Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟସ୍ତରୀୟ ହୁଇଲଚେୟାର ଫେନସିଂ ରେ ସୁମନ୍ତଙ୍କୁ କାଂସ୍ୟ ପଦକ
ଆଜିର ଖବର

ରାଜ୍ୟସ୍ତରୀୟ ହୁଇଲଚେୟାର ଫେନସିଂ ରେ ସୁମନ୍ତଙ୍କୁ କାଂସ୍ୟ ପଦକ

December 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଭୁବନେଶ୍ବର ନୟାପଲ୍ଲୀ ସ୍ଥିତ ଇଣ୍ଡୋର ଷ୍ଟାଡିୟମ ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ହୁଇଲଚେୟାର ଫେନସିଂ ଚମ୍ପିୟାନସିପରେ ବିଭିନ୍ନ ଜିଲ୍ଲାର ପୁରୁଷ ଏବଂ ମହିଳା ବର୍ଗରେ ୧୦୦ ରୁ ଉର୍ଦ୍ଧ୍ଵ ପ୍ରତିଯୋଗୀମାନେ ଅଂଶଗ୍ରହଣ କରିଥିଲେ। ସେଥିରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଗ୍ରାମ ବିଷରପାଟଣାର ସ୍ବର୍ଗତ ଶଙ୍କର ପ୍ରଧାନଙ୍କ ପୁତ୍ର ସୁମନ୍ତ ପ୍ରଧାନ କ୍ୟାଟେଗୋରୀ ଏ’ ସାବ୍ରେ ରେ ଭାଗନେଇ କାଂସ୍ୟ ପଦକ ଜିତି ନିଜ ବାଣପୁର ଅଞ୍ଚଳ ପାଇଁ ଗର୍ବ ଗୌରବ ଆଣିଛନ୍ତି। ସୁମନ୍ତ ଜଣେ ଦିବ୍ୟାଙ୍ଗ, ତାଙ୍କର ବାମ ଗୋଡ କଟିଯିବା ପରେ ଦିବ୍ୟାଙ୍ଗ ହୋଇ ଜୀବନ ଅତିବାହିତ କରୁଥିଲେ।

ସେତିକି ବେଳେ ତାଙ୍କର ଆଉଜଣେ ଦିବ୍ୟାଙ୍ଗ କ୍ରୀଡ଼ାବିତ ତ୍ରିଲୋଚନ ସାହୁଙ୍କ ସହ ସାକ୍ଷାତ ହେଲା ଏବଂ ସେ ତାଙ୍କୁ ପରାସ୍ପୋର୍ଟସ ରେ ଅବଗତ କରାଇଥିଲେ ଏବଂ ସୁମନ୍ତ ତାଙ୍କ କୋଚ ଏସିଆନ ପାରା କ୍ରୀଡ଼ାବିତ ପ୍ରଫୁଲ୍ଲ କୁମାର ଖଣ୍ଡାୟତରାୟଙ୍କ ଠାରୁ ଅଳ୍ପ ଦିନର କୋଚିଂ ଅଭ୍ୟାସ କରି ଏହି ସଫଳତା ହାସଲ କରିଛନ୍ତି ଏବଂ ଆଗକୁ ଆହୁରି ଅଧିକ ପରିଶ୍ରମ କରି ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରର କ୍ରୀଡ଼ାବିତ ହେବାପାଇଁ ସେ ଆଶା ରଖିଛନ୍ତି।

ତାଙ୍କର ଏହି ସଫଳତା ପାଇଁ ସୁମନ୍ତଙ୍କୁ କୋଚ, ପରିବାରବର୍ଗ, ଗ୍ରାମବାସୀ, ଏବଂ ଶୁଭଚିନ୍ତକ ମାନେ ଶୁଭେଚ୍ଛା ଜଣେଇବା ସହିତ ଆଗକୁ ଆହୁରି ସଫଳତା ପାଇଁ କାମନା କରୁଛନ୍ତି।

କାଂସ୍ୟ ପଦକ ନୟାପଲ୍ଲୀ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଶକ୍ତିପୀଠରେ ଗହ୍ମା ପର୍ବ: ମା’ ଭଗବତୀଙ୍କ ‘ଗହ୍ମାଡ଼ିଆଁ’ ନୀତି ନିଆରା ପରମ୍ପରା

August 29, 2026

LIC କନ୍ୟାଦାନ ପଲିସି କ’ଣ?: ଝିଅର ଭବିଷ୍ୟତ ପାଇଁ ଏକ ଭଲ ଯୋଜନା

August 29, 2026

ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ୱାରା ୬ଟି ଏମଓୟୁ ସ୍ୱାକ୍ଷରିତ

August 29, 2026

ଶିକ୍ଷକ ସମାଜର ସମସ୍ୟା ସମାଧାନ ଦିଗରେ ଅହେତୁକ ବିଳମ୍ବ ବେଦନାଦାୟକ: ସମନ୍ୱୟ ସମିତି

August 29, 2026
Latest News

ଶକ୍ତିପୀଠରେ ଗହ୍ମା ପର୍ବ: ମା’ ଭଗବତୀଙ୍କ ‘ଗହ୍ମାଡ଼ିଆଁ’ ନୀତି ନିଆରା ପରମ୍ପରା

August 29, 2026

LIC କନ୍ୟାଦାନ ପଲିସି କ’ଣ?: ଝିଅର ଭବିଷ୍ୟତ ପାଇଁ ଏକ ଭଲ ଯୋଜନା

August 29, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ଉଜବେକିସ୍ତାନ ଏବଂ କିର୍ଗିଜ୍ ଗଣରାଜ୍ୟ ଗସ୍ତ

August 29, 2026

ପ୍ରାୟ ୨୦% କମିଲା ମିଲ୍‌ ଚିନି ଦର: କମୁଛି ଖୁଚୁରା ମୂଲ୍ୟ

August 29, 2026

“ବିରୋଧୀ ଦଳର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବେ ରାହୁଲ”: ତାମିଲନାଡୁ ମନ୍ତ୍ରୀଙ୍କ ବଡ଼ ଘୋଷଣା

August 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.