Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବହୁ ଚର୍ଚ୍ଚିତ ଧୀର ସାମଲ ହତ୍ୟା ମାମଲାର ରାୟ ପ୍ରକାଶ, ୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ
ଆଜିର ଖବର

ବହୁ ଚର୍ଚ୍ଚିତ ଧୀର ସାମଲ ହତ୍ୟା ମାମଲାର ରାୟ ପ୍ରକାଶ, ୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

December 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗତ ୨୦୧୦ ଏପ୍ରିଲ ୨୨ ତାରିଖରେ ଘଟିଥିବା ଧୀର ସାମଲ ହତ୍ୟା ମାମଲାର ୨୪ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ମାନ୍ୟବର ଜିଲ୍ଲା ଜଜ୍ ମହାଶୟା ୫ ଜଣ ଅଭିଯୁକ୍ତ ଯଥା କାଳିଆ ସେଠୀ, ପିଙ୍କୁ ପାତ୍ର, ସଞ୍ଜୟ ପ୍ରଧାନ, କୃଷ୍ଣ ଚନ୍ଦ୍ର ପାତ୍ର ଓ ସନ୍ୟାସୀ ରାଉତଙ୍କୁ ଆଜୀବନ କାରାଦଣ୍ଡ ଆଦେଶ ଶୁଣାଇଛନ୍ତି। କିନ୍ତୁ ପ୍ରମାଣ ଅଭାବରୁ ଆଉ ୩ ଜଣଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।

ସୁଚନା ଥାଉକି ଘଟଣା ଦିନ ନିହତ ଧୀର ସାମଲ ଶ୍ରୀରାମ ନଗର ଛକରେ ରାଜୀବ ବେହେରା ଓ ସନ୍ତୋଷ ତ୍ରିପାଠୀ ନାମକ ଦୁଇ ବନ୍ଧୁଙ୍କ ସହ କଥା ହେଉଥିଲା ବେଳେ ଅଭିଯୁକ୍ତ ମାନେ ଧୀରଙ୍କୁ ଲକ୍ଷ କରି ବୋମାମାଡ କରି ତାକୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ବୋମାମାଡରେ ଦୁଇ ବନ୍ଧୁ ସନ୍ତୋଷ ଓ ରାଜୀବ ଆହତ ହୋଇଥିଲେ। ୩ ଜଣ ଗୁରୁତର ଆହତଙ୍କୁ ବଡ଼ ଡ଼ାକ୍ତରଖାନାକୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା।

କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ଡ଼ାକ୍ତର ଧୀରଙ୍କୁ ମୃତ ଘୋଷଣା କରିଥିଲେ। ଚିକିତ୍ସା ସମୟରେ ପୋଲିସକୁ ଆକ୍ରମଣକାରୀଙ୍କ ନାଁ କହିଥିଲେ ଓ ମୃତ ଧୀରଙ୍କ ଭାଇ ଭାଲୁ ସାମଲଙ୍କ ଏତଲା କ୍ରମେ ପୋଲିସ ଅଭିଯୋଗ ଗ୍ରହଣ କରି ମାମଲା ରୁଜୁ କରି ୮ ଜଣଙ୍କୁ ବିଭିନ୍ନ ସମୟରେ ଗିରଫ କରି କୋର୍ଟ ଚାଲାଣ କରିଥିଲେ।

ଆଜୀବନ କାରାଦଣ୍ଡ ହତ୍ୟା ମାମଲା
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ବର୍ଷ ୧.୬୦ ଲକ୍ଷରେ ପହଞ୍ଚିବ ସୁନା: ୫ ବର୍ଷ ମଧ୍ୟରେ ଦେବ ୨୦୦% ରିଟର୍ଣ୍ଣ

October 20, 2025

୧୪୩ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କଲା ଆରଜେଡି, ତେଜ ପ୍ରତାପ ଯାଦବଙ୍କ ବିରୋଧରେ ଦେଲା ପ୍ରାର୍ଥୀ

October 20, 2025

କାରାକାଟ ଆସନ ପାଇଁ ହେବ କଡା ଲଢେଇ!: ଏବେ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ଜ୍ୟୋତି ସିଂହ

October 20, 2025

କାର୍ତ୍ତିକରେ ମାନ ସମ୍ମାନ, ଉତ୍ତମ ସ୍ବାସ୍ଥ୍ୟ ଓ ଲାଭ ପାଇଁ ଆପଣାନ୍ତୁ ଏହି ଉପାୟ

October 20, 2025
Latest News

ଆସନ୍ତା ବର୍ଷ ୧.୬୦ ଲକ୍ଷରେ ପହଞ୍ଚିବ ସୁନା: ୫ ବର୍ଷ ମଧ୍ୟରେ ଦେବ ୨୦୦% ରିଟର୍ଣ୍ଣ

October 20, 2025

୧୪୩ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କଲା ଆରଜେଡି, ତେଜ ପ୍ରତାପ ଯାଦବଙ୍କ ବିରୋଧରେ ଦେଲା ପ୍ରାର୍ଥୀ

October 20, 2025

କାରାକାଟ ଆସନ ପାଇଁ ହେବ କଡା ଲଢେଇ!: ଏବେ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ଜ୍ୟୋତି ସିଂହ

October 20, 2025

ଭାରତ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କଲେ ଟ୍ରମ୍ପ: ପୁଣିଥରେ ଦେଲେ ଧମକ

October 20, 2025

କାର୍ତ୍ତିକରେ ମାନ ସମ୍ମାନ, ଉତ୍ତମ ସ୍ବାସ୍ଥ୍ୟ ଓ ଲାଭ ପାଇଁ ଆପଣାନ୍ତୁ ଏହି ଉପାୟ

October 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.