Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ମାନବାଧିକାର ଦିବସ ପାଳନ
ଆଞ୍ଚଳିକ

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ମାନବାଧିକାର ଦିବସ ପାଳନ

December 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ବାଣପୁର ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଆଜି ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ମାନବାଧିକାର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଏକ ଆଇନ ସଚେତନତା ସଭାର ଆୟୋଜନ ହୋଇଥିଲା। ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର ଉକ୍ତ ସଭାରେ ଅଧ୍ୟକ୍ଷତା କରିଥିବାବେଳେ ବରିଷ୍ଠ ଆଇନଜୀବୀ ଶ୍ୟାମସୁନ୍ଦର ମିଶ୍ର, ବିପ୍ଳବ କୁମାର ମୁଦୁଲି, ବାଣପୁର ଓକିଲ ସଂଘ ସମ୍ପାଦକ ରଞ୍ଜନ କୁମାର ବେଦମତ୍ତା, ଫ୍ରଣ୍ଟ ଅଫିସ ରିଟେନର ପଦ୍ମଜା ପଟ୍ଟନାୟକ, ଆଇନଜୀବୀ ସୀତାରାମ ଅଗ୍ରୱାଲ ଓ କାମେଶ୍ୱର ଆଚାରୀ ପ୍ରମୁଖ ଅତିଥିଭାବେ ଯୋଗ ଦେଇଥିଲେ।

ଏହି ଅବସରରେ ମୁଖ୍ୟ ଅତିଥି ବିଚାରପତି ଶ୍ରୀ ମହାପାତ୍ର ବିଦ୍ୟାଳୟର ଛାତ୍ରଛାତ୍ରୀ ଙ୍କୁ ମାନବାଧିକାର ଦିବସ ପାଳନର ତାତ୍ପର୍ଯ୍ୟ ବିଷୟରେ ବୁଝାଇଥିଲେ। ମନୁଷ୍ୟ ଟି ମନୁଷ୍ୟ ପରି ବଞ୍ଚିବା ଅଧିକାର, ଶିକ୍ଷାଗତ ଅଧିକାର, ସମାନତା ଅଧିକାର, ବଞ୍ଚିବା ପାଇଁ ଜଳ ଓ ସ୍ୱାସ୍ଥ୍ୟଗତ ଅଧିକାର,ନିଃଶୁଳ୍କ ଆଇନସେବା ଅଧିକାର ଏବଂ ବିଚାରଧୀନ ବନ୍ଦୀ ତ୍ୱରିତ ନ୍ୟାୟ ପାଇବା ପାଇଁ ତାହାର ଅଧିକାର ଥିବା ବିଚାରପତି ଶ୍ରୀ ମହାପାତ୍ର ତାଙ୍କ ବକ୍ତବ୍ୟରେ ଉଲ୍ଲେଖ କରିଥିଲେ।

ତେବେ ମୁଖ୍ୟ ଅତିଥିଙ୍କ ଠାରୁ ମାନବାଧିକାର ବିଷୟରେ ବହୁମୂଲ୍ୟ ତଥ୍ୟ ଗ୍ରହଣ କରି ଛାତ୍ରଛାତ୍ରୀ ମାନେ ବେଶ ଖୁସି ଅନୁଭବ କରିଥିଲେ। ବରିଷ୍ଠ ଆଇନଜୀବୀ ଶ୍ରୀ ମୁଦୁଲି ତାଙ୍କ ଅଭିଭାଷଣରେ ଛାତ୍ରଛାତ୍ରୀ ମାନେ ଦାଇତ୍ୱବାନ ହେବା ସହ କିପରି ବିଭିନ୍ନ ଆଇନଗତ ଅଧିକାର ବିଷୟରେ ସଚେତନ ହେବେ ସେ ବିଷୟରେ ଉଲ୍ଲେଖ କରିଥିଲେ।

ପରିଶେଷରେ ବିଦ୍ୟାଳୟ ପ୍ରଧାନଆଚାର୍ଯ୍ୟ ଅବିନାଶ ପଟ୍ଟନାୟକ ଧନ୍ୟବାଦ ପ୍ରଦାନ କରିଥିଲେ।

ତାଲୁକ ଆଇନ ସେବା ସମିତି ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଅଷ୍ଟମ ରାଜ୍ୟ ମହସଭା ପାଇଁ ପ୍ରସ୍ତୁତି ବୈଠକ

September 14, 2025

ବାଣପୁର କୋର୍ଟ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 13, 2025

ଚିଲିକା- ବାଲୁଗାଁ ରୋଟାରୀ କ୍ଲବ୍ ର ୧୦ମ ଅଧିଷ୍ଠାନ ଦିବସ ସମାରୋହ

September 13, 2025

ବାଣପୁରରେ ଅବକାରୀ ଓ ପୋଲିସର ମିଳିତ ଚଢାଉ: ବିପୁଳ ପରିମାଣର ଦେଶୀ ମଦ ଓ ମହୁଲ ଜବତ

September 13, 2025
Latest News

ଟିମ୍ ଇଣ୍ଡିଆର ନୂତନ ଜର୍ସି ପ୍ରାୟୋଜକ ହେବ ଏହି କମ୍ପାନୀ: ଡ୍ରିମ-୧୧ ର ନେବ ସ୍ଥାନ

September 16, 2025

PCB କୁ ଝଟକା ଦେଲା ICC: ଏସିଆ କପ୍ ରୁ ବାଦ ପଡିବ କି ପାକିସ୍ତାନ?

September 16, 2025

ପୂଜକଙ୍କୁ ଆତର୍କିତ ଆକ୍ରମଣ: ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି

September 16, 2025

ନିଖୋଜ ଯୁବକର ଗଳିତ ଶବ ଉଦ୍ଧାର

September 16, 2025

ପୁଣି ମହଙ୍ଗା ହେଲା ସୁନା: ଜାଣନ୍ତୁ ଆଜିର ମୂଲ୍ୟ

September 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.