Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସର୍ବଭାରତୀୟ ଡିଜି ସମ୍ମିଳନୀ ପାଇଁ ଭୁବନେଶ୍ବରର ଟ୍ରାଫିକ କଟକଣା, ଜାଣନ୍ତୁ କଣ ହେଲା ପରିବର୍ତ୍ତନ
ଆଜିର ଖବର

ସର୍ବଭାରତୀୟ ଡିଜି ସମ୍ମିଳନୀ ପାଇଁ ଭୁବନେଶ୍ବରର ଟ୍ରାଫିକ କଟକଣା, ଜାଣନ୍ତୁ କଣ ହେଲା ପରିବର୍ତ୍ତନ

November 28, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସର୍ବଭାରତୀୟ ଡିଜି ସମ୍ମିଳନୀ ପାଇଁ ଭୁବନେଶ୍ବରର ଟ୍ରାଫିକ କଟକଣା, ଜାଣନ୍ତୁ କଣ ହେଲା ପରିବର୍ତ୍ତନ

ଭୁବନେଶ୍ବର: ଆସନ୍ତାକାଲି ଭୁବନେଶ୍ବରରେ ଆୟୋଜିତ ହେବ ସର୍ବଭାରତୀୟ ଡିଜି ପୋଲିସ ସମ୍ମିଳନୀ। ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଯୋଗଦେବେ। ସେଥିପାଇଁ ଭୁବନେଶ୍ବରରୁ ବେଶ ସଜେଇ ଦିଆଯିବା ସହିତ କଡା କଟକଣା ମଧ୍ୟ ଜାରୀ କରାଯାଇଛି।

ବର୍ତ୍ତମାନ ସାରା ଭୁବନେଶ୍ବରକୁ 70 ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଏଥିସହିତ ଲୋକସେବା ଭବନ, ଏୟାରପୋର୍ଟ, ରାଜଭବନ, ଅତିଥୀ ଭବନ ପରି ସ୍ଥାନରେ ସ୍ବତନ୍ତ୍ର ସୁରକ୍ଷା ଯୋଗାଇ ଦିଆଯାଇଛି। ଆସନ୍ତାକାଲି ଏହି ସମ୍ମିଳନୀ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ହେବ।

ଏହି ସମ୍ମିଳନୀ ପାଇଁ ଭିଭିଆଇପିଙ୍କ ଯାତାୟତ ପାଇଁ ଭୁବନେଶ୍ବରର ଟ୍ରାଫିକ କଟକଣା କରାଯାଇଛି। ବହୁ ରାସ୍ତାକୁ ସାଧାରଣ ଯାତାୟତ ପାଇଁ ବନ୍ଦ କରାଯାଇଥିବା ବେଳେ କେତେକ ସ୍ଥାନରେ ଟ୍ରାଫିକ ପରିବର୍ତ୍ତନ କରାଯାଇଛି। ତାହା ହେଲା

ଏ ନେଇ ଜନସାଧାରଣ ସମସ୍ତ ସହଯୋଗ କରିବା ପାଇଁ ଭୁବନେଶ୍ବର ପୋଲିସ କମିଶନରେଟ ଅନୁରୋଧ କରିଛି। ଏହି କଟକଣା ଆସନ୍ତାକାଲି 29 ତାରିଖରୁ ଡିସେମ୍ବର 1 ତାରିଖ ପର୍ଯ୍ୟନ୍ତ ବଳବତର ରହିବ।

Police DG Confrence ପୋଲିସ ଡିଜି ସମ୍ମିଳନୀ ଭୁବନେଶ୍ବର ଟ୍ରାଫିକ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.