Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱରେ ଏକ ନମ୍ବର ହେଲା ଆରବିଆଇ: ଏହି ଦେଶକୁ ପଛରେ ପକାଇ କ୍ରୟ କଲା ସର୍ବାଧିକ ସୁନା
ଆଜିର ଖବର

ବିଶ୍ୱରେ ଏକ ନମ୍ବର ହେଲା ଆରବିଆଇ: ଏହି ଦେଶକୁ ପଛରେ ପକାଇ କ୍ରୟ କଲା ସର୍ବାଧିକ ସୁନା

December 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବିଶ୍ୱ ସ୍ଵର୍ଣ୍ଣ ପରିଷଦ (ଡବ୍ଲୁଜିସି) ଗୁରୁବାର କହିଛି ଯେ, ଅକ୍ଟୋବରରେ ବିଶ୍ଵର କେନ୍ଦ୍ରୀୟ ବ୍ୟାଙ୍କଗୁଡିକ 60 ଟନ୍ ସୁନା କିଣିଛନ୍ତି, ଯେଉଁଥିରେ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) 27 ଟନ୍ ସୁନା କ୍ରୟ କରି ଆଗରେ ରହିଛି। ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମ୍ଏଫ୍) ର ମାସିକ ରିପୋର୍ଟ ଆଧାରିତ WGC ତଥ୍ୟ ଅନୁଯାୟୀ, ଅକ୍ଟୋବର ମାସରେ ଭାରତ ଏହାର ସୁନା ଭଣ୍ଡାରକୁ 27 ଟନ୍ ବୃଦ୍ଧି କରି ଚଳିତ ବର୍ଷ ଜାନୁୟାରୀରୁ ଅକ୍ଟୋବର ମଧ୍ୟରେ 77 ଟନ୍ ରେ ପହଞ୍ଚିଛି।

ଗତ ବର୍ଷ ତୁଳନାରେ ସୁନା କ୍ରୟ ବୃଦ୍ଧି ପାଇଛି:

ଡବ୍ଲୁଜିସି କହିଛି ଯେ, ଆରବିଆଇ ଦ୍ୱାରା ଏହି ସୁନା କ୍ରୟ ଗତ ବର୍ଷ ସମାନ ସମୟ ତୁଳନାରେ ପାଞ୍ଚ ଗୁଣ ବୃଦ୍ଧି ହୋଇଛି। ତଥ୍ୟ ଦର୍ଶାଉଛି ଯେ, ଏହି କ୍ରୟ ସହିତ ଭାରତର ମୋଟ ସୁନା ଭଣ୍ଡାର ବର୍ତ୍ତମାନ 882 ଟନରେ ପହଞ୍ଚିଛି, ସେଥିମଧ୍ୟରୁ 510 ଟନ୍ ଭାରତରେ ଅଛି।

gold rbi Reserve Bank of India world bank
Share. Facebook Twitter LinkedIn Email WhatsApp Copy Link

Related Posts

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026
Latest News

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର ଅନୁଷ୍ଠିତ

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.