Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆହୁରି ମେଡ଼ିକାଲ କଲେଜ ପ୍ରତିଷ୍ଠା କରାଯିବ : ନବ ଦାସ
ଆଜିର ଖବର

ରାଜ୍ୟରେ ଆହୁରି ମେଡ଼ିକାଲ କଲେଜ ପ୍ରତିଷ୍ଠା କରାଯିବ : ନବ ଦାସ

July 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଓଡ଼ିଶାରେ ନୂତନ ସ୍ୱାସ୍ଥ୍ୟନୀତି ଆଣିବା ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ନବ ଦାସ  । ଓଡ଼ିଶାରୁ ଡାକ୍ତର ବାହାର ରାଜ୍ୟକୁ ଯାଉଥିବାରୁ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଉଦବେଗ ପ୍ରକାଶ କରି ରାଜ୍ୟରେ ଆହୁରି ମେଡ଼ିକାଲ କଲେଜ କରି ନିଯୁକ୍ତି ଦେବାକୁ କହିଛନ୍ତି । ରାଜ୍ୟରେ ସ୍ୱାସ୍ଥ୍ୟ ସେବା ସେତେଟା ଭଲ  ସ୍ଥିତିରେ ନାହିଁ । ଅଧିକାଂଶ ଚିକିତ୍ସାଳୟରେ ଡାକ୍ତର ଅଭାବ କାରଣରୁ ରୋଗୀ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ରାଜ୍ୟରେ ମେଡ଼ିକାଲ କଲେଜ କମ ଥିବାରୁ ମେଧାବୀ ଛାତ୍ରଛାତ୍ରୀ ଡାକ୍ତରୀ ପଢିବା ପାଇଁ ରାଜ୍ୟ ବାହାରକୁ ଯାଉଛନ୍ତି । ତେଣୁ ରାଜ୍ୟରେ ନୂଆ ସ୍ୱାସ୍ଥ୍ୟନୀତି ଆଣିବାକୁ ପ୍ରୟାସ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ । ରାଜ୍ୟରେ ଚିକିତ୍ସାଳୟ ଗୁଡ଼ିକରେ ଅନେକ ଡାକ୍ତରୀ ପଦବୀ ଖାଲି ପଡ଼ିଛି । ତେଣୁ ଆସନ୍ତା ଦୁଇ ବର୍ଷ ମଧ୍ୟରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ କରାଯିବ  ବୋଲି କହିଛନ୍ତି ନବ ଦାସ ।

Share. Facebook Twitter LinkedIn Email WhatsApp Copy Link

Related Posts

ମାତ୍ର 2 ଘଣ୍ଟାରେ ମୁମ୍ବାଇରୁ ଅହମ୍ମଦାବାଦ ଯାତ୍ରା, କେବେ ଚାଲିବ ବୁଲେଟ୍ ଟ୍ରେନ୍?, କହିଲେ ରେଳମନ୍ତ୍ରୀ

September 20, 2025

ଓମାନ ବିପକ୍ଷରେ ବିଜୟ ପରେ ସୂର୍ଯ୍ୟଙ୍କ ବଡ଼ ବୟାନ: ପାକିସ୍ତାନକୁ କଲେ ଅଣଦେଖା

September 20, 2025

IIM CAT 2025: ଆବେଦନ କରିବାର ଆଜି ଶେଷ ସୁଯୋଗ, ଶୀଘ୍ର କରନ୍ତୁ ଫର୍ମ ପୂରଣ

September 20, 2025

ଭାରତ ପାଇଁ ଖୁସି ଖବର: ଚୀନ୍, ପାକିସ୍ତାନ ଏବଂ ଆମେରିକାକୁ ଲାଗିବ ଝଟକା

September 20, 2025
Latest News

ମାତ୍ର 2 ଘଣ୍ଟାରେ ମୁମ୍ବାଇରୁ ଅହମ୍ମଦାବାଦ ଯାତ୍ରା, କେବେ ଚାଲିବ ବୁଲେଟ୍ ଟ୍ରେନ୍?, କହିଲେ ରେଳମନ୍ତ୍ରୀ

September 20, 2025

ଓମାନ ବିପକ୍ଷରେ ବିଜୟ ପରେ ସୂର୍ଯ୍ୟଙ୍କ ବଡ଼ ବୟାନ: ପାକିସ୍ତାନକୁ କଲେ ଅଣଦେଖା

September 20, 2025

IIM CAT 2025: ଆବେଦନ କରିବାର ଆଜି ଶେଷ ସୁଯୋଗ, ଶୀଘ୍ର କରନ୍ତୁ ଫର୍ମ ପୂରଣ

September 20, 2025

ଭାରତ ପାଇଁ ଖୁସି ଖବର: ଚୀନ୍, ପାକିସ୍ତାନ ଏବଂ ଆମେରିକାକୁ ଲାଗିବ ଝଟକା

September 20, 2025

କେବେ ଭାବନ୍ତୁ ନାହିଁ ଯେ, ସବୁ ସ୍ଥାନରେ ଭଲ ଲୋକ ଥିବେ: ଆଚାର୍ଯ୍ୟ ଚାଣକ୍ୟ

September 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.