Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝୁଲନ୍ତା ଅବସ୍ଥାରେ ନାବାଳିକା ର ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ
ଆଜିର ଖବର

ଝୁଲନ୍ତା ଅବସ୍ଥାରେ ନାବାଳିକା ର ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

December 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଦର ଥାନା
ଅଜଣା ବ୍ୟକ୍ତିଙ୍କ ଗଳିତ ଶବ ଉଦ୍ଧାର

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ସଦର ଥାନା ଅର୍ନ୍ତଗତ ବେନ୍ଦାଳିଆ ଗ୍ରାମର ଶ୍ରୀୟା ସେଠୀ ନାମ୍ନୀ ଜଣେ ୧୪ ବର୍ଷୀୟା ନାବାଳିକାର ମୃତଦେହକୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି।

ସୁଚନା ଅନୁଯାୟୀ ଜଣାପଡିଛି ଯେ, ମୃତ ନାବାଳିକାର ମାଁ କିଛି ବର୍ଷ ପୂର୍ବେ କୌଣସି କାରଣରୁ ମୃତ୍ୟୁବରଣ କରିଥିଲେ। ଯାହା ଫଳରେ ପିତା ନୀର ସେଠୀ ଅନ୍ୟ ଜଣେ ମହିଳାଙ୍କୁ ଦ୍ଵିତୀୟ ବିବାହ କରିଥିଲେ। ଏହାର କିଛି ମାସ ପରେ ସାପ କାମୁଡାରେ ନରୀଙ୍କ ଦେହାନ୍ତ ହେଇଯାଇଥିଲା।

ପରବର୍ତ୍ତୀ ସମୟରେ ନରୀଙ୍କ ଦ୍ଵିତୀୟ ପତ୍ନୀ ପ୍ରଥମ ପତ୍ନିଙ୍କ ସାନ ଝିଅକୁ ଖାଇବାକୁ ନଦେଇ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିଲା ବୋଲି ନାବାଳିକାର ମାମୁଁ ଅଭିଯୋଗ କରିଛନ୍ତି। କିନ୍ତୁ ୮ ମ ଶ୍ରେଣୀ ଛାତ୍ରୀ ଶ୍ରୀୟା ସବୁଦିନ ଭଳି ରୀତିମତ ସ୍କୁଲକୁ ଯାଇ ସନ୍ଧ୍ୟା ବେଳେ ଘରକୁ ଆସିଥିଲା। ଏହାପରେ ପରିବାର ଲୋକେ ଘରକୁ ଆସି ଦେଖିଲେ ଯେ, ନାବାଳିକା ଜଣକ ଘରର ଏକ ପଙ୍ଖାରେ ଝୁଲୁଛି।

ସଙ୍ଗେ ସଙ୍ଗେ ମୃତ ଶ୍ରୀୟାର ମାମୁଁ ମିଥୁନ ସେଠୀ ସଦର ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷରେ ମୃତ ଛାତ୍ରୀର ସାବତ ମାଁ ଶ୍ରୀୟାକୁ ହତ୍ୟା କରି ଆତ୍ମହତ୍ୟାର ରୁପ ଦେଉଛି ବୋଲି ଶ୍ରୀୟାର ମାମୁଁ ଅଭିଯୋଗ କରିଛନ୍ତି।

ଝୁଲନ୍ତା ଅବସ୍ଥା ସଦର ଥାନା ହତ୍ୟା  ସନ୍ଦେହ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026
Latest News

ମହିଳା ହାବିଲଦାରଙ୍କୁ ନିର୍ଯାତନା: ରିଜର୍ଭ ଇନ୍ସପେକ୍ଟରଙ୍କ ବଦଳି

April 29, 2026

ପୋଲିସ ଇନ୍ସପେକ୍ଟର ସ୍ତରରେ ଅଦଳବଦଳ: ବାଲୁଗାଁ ଥାନା ଆଇଆଇସିଙ୍କର ବାଣପୁର ବଦଳି

April 29, 2026

କଣ ଯୁଦ୍ଧକୁ ନେଇ ଅନ୍ଧାରରେ ଅଛନ୍ତି ଟ୍ରମ୍ପ !

April 29, 2026

ପଶ୍ଚିମବଙ୍ଗ ନିର୍ବାଚନ : ସକାଳ ୧୧ଟା ସୁଦ୍ଧା ୩୯.୯୭୯% ମତଦାନ

April 29, 2026

ଗୋଷ୍ଠୀ ସଂଘର୍ଷରେ ଏକାଧିକ ଆହତ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.