Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଢିଲା ଫସଲ କ୍ଷତି ସମ୍ପର୍କରେ ସୂଚନା ଦେବାର ସମୟ ଅବଧି: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ବଢିଲା ଫସଲ କ୍ଷତି ସମ୍ପର୍କରେ ସୂଚନା ଦେବାର ସମୟ ଅବଧି: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

December 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀ ମୋଦୀ
ଝାରସୁଗୁଡାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଅଦିନିଆ ବର୍ଷା ଯୋଗୁଁ ଚାଷୀମାନେ ଫସଲ କ୍ଷତିର ସମ୍ମୁଖୀନ ହୋଇଥିବାରୁ ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀ ମାନଙ୍କୁ ସହାୟତା ଦେବାପାଇଁ ଯୋଜନା କରିଛନ୍ତି। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ବୈଠକ କରିବା ସହିତ ନୟାଗଡ, ଗଜପତି ଓ ଗଞ୍ଜାମ ଜିଲ୍ଲା ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରିଛନ୍ତି। ଅନ୍ୟ ମନ୍ତ୍ରୀମାନେ ମଧ୍ୟ କ୍ଷତିଗ୍ରସ୍ତ ଅଞ୍ଚଳକୁ ଗସ୍ତ କରିଛନ୍ତି।

ଉଭୟ ବୀମା କରିନଥିବା ଓ ବୀମା କରିଥିବା ଚାଷୀମାନଙ୍କୁ ସହାୟତା ଦିଆଯିବ । ବୀମା କରିଥିବା ଚାଷୀମାନଙ୍କୁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେବା ପାଇଁ ଡିସେମ୍ବର ୨୯ ଥିଲା ଶେଷ ତାରିଖ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରାଳୟକୁ ଏହି ଅବଧି ବଢାଇବାକୁ ଅନୁରୋଧ କରାଯାଇଥିଲା। ଚାଷୀ ମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏହି ଅବଧିକୁ ଆଉ ତିନି ଦିନ ପାଇଁ ବୃଦ୍ଧି କରିଛନ୍ତି । ତେଣୁ, ଚାଷୀମାନେ ବର୍ତ୍ତମାନ ୨୦୨୫ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ବୀମା କମ୍ପାନୀ ମାନଙ୍କୁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେଇ ପାରିବେ।

ଓଡିଶାର ଚାଷୀ ମାନଙ୍କ ପାଇଁ କେନ୍ଦ୍ର ସରକାରଙ୍କର ଏହି ସହାନୁଭୂତିଶୀଳ ମନୋଭାବ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନଙ୍କୁ ଧନ୍ୟବାଦ ଦେଇଛନ୍ତି।

ଅଦିନିଆ ବର୍ଷା କେନ୍ଦ୍ର ସରକାର ଫସଲ କ୍ଷତି
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.