Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ପୃଥିବୀରେ ଘଟିବ ବିରଳ ଘଟଣା, ଅପରାହ୍ନ ୫ ଟାରେ ହୋଇଯିବ ରାତି
ଆଜିର ଖବର

ଆଜି ପୃଥିବୀରେ ଘଟିବ ବିରଳ ଘଟଣା, ଅପରାହ୍ନ ୫ ଟାରେ ହୋଇଯିବ ରାତି

December 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
sun
ଆଜି ପୃଥିବୀରେ ଘଟିବ ବିରଳ ଘଟଣା, ଅପରାହ୍ନ ୫ ଟାରେ ହୋଇଯିବ ରାତି

ଭୁବନେଶ୍ୱର: ଆଜି ଦେଶରେ ଏକ ବିରଳ ଘଟଣା ଘଟିବାକୁ ଯାଉଛି। ତାହା ହେଲା ଯେ, ଆଜି ଚଳିତ ବର୍ଷର ସବୁଠାରୁ ଛୋଟ ଦିନ ହେବ। ଅର୍ଥାତ ଆଜି ଅପରାହ୍ନ ୫ ଟାରେ ରାତି ହୋଇଯିବ। ଦିନର ସମୟ  ମାତ୍ର ୧୦ ଘଣ୍ଟା ୫୪ ମିନିଟ୍‌ ୨୪ ସେକେଣ୍ଡ ହେବ ଏବଂ ରାତି ପ୍ରାୟ ୧୩ ଘଣ୍ଟା, ୫ ମିନିଟ୍‌ ୩୬ ସେକେଣ୍ଡ ହେବ । କିନ୍ତୁ ଭୁବନେଶ୍ୱରରେ ୨୭  ତାରିଖ ଯାଏ ଦିନ ୧୦ ଘଣ୍ଟା ୫୪ ମିନିଟ୍‌ ଏବଂ ରାତି ପ୍ରାୟ ୧୩ ଘଣ୍ଟା ୫  ମିନିଟ୍‌ ହେବ ।

ଆଜି ଓଡିଶାର ସୁନ୍ଦରଗଡ଼ ଓ ମାଲକାନଗିରିରେ ଦିନର ଲମ୍ବା ଯଥାକ୍ରମେ ୧୦ ଘଣ୍ଟା ୪୭ ମିନିଟ୍‌ ଓ ୧୧ ଘଣ୍ଟା ୦୧  ମିନିଟ୍‌ ହେବ। ସେହି ତାରିଖରେ ଦିଲ୍ଲୀ ଓ କନ୍ୟାକୁମାରୀ ଠାରେ ଦିନର  ଲମ୍ବା ଯଥାକ୍ରମେ ମାତ୍ର ୧୦ ଘଣ୍ଟା ୧୯ ମିନିଟ୍‌ ଓ ୧୧ ଘଣ୍ଟା ୩୯ ମିନିଟ୍‌  ହେବ।

Share. Facebook Twitter LinkedIn Email WhatsApp Copy Link

Related Posts

ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

April 17, 2026

ବଦଳୁଛି ପଶ୍ଚିମ ଏସିଆର ପରିସ୍ଥିତି: ଖଣି ଓ ଶିଳ୍ପ ଆବଶ୍ୟକତା ପୁରଣ କରିବାକୁ ଗୁରୁତ୍ୱ

April 17, 2026

ଆଜି ଏପ୍ରିଲ ୧୭ ତାରିଖ ଶୁକ୍ରବାର ଦିନ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜ୍ଵଳ

April 17, 2026

କେବେ ହେବ ଖରାଛୁଟି ?

April 17, 2026
Latest News

ଲୋକସଭାରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

April 17, 2026

ବଦଳୁଛି ପଶ୍ଚିମ ଏସିଆର ପରିସ୍ଥିତି: ଖଣି ଓ ଶିଳ୍ପ ଆବଶ୍ୟକତା ପୁରଣ କରିବାକୁ ଗୁରୁତ୍ୱ

April 17, 2026

ଆଜି ଏପ୍ରିଲ ୧୭ ତାରିଖ ଶୁକ୍ରବାର ଦିନ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜ୍ଵଳ

April 17, 2026

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.