Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଦେଶର ପ୍ରଥମ ରାଷ୍ଟ୍ରପତି ଭାରତ ରତ୍ନ ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ଦେଶର ପ୍ରଥମ ରାଷ୍ଟ୍ରପତି ଭାରତ ରତ୍ନ ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

December 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶର ପ୍ରଥମ ରାଷ୍ଟ୍ରପତି ଭାରତ ରତ୍ନ ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଭାରତୀୟ ଗଣତନ୍ତ୍ରର ସୁଦୃଢ଼ ମୂଳଦୁଆ ପକାଇବାରେ ଡକ୍ଟର ପ୍ରସାଦଙ୍କ ଅମୂଲ୍ୟ ଅବଦାନକୁ ସେ ପ୍ରଶଂସା କରିଛନ୍ତି।

ଏକ୍ସରେ ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି:

“ଦେଶର ପ୍ରଥମ ରାଷ୍ଟ୍ରପତି ଭାରତ ରତ୍ନ ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଆଦରପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି। ବିଧାନସଭା ସଭାପତି ଭାବରେ ଭାରତୀୟ ଗଣତନ୍ତ୍ରର ସୁଦୃଢ଼ ମୂଳଦୁଆ ରଖିବାରେ ସେ ଅମୂଲ୍ୟ ଅବଦାନ ଦେଇଛନ୍ତି। ଆଜି ଯେତେବେଳେ ଆମେ ସମସ୍ତେ ସମ୍ବିଧାନର ୭୫ ବର୍ଷ ପାଳନ କରୁଛୁ, ସେତେବେଳେ ତାଙ୍କ ଜୀବନ ଓ ଆଦର୍ଶ ଆହୁରି ପ୍ରେରଣାଦାୟକ ହୋଇଛି।”

ନରେନ୍ଦ୍ର ମୋଦୀ ଭାରତ ରତ୍ନ ଭାରତୀୟ ଗଣତନ୍ତ୍ର ଶ୍ରଦ୍ଧାଞ୍ଜଳି
Share. Facebook Twitter LinkedIn Email WhatsApp Copy Link

Related Posts

କ୍ରିକେଟ୍ ମଇଦାନକୁ ଫେରିଲେ ରିଷଭ ପନ୍ତ, କିନ୍ତୁ ଛଡାଇନେଲେ କି ବିରାଟ କୋହଲିଙ୍କ ୧୮ ନମ୍ବର ଜର୍ସି?

October 30, 2025

ପୂର୍ବତଟ ରେଳପଥ ଦ୍ୱାରା ଡିସ୍ଲେକ୍ସିଆ ସଚେତନତା ମାସ ପାଳନ ପାଇଁ “ଗୋ ରେଡ୍” ଅଭିଯାନ

October 30, 2025

CBSE ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ଚୂଡ଼ାନ୍ତ ତାରିଖ ପ୍ରକାଶ: ଫେବୃଆରୀ ୧୭ରୁ ପରୀକ୍ଷା

October 30, 2025

ରେଳ ଷ୍ଟେସନର ୟାର୍ଡ ପୁନଃମଡେଲିଂକୁ ହେତୁ ଟ୍ରେନ ଚଳାଚଳରେ ପରିବର୍ତ୍ତନ

October 30, 2025
Latest News

କ୍ରିକେଟ୍ ମଇଦାନକୁ ଫେରିଲେ ରିଷଭ ପନ୍ତ, କିନ୍ତୁ ଛଡାଇନେଲେ କି ବିରାଟ କୋହଲିଙ୍କ ୧୮ ନମ୍ବର ଜର୍ସି?

October 30, 2025

ପୂର୍ବତଟ ରେଳପଥ ଦ୍ୱାରା ଡିସ୍ଲେକ୍ସିଆ ସଚେତନତା ମାସ ପାଳନ ପାଇଁ “ଗୋ ରେଡ୍” ଅଭିଯାନ

October 30, 2025

CBSE ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ଚୂଡ଼ାନ୍ତ ତାରିଖ ପ୍ରକାଶ: ଫେବୃଆରୀ ୧୭ରୁ ପରୀକ୍ଷା

October 30, 2025

ରେଳ ଷ୍ଟେସନର ୟାର୍ଡ ପୁନଃମଡେଲିଂକୁ ହେତୁ ଟ୍ରେନ ଚଳାଚଳରେ ପରିବର୍ତ୍ତନ

October 30, 2025

ବିହାର ନିର୍ବାଚନ: ଜନ ସୂରାଜ ପାର୍ଟି ପ୍ରାର୍ଥୀଙ୍କ ସମ୍ପର୍କୀୟଙ୍କୁ ଗୁଳି କରି ହତ୍ୟା

October 30, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.