Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଠାରୁ ଶ୍ରୀମନ୍ଦିରରେ ରତ୍ନଭଣ୍ଡାର ମରାମତି
ଆଜିର ଖବର

ଆଜି ଠାରୁ ଶ୍ରୀମନ୍ଦିରରେ ରତ୍ନଭଣ୍ଡାର ମରାମତି

December 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Paitalagi Niti to be Performed today in Sri Mandir
Paitalagi Niti to be Performed today in Sri Mandir

ଭୁବନେଶ୍ଵର: ଆଜି ଠାରୁ ଆରମ୍ଭ ହେବ ଶ୍ରୀମନ୍ଦିରରେ ରତ୍ନଭଣ୍ଡାରର ମରାମତି କାର୍ଯ୍ୟ। ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ ମାର୍ଗ ଦର୍ଶିକା ଅନୁସାରେ ରତ୍ନ ଭଣ୍ଡାର ମରାମତି ନେଇ ସମସ୍ତ ପଦକ୍ଷେପ ଗ୍ରହଣ କରାଯିବ।ତେବେ ମରାମତି ସମୟରେ ସାଧାରଣ ଭକ୍ତ ଓ ଶ୍ରଦ୍ଧାଳୁ ବାହାର କାଠ ନିକଟରେ ଶ୍ରୀଜୀଉଙ୍କୁ ଦର୍ଶନ କରିପାରିବେ।

ଭକ୍ତଙ୍କ ଦର୍ଶନ ଓ ମହାପ୍ରଭୁଙ୍କ ନୀତିକାନ୍ତିରେ ବାଧା ସୃଷ୍ଟି ନକରି ଏଏସଆଇ ପକ୍ଷରୁ ମରାମତି କରାଯିବ। ପ୍ରତ୍ୟେକ ଦିନର ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ସମୟକୁ ଦେଖି ଏଏସଆଇ ପକ୍ଷରୁ ମରାମତି କରାଯିବ। ପ୍ରତିଦିନ ପ୍ରାୟ ୫ ଘଣ୍ଟା ମରାମତି କରିବାକୁ ଲକ୍ଷ ରଖାଯାଇଥିବା ବେଳେ ନୀତିକାନ୍ତିକୁ ସୂଚାରୁ ରୂପେ ସମ୍ପାଦିତ କରାଯିବା ନେଇ ଲକ୍ଷ ରଖାଯାଇଛି। ପ୍ରତ୍ୟେହ ଦିନ ୧୨ଟା ୩୦ କିମ୍ବା ୧ ଟା ପରଠାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ମରାମତି କାର୍ଯ୍ୟ କରାଯିବା ନେଇ ଧାର୍ଯ୍ୟ କରାଯାଇଅଛି।

ତେବେ ଆଜି ପ୍ରଥମେ ଲୁହାଭାରା ବନ୍ଧାଯିବା ପରେ ପରବର୍ତ୍ତୀ ସମୟରେ ଡି ପ୍ଲାଷ୍ଟରିଂ କରାଯିବ। ଏହା ପରେ ପୁରୁଣା ଲୁହା ବିମ୍ ଓ ପଥର‌ ମରାମତି କାର୍ଯ୍ୟ ଉଭୟ ବାହାର ଓ ଭିତର ରତ୍ନଭଣ୍ଡାର କରାଯିବ।

ତେବେ ରତ୍ନଭଣ୍ଡାରର ମରାମତି କାର୍ଯ୍ୟକୁ ଆଗାମୀ ୫୦୦ ବର୍ଷକୁ ଦୃଷ୍ଟିରେ ରଖି ଉନ୍ନତ ଜ୍ଞାନକୌଶଳ ଦ୍ବାରା ଦୀର୍ଘସ୍ଥାୟୀ ମରାମତି ନେଇ ମତ ରଖିଛନ୍ତି ସେବାୟତ।

ରତ୍ନଭଣ୍ଡାର ମରାମତି ଶ୍ରୀଜୀଉ ଶ୍ରୀମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ଏସଆଇ ଓ ଦୁଇ କନେଷ୍ଟବଳ ସସପେଣ୍ଡ

April 30, 2026

୫୯୪ କିଲୋମିଟର ଲମ୍ବ ଆକ୍ସେସ କଣ୍ଟ୍ରୋଲଡ୍ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

April 29, 2026

ଯୁକ୍ତ ତିନି ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା..

April 29, 2026

ସୋଆରେ ସାଇବର ସୁରକ୍ଷା ନେଇ ଦୁଇଦିନିଆ ଜାତୀୟ ସମ୍ମିଳନୀ

April 29, 2026
Latest News

ଏସଆଇ ଓ ଦୁଇ କନେଷ୍ଟବଳ ସସପେଣ୍ଡ

April 30, 2026

୫୯୪ କିଲୋମିଟର ଲମ୍ବ ଆକ୍ସେସ କଣ୍ଟ୍ରୋଲଡ୍ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

April 29, 2026

ଯୁକ୍ତ ତିନି ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା..

April 29, 2026

ସୋଆରେ ସାଇବର ସୁରକ୍ଷା ନେଇ ଦୁଇଦିନିଆ ଜାତୀୟ ସମ୍ମିଳନୀ

April 29, 2026

ଢେଙ୍କାନାଳରେ ଲଜ୍ଜା: ଦୁଷ୍କର୍ମ ପରେ ମୁହଁକୁ ହାଣିଲେ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.