Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୁବପିଢ଼ିଙ୍କୁ କ୍ୱିଜରେ ଅଂଶ ଗ୍ରହଣ କରିବାକୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଯୁବପିଢ଼ିଙ୍କୁ କ୍ୱିଜରେ ଅଂଶ ଗ୍ରହଣ କରିବାକୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ

November 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଐତିହାସିକ ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗର ଅଂଶବିଶେଷ ହେବା ପାଇଁ ଯୁବ ପିଢ଼ିଙ୍କୁ ଏକ କ୍ୱିଜ ପ୍ରତିଯୋଗିତାରେ ଭାଗ ନେବାକୁ ଅନୁରୋଧ କରିଛନ୍ତି। ଏହା ବିକଶିତ ଭାରତ ଲକ୍ଷ୍ୟ ପୂରଣ ଦିଗରେ ସେମାନଙ୍କର ବିଶେଷ ଯୋଗଦାନ ହେବ ବୋଲି ସେ କହିଛନ୍ତି।

ଏକ୍ସର ଗୋଟିଏ ପୋଷ୍ଟରେ ସେ ଲେଖିଛନ୍ତି:

“ମୋ ଯୁବ ବନ୍ଧୁମାନେ,

ଏକ ମଜାଦାର କ୍ୱିଜ ଅଛି, ଯାହାକି ଆପଣମାନଙ୍କୁ ୨୦୨୫ ଜାନୁଆରୀ ୧୨ ତାରିଖରେ ବିକଶିତ ଭାରତ ୟଙ୍ଗ ଲିଡର୍ସ ଡାଇଲଗର ଅଂଶ ବିଶେଷ ହେବାର ସୁଯୋଗ ଦେବ।

mybharat.gov.in

ଏହା ଏକ ସୁବର୍ଣ୍ଣ ସୁଯୋଗ, ଯେଉଁଥିରେ କି ଉଚ୍ଚ ସରକାରୀ ସ୍ତରରେ ଆପଣଙ୍କର ନବାଚାର ଚିନ୍ତାଧାରାକୁ ପହଞ୍ଚାଇବାର ସୁଯୋଗ ରହିଛି।

ଆବର ବିକଶିତ ଭାରତ ଲକ୍ଷ୍ୟ ହାସଲ ଦିଗରେ ଏହା ମଧ୍ୟ ହେବ ଆପଣମାନଙ୍କର ସ୍ୱତନ୍ତ୍ର ଯୋଗଦାନ।

BJP Ads
ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକା ବୋଇତ ବନ୍ଦାଣ ମହୋତ୍ସବ

November 5, 2025

ସ୍ୱତନ୍ତ୍ର ଅଭିଯାନ ଅଧୀନରେ କରାଯାଇଥିବା କାର୍ଯ୍ୟକଳାପ ସମୀକ୍ଷା କଲେ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଏଲ. ମୁରୁଗନ

November 5, 2025

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

November 5, 2025

ରାଜ୍ୟ ସରକାରଙ୍କୁ ଲାଭାଂଶ ଅର୍ଥ ପ୍ରଦାନ କଲା ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ

November 5, 2025
BJP Ads
Latest News

ଚିଲିକା ବୋଇତ ବନ୍ଦାଣ ମହୋତ୍ସବ

November 5, 2025

ସ୍ୱତନ୍ତ୍ର ଅଭିଯାନ ଅଧୀନରେ କରାଯାଇଥିବା କାର୍ଯ୍ୟକଳାପ ସମୀକ୍ଷା କଲେ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଏଲ. ମୁରୁଗନ

November 5, 2025

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

November 5, 2025

ରାଜ୍ୟ ସରକାରଙ୍କୁ ଲାଭାଂଶ ଅର୍ଥ ପ୍ରଦାନ କଲା ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମ

November 5, 2025

ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ଜାଣନ୍ତୁ ଏହି ଦିନ କ’ଣ କରିବା ଉଚିତ?

November 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.