Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ବିଦ୍ୟାଳୟର ୩୩ ତମ ବାର୍ଷିକ ଉତ୍ସବ
ଆଞ୍ଚଳିକ

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ବିଦ୍ୟାଳୟର ୩୩ ତମ ବାର୍ଷିକ ଉତ୍ସବ

December 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ବିଦ୍ୟାଳୟ ପରିସରରେ ୩୩ ତମ ବାର୍ଷିକ ଉତ୍ସବ ପାଳନ କରାଯାଇଛି। ଏହି ଉତ୍ସବରେ ଗ୍ରାମୀଣ ମହିଳା ଉଚ୍ଚ ବିଦ୍ୟାଳୟର ଅଧ୍ୟକ୍ଷ ସର୍ବେଶ୍ଵର ଷଡ଼ଙ୍ଗୀଙ୍କ ସଭାପତିତ୍ଵରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବରେ ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ମିଟୁ ନାୟକ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବରେ ବାଣପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ଯୋଗ ଦେଇଥିଲେ।

ସମ୍ମାନିତ ଅତିଥି ଭାବରେ ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ବିଦ୍ୟାଳୟର ପୂର୍ବତନ ସଭାପତି ଡ଼ଃ ସୁରେନ୍ଦ୍ର ନାଥ ପାତ୍ର, ପୁର୍ବତନ ସମ୍ପାଦକ ଜଗନ୍ନାଥ ଭୋଳ, ବିଜ୍ଞାପିତ ଅଞ୍ଚଳ ପରିଷଦ ଉପଧ୍ୟକ୍ଷା ପ୍ରାଚୀ ପ୍ରଭା ସ୍ବାଇଁ, କାଉନସିଲର ରାସଲତା ଜେନା, ରଞ୍ଜନା ପ୍ରଧାନ, ଅଧ୍ୟାପିକା କଲ୍ୟାଣୀ ବୈରି ଗଞ୍ଜନ, ଅଧ୍ୟାପକ ପ୍ରଶାନ୍ତ କୁମାର ଦାଶ ଯୋଗ ଦେଇଥିଲେ।

ବିଭିନ୍ନ କ୍ରୀଡ଼ା କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀମାନଙ୍କୁ ଅତିଥି ମାନଙ୍କ ଦ୍ବାରା ମାନପତ୍ର ସହିତ ପୁରସ୍କାର ପ୍ରଦାନ କରାଯାଇଥିବା ବେଳେ ମହା ବିଦ୍ୟାଳୟର ପୁର୍ବତନ ପ୍ରତିଷ୍ଠାତା ସମ୍ପାଦକ ସ୍ବର୍ଗତ ଲକ୍ଷ୍ମୀଧର ଭୋଳ ମରଣତ୍ଵର ସମ୍ମାନରେ ସମ୍ମାନୀତ କରାଯାଇଥିବା ବେଳେ, ପୁର୍ବତନ ସଭାପତିଡ଼ଃ ସୁରେନ୍ଦ୍ର ନାଥ ପାତ୍ର, ପୁର୍ବତନ ଛାତ୍ରୀ ଓଏସ୍ ଶିବାନୀ ରାଉତ ଓ କ୍ରୀଡ଼ାବିତ୍ କଳ୍ପଶ୍ରୀ ପ୍ରଧାନଙ୍କୁ ମାନପତ୍ର ଉପଢୌକନ ସହ ସମ୍ମାନୀତ କରାଯାଇଥିଲା।

ସଭାର ପରିଶେଷରେ ଗ୍ରାମୀଣ ମହିଳା ଉଚ୍ଚ ବିଦ୍ୟାଳୟର ଛାତ୍ରୀ ମାନଙ୍କ ଦ୍ୱାରା ଲୁଚି ରହି ଯାଉଥିବା କଳା ସସ୍କୃତି ଉପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

ବାଣପୁର ବାର୍ଷିକ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ

April 5, 2026

ବାଣପୁର ଶିକ୍ଷା ମଣ୍ଡଳ ସ୍ତରୀୟ ଖଡ଼ିଛୁଆଁ ପର୍ବ ପାଳିତ

April 5, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026

ଉତ୍କଳ ଦିବସ ଉପଲକ୍ଷେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଣପୁରବାସୀ

April 2, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.