Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁୟାନାର ଅର୍ଡର୍ ଅଫ୍ ଏକ୍ସଲେନ୍ସରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଗୁୟାନାର ଅର୍ଡର୍ ଅଫ୍ ଏକ୍ସଲେନ୍ସରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

November 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗୁୟାନାର ରାଷ୍ଟ୍ରପତି ଷ୍ଟେଟ୍ ହାଉସ୍‌ରେ ଆୟୋଜିତ ଏକ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ “ଦ ଅଡର୍ ଅଫ୍ ଏକ୍ସଲେନ୍ସ” ପ୍ରଦାନ କରିଛନ୍ତି। ଜଣେ ଦୂରଦର୍ଶୀ ରାଜନେତା ରୂପରେ ବିଶ୍ୱ ମଞ୍ଚରେ ବିକାଶଶୀଳ ରାଷ୍ଟ୍ରଙ୍କ ଦାବି ଉଠାଇବା, ବିଶ୍ୱ ସମୁଦାୟ ପାଇଁ ଅତୁଳନୀୟ ସେବା ତଥା ଭାରତ-ଗୁୟାନାର ସମ୍ପର୍କକୁ ସୁଦୃଢ଼ କରିବା ଦିଗରେ ତାଙ୍କର ପ୍ରତିବଦ୍ଧତା ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି।

ପୁରସ୍କାର ଗ୍ରହଣ କରିବାବେଳେ ପ୍ରଧାନମନ୍ତ୍ରୀ ଏହି ସମ୍ମାନ ଭାରତର ଲୋକମାନଙ୍କୁ ତଥା ଦୁଇ ଦେଶର ଲୋକଙ୍କ ମଧ୍ୟରେ ଥିବା ଗଭୀର ଐତିହାସିକ ସମ୍ପର୍କକୁ ଉତ୍ସର୍ଗ କରିଥିଲେ। ସେ କହିଥିଲେ ଯେ ତାଙ୍କ ଗସ୍ତ ଭାରତ-ଗୁୟାନାର ବନ୍ଧୁତାକୁ ଗଭୀର କରିବା ଦିଗରେ ଭାରତର ନିରନ୍ତର ପ୍ରତିବଦ୍ଧତାର ପ୍ରମାଣ।

ଗୁୟାନାର ସର୍ବୋଚ୍ଚ ଜାତୀୟ ସମ୍ମାନ ପାଇବାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚତୁର୍ଥ ବିଦେଶୀ ନେତା।

ଗୁୟାନା ନରେନ୍ଦ୍ର ମୋଦୀ ସର୍ବୋଚ୍ଚ ଜାତୀୟ ସମ୍ମାନ
Share. Facebook Twitter LinkedIn Email WhatsApp Copy Link

Related Posts

କିଡନୀ ଖରାପ ହେଲେ ଦେଖାଯାଏ ଏହି ଲକ୍ଷଣ: ଆଦୌ କରନ୍ତୁ ନାହିଁ ଅଣଦେଖା

July 18, 2026

ଟ୍ରମ୍ପ-ନେତାନାହୁଙ୍କ ମଧ୍ୟରେ ଫାଟ?: ୱାଶିଂଟନ ଗସ୍ତ ବାତିଲ କଲେ ଇସ୍ରାଏଲୀ ପ୍ରଧାନମନ୍ତ୍ରୀଙ୍କ

July 18, 2026

ଏମ୍ସ ଭୁବନେଶ୍ବର ଷଷ୍ଠ ସମାବର୍ତ୍ତନ ଉତ୍ସବ: ୩୨ ମେଧାବୀ ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରାଯିବ ୬୧ ସ୍ୱର୍ଣ୍ଣ ପଦକ

July 18, 2026

ରଥଯାତ୍ରାରେ ଆହତ ହୋଇଥିବା ଶ୍ରଦ୍ଧାଳୁଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ଉପମୁଖ୍ୟମନ୍ତ୍ରୀ

July 18, 2026
Latest News

କିଡନୀ ଖରାପ ହେଲେ ଦେଖାଯାଏ ଏହି ଲକ୍ଷଣ: ଆଦୌ କରନ୍ତୁ ନାହିଁ ଅଣଦେଖା

July 18, 2026

ଟ୍ରମ୍ପ-ନେତାନାହୁଙ୍କ ମଧ୍ୟରେ ଫାଟ?: ୱାଶିଂଟନ ଗସ୍ତ ବାତିଲ କଲେ ଇସ୍ରାଏଲୀ ପ୍ରଧାନମନ୍ତ୍ରୀଙ୍କ

July 18, 2026

ଏମ୍ସ ଭୁବନେଶ୍ବର ଷଷ୍ଠ ସମାବର୍ତ୍ତନ ଉତ୍ସବ: ୩୨ ମେଧାବୀ ଛାତ୍ରଛାତ୍ରୀଙ୍କୁ ପ୍ରଦାନ କରାଯିବ ୬୧ ସ୍ୱର୍ଣ୍ଣ ପଦକ

July 18, 2026

ରଥଯାତ୍ରାରେ ଆହତ ହୋଇଥିବା ଶ୍ରଦ୍ଧାଳୁଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିଲେ ଉପମୁଖ୍ୟମନ୍ତ୍ରୀ

July 18, 2026

ବିକଶିତ ଓଡ଼ିଶା ଗଠନ ପାଇଁ NEP ଅପରିହାର୍ଯ୍ୟ: ନିତ୍ୟାନନ୍ଦ ଗଣ୍ଡ

July 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.