Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୋମା ତିଆରି କାରଖାନା ଠାବ କଲା ଏନ୍‌ଆଇଏ : 3 ବାଂଲା ନାଗରିକ ଗିରଫ
ଆଜିର ଖବର

ବୋମା ତିଆରି କାରଖାନା ଠାବ କଲା ଏନ୍‌ଆଇଏ : 3 ବାଂଲା ନାଗରିକ ଗିରଫ

July 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ପକ୍ଷରୁ କର୍ଣ୍ଣାଟକରେ ଏକ ବୋମା ନିର୍ମାଣକାରୀ କମ୍ପାନୀ ଠାବ କରିଛି । ଏହି କାରଖାନାରୁ ଏନ୍‌ଆଇଏ ଆଇଡି ବିସ୍ଫୋରକ ଏବଂ ଗ୍ରେନେଡ୍‌ ଜବତ କରାଯାଇଛି । ଏହି ଘଟଣାରେ ତିନି ଜଣ ବାଂଲାଦେଶୀ ନାଗରିକଙ୍କୁ ମଧ୍ୟ ଗିରଫ କରାଯାଇଛି । ବର୍ଦ୍ଦଓ୍ବାନରେ ହୋଇଥିବା ବିସ୍ଫୋରଣ ସହିତ ଏହି କାରଖାନାର ସମ୍ପୃକ୍ତି ନେଇ ଏହି ଚଢାଉ କରାଯାଇଥିବା ବେଳେ ଏହି ତଥ୍ୟ ସାମ୍ନାକୁ ଆସିଛି । ଜାନୁୟାରୀ 2019ରେ ବର୍ଦ୍ଦଓ୍ବାନର ଏହି ବିସ୍ଫୋରଣ ପରେ ବେଙ୍ଗାଲୁରୁରେ ବୋମା ତିଆରି କାରଖାନା ରହିଥିବାର ସନ୍ଦେହ କରିଥିଲା । ଶେଷରେ ଏହି କାରଖାନାକୁ ଠାବ କରିବା ସହିତ ତିନି ଜଣଙ୍କୁ ଗିରଫ କରିଛି ଏନ୍‌ଆଇଏ ।

Share. Facebook Twitter LinkedIn Email WhatsApp Copy Link

Related Posts

ଏକାଥରେ 67 ବିଇଓ ଙ୍କୁ ବଦଳି କଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଜାଣନ୍ତୁ କିଏ କେଉଁଠାକୁ ଗଲେ

May 25, 2026

ଭାଇରାଲ ଭିଡିଓ ମାମଲାରେ JDU ବିଧାୟକ ଅନନ୍ତ ସିଂହଙ୍କୁ ଗିରଫ କରାଯିବ କି?: ଆସିଲା ବଡ଼ ଅପଡେଟ୍

May 25, 2026

ଭୟରେ କମ୍ପିବେ ଶତ୍ରୁ ଦେଶ: ଭାରତ ଆସୁଛି ୧୧୪ଟି ରାଫେଲ ଯୁଦ୍ଧ ବିମାନ

May 25, 2026

କାମଳ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

May 25, 2026
Latest News

ଏକାଥରେ 67 ବିଇଓ ଙ୍କୁ ବଦଳି କଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଜାଣନ୍ତୁ କିଏ କେଉଁଠାକୁ ଗଲେ

May 25, 2026

ଭାଇରାଲ ଭିଡିଓ ମାମଲାରେ JDU ବିଧାୟକ ଅନନ୍ତ ସିଂହଙ୍କୁ ଗିରଫ କରାଯିବ କି?: ଆସିଲା ବଡ଼ ଅପଡେଟ୍

May 25, 2026

ଦଳରୁ ଏବଂ ସାଂସଦ ପଦରୁ ଇସ୍ତଫା ଦେବା ପରେ ଏବେ କୁଆଡେ ଯିବେ ଦେବାଶିଷ ସାମନ୍ତରାୟ?

May 25, 2026

ଭୟରେ କମ୍ପିବେ ଶତ୍ରୁ ଦେଶ: ଭାରତ ଆସୁଛି ୧୧୪ଟି ରାଫେଲ ଯୁଦ୍ଧ ବିମାନ

May 25, 2026

ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

May 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.