Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୩୦ତମ ବିଶ୍ବବିଦ୍ୟାଳୟ କ୍ରୀଡାରେ ଦୂତୀଙ୍କୁ ସ୍ବର୍ଣ୍ଣ : ରାଷ୍ଟ୍ରପତିଙ୍କ ଶୁଭେଚ୍ଛା
ଆଜିର ଖବର

୩୦ତମ ବିଶ୍ବବିଦ୍ୟାଳୟ କ୍ରୀଡାରେ ଦୂତୀଙ୍କୁ ସ୍ବର୍ଣ୍ଣ : ରାଷ୍ଟ୍ରପତିଙ୍କ ଶୁଭେଚ୍ଛା

July 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଇଟାଲୀର ନାପୋଲିରେ ଅନୁଷ୍ଠିତ ହେଉଥିବର ୩୦ତମ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ଓଡ଼ିଆ ଧାବିକା ଦୂତୀ ଚାନ୍ଦ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଦୂତି ୧୦୦ ମିଟର ଦୌଡ଼ରେ ପ୍ରଥମ ସ୍ଥାନ ହାସଲ କରି ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ଏହା ସହିତ ଦୂତି ପ୍ରଥମ ଭାରତୀୟ ଭାବରେ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ୧୦୦ ମିଟର ବର୍ଗରେ ସ୍ୱର୍ଣ୍ଣ ପଦକ ହାସଲ କରିବାରେ ସକ୍ଷମ ହୋଇଛନ୍ତି। ଦୂତୀ ୧୧.୩୨ ସେକେଣ୍ଡରେସମୟ ନେଇ ଦୂତୀ ନିଜର ରେସ୍‌ ସମାପ୍ତ କରିଥିଲେ। ୧୧.୩୩ ସେକେଣ୍ଡ ସମୟ ନେଇ ସ୍ୱିଜରଲ୍ୟାଣ୍ଡର ଆଜ୍‌ଲା ଡେଲ୍ ରୌପ୍ୟ ପଦକ ହାସଲ କରିଥିଲେ। ଦୂତୀଙ୍କ ପଦକ ସହିତ ଭାରତ ପ୍ରଥମ ସ୍ବର୍ଣ୍ଣମ ପଦକ ହାସଲ କରିଥିବା ବେଳେ ଚଳିତ ସଂସ୍କରଣରେ ଭାରତର ଏହା ଚତୁର୍ଥ ପଦକ। ଏହାକୁ ମିଶାଇ ଭାରତ ଗୋଟିଏ ଲେଖାଏଁ ସ୍ବର୍ଣ୍ଣ ଏବଂ ରୌପ୍ୟ ସହିତ ଦୁଇଟି ବ୍ରୋଞ୍ଜ ପଦକ ହାସଲ କରିବାରେ ସକ୍ଷମ ହୋଇଛି। ଚଳିତ ସଂସ୍କରଣରେ ଏହା ହେଉଛି ଭାରତର ପ୍ରଥମ ସ୍ୱର୍ଣ୍ଣ ପଦକ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ଟ୍ୱିଟ୍ କରି ଦୂତିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି କହିଛନ୍ତି, ଏହା ଦେଶ ପାଇଁ ବହୁତ ଗର୍ବର କଥା। ଏହିଭଳି ଉଭ୍ୟମ ଜାରି ରଖ ଓ ଅଲିମ୍ପିକ୍ସରେ ଏହି ସଫଳତାକୁ ଦୋହରାଇବାକୁ ଲକ୍ଷ୍ୟ ରଖ ବୋଲି ପରାମର୍ଶ ଦେଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ମାତ୍ର 2 ଘଣ୍ଟାରେ ମୁମ୍ବାଇରୁ ଅହମ୍ମଦାବାଦ ଯାତ୍ରା, କେବେ ଚାଲିବ ବୁଲେଟ୍ ଟ୍ରେନ୍?, କହିଲେ ରେଳମନ୍ତ୍ରୀ

September 20, 2025

ଓମାନ ବିପକ୍ଷରେ ବିଜୟ ପରେ ସୂର୍ଯ୍ୟଙ୍କ ବଡ଼ ବୟାନ: ପାକିସ୍ତାନକୁ କଲେ ଅଣଦେଖା

September 20, 2025

IIM CAT 2025: ଆବେଦନ କରିବାର ଆଜି ଶେଷ ସୁଯୋଗ, ଶୀଘ୍ର କରନ୍ତୁ ଫର୍ମ ପୂରଣ

September 20, 2025

ଭାରତ ପାଇଁ ଖୁସି ଖବର: ଚୀନ୍, ପାକିସ୍ତାନ ଏବଂ ଆମେରିକାକୁ ଲାଗିବ ଝଟକା

September 20, 2025
Latest News

ମାତ୍ର 2 ଘଣ୍ଟାରେ ମୁମ୍ବାଇରୁ ଅହମ୍ମଦାବାଦ ଯାତ୍ରା, କେବେ ଚାଲିବ ବୁଲେଟ୍ ଟ୍ରେନ୍?, କହିଲେ ରେଳମନ୍ତ୍ରୀ

September 20, 2025

ଓମାନ ବିପକ୍ଷରେ ବିଜୟ ପରେ ସୂର୍ଯ୍ୟଙ୍କ ବଡ଼ ବୟାନ: ପାକିସ୍ତାନକୁ କଲେ ଅଣଦେଖା

September 20, 2025

IIM CAT 2025: ଆବେଦନ କରିବାର ଆଜି ଶେଷ ସୁଯୋଗ, ଶୀଘ୍ର କରନ୍ତୁ ଫର୍ମ ପୂରଣ

September 20, 2025

ଭାରତ ପାଇଁ ଖୁସି ଖବର: ଚୀନ୍, ପାକିସ୍ତାନ ଏବଂ ଆମେରିକାକୁ ଲାଗିବ ଝଟକା

September 20, 2025

କେବେ ଭାବନ୍ତୁ ନାହିଁ ଯେ, ସବୁ ସ୍ଥାନରେ ଭଲ ଲୋକ ଥିବେ: ଆଚାର୍ଯ୍ୟ ଚାଣକ୍ୟ

September 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.