ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସମ୍ବିଧାନ ଦିବସ ତଥା ସମ୍ବିଧାନର ୭୫ତମ ବାର୍ଷିକୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି: “ଭାରତୀୟ ସମ୍ବିଧାନର ୭୫ତମ ବାର୍ଷିକୀ ତଥା ସମ୍ବିଧାନ ଦିବସ ଅବସରରେ ସମସ୍ତ ଦେଶବାସୀଙ୍କୁ ବହୁତ ଶୁଭକାମନା।
#75YearsOfConstitution”