

August 20, 2026

ICC Test Ranking: ଜାଣନ୍ତୁ ଶୀର୍ଷ ୧୦ ରେ କେତେଜଣ ଭାରତୀୟ?

August 20, 2026

ବିଦ୍ୟୁତ୍ ତାର ନେଲା ଏକବର୍ଷର ଶିଶୁପୁତ୍ରର ଜୀବନ

August 20, 2026

ଏବେ ଲୋକସଭା ଆସନ ପାଇଁ ବଡ଼ ନିଷ୍ପତ୍ତି ନେଲା କଂଗ୍ରେସ: ମୁଖ୍ୟମନ୍ତ୍ରୀ ବିଜୟଙ୍କ ପରି ପ୍ରସ୍ତାବ ପାସ୍

August 20, 2026

ଲୋୟର ପିଏମ୍‌ଜି ହଙ୍ଗାମା: ଗିରଫ ସଂଖ୍ୟା ୧୧୩, ୭ଟି ମାମଲା ରୁଜୁ

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.