Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହତାବ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ମହତାବ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

December 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି କେନ୍ଦୁଝର ଜିଲ୍ଲା ଚମ୍ପୁଆର ମହତାବ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ସମାରୋହରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦିନ ପ୍ରାୟ ୧ଟା ସମୟରେ ମୁଖ୍ୟମନ୍ତ୍ରୀ ବିଦ୍ୟାଳୟ ପରିସରରେ ଆୟୋଜିତ ସମାରୋହର ଯୋଗ ଦେଇ ଶୁଭ ଉଦଘାଟନ କରିଥିଲେ। ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ତେଲକୋଇ ବିଧାୟକ ଡ. ଫକୀର ମୋହନ ନାଏକ, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ଚମ୍ପୁଆ ବିଧାୟକ ସନାତନ ମହାକୁଡ଼, ବୋର୍ଡ ଅଫ୍ ଗଭମେଣ୍ଟ ଆଇଆଇଟି ସଦସ୍ୟ ସତ୍ୟବ୍ରତ ପଣ୍ଡା ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିବା ବେଳେ, ବଡ଼ବିଲ କଲେଜର ପ୍ରାକ୍ତନ ଅଧ୍ୟକ୍ଷ ଡ. ମାଧବ ଚନ୍ଦ୍ର ମିଶ୍ର ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ।

୧୯୪୮ ମସିହାରେ ସ୍ଥାପିତ ଡ. ହରେକୃଷ୍ଣ ମହତାବଙ୍କ ନାମରେ ନାମିତ ଏହି ବିଦ୍ୟାଳୟର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ହୀରକ ଜୟନ୍ତୀ ଉତ୍ସବ ପାଳନ କରାଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମେ ବିଦ୍ୟାଳୟ ପରିସରରେ ଡ. ହରେକୃଷ୍ଣ ମହତାବ ଏବଂ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ବିଦ୍ୟାଳୟ ପରିଦର୍ଶନ କରିଥିଲେ।

ଏହାପରେ ବର୍ଣ୍ଣାଢ଼୍ୟ ପରିବେଶରେ କେକ୍ କାଟି ହୀରକ ଜୟନ୍ତୀ ସମାରୋହର ଶୁଭ ଉଦଘାଟନ କରିଥିଲେ। ଏଥିପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି କରାଯାଇଥିଲା। ବିଦ୍ୟାଳୟର ପୁରାତନ ଛାତ୍ର, ଅବସର ପ୍ରାପ୍ତ ଶିକ୍ଷକଙ୍କ ସମେତ ଚମ୍ପୁଆ ଅଞ୍ଚଳର ବିଶିଷ୍ଟ ବ୍ୟକ୍ତି ଓ ଜନସାଧାରଣ ସମାରୋହରେ ଯୋଗ ଦେଇଥିଲେ। ଚମ୍ପୁଅ ର ସର୍ବାଙ୍ଗୀନ ଉନ୍ନତି ପାଇଁ ସେ ଚେଷ୍ଟା କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କେନ୍ଦୁଝର ଜିଲ୍ଲା ମୋହନ ଚରଣ ମାଝୀ ହୀରକ ଜୟନ୍ତୀ
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026

ଓଡ଼ିଶା ଆସିଲା କତାରରେ ମୃତ୍ୟୁବରଣ କରିଥିବା ଓଡ଼ିଆ ଶ୍ରମିକଙ୍କ ମୃତ ଶରୀର

March 13, 2026
Latest News

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026

ଇରାନକୁ ଖୋଲାଖୋଲି ସମର୍ଥନ କଲେ ରୁଷ ଏବଂ ଚୀନ୍!: ଜାତିସଂଘରେ ହେଲା କଡ଼ା ବିତର୍କ

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026

ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରଠାରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.