Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଆନ୍ତଃଜିଲ୍ଲା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ
ଆଞ୍ଚଳିକ

ବାଣପୁର: ଆନ୍ତଃଜିଲ୍ଲା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ

January 8, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ବାଣପୁର ସ୍ଥିତ ଓଡଗାଁ ସନସାଇନ ସ୍ପୋର୍ଟିଙ୍ଗ କ୍ଲବ ଆନୁକୂଲ୍ୟରେ ଅନୁଷ୍ଠିତ ଆନ୍ତଃଜିଲ୍ଲା କ୍ରିକେଟ ଟୁର୍ଣ୍ଣାମେଣ୍ଟ ବୁଧବାର ଉଦଯାପିତ ହୋଇଯାଇଛି। ଏଗାରଦିନ ବ୍ୟାପି ଚାଲିଥିବା ଟୁର୍ଣ୍ଣାମେଣ୍ଟରେ ସମୁଦାୟ ୧୬ଟି ଟିମ ସାମିଲ ହୋଇଥିଲେ।

ଆଜିର ଉଦଯାପନ ଦିବସ ଫାଇନାଲ ମ୍ୟାଚ ଟାଙ୍ଗୀ ବଡ଼ପାରି ହର ହର ହିଟର କ୍ଲବ ଏବଂ ସନସାଇନ ସ୍ପୋର୍ଟିଙ୍ଗ କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବେଳେ ସନସାଇନ କ୍ଲବ ମ୍ୟାଚ ଜିତିଥିଲା। ହର ହର ହିଟର କ୍ଲବ ରନର୍ସରେ ସନ୍ତୁଷ୍ଟ ହୋଇଥିଲା।

ଫାଇନାଲ ମ୍ୟାଚରେ ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ନନ୍ଦପୁର ସରପଞ୍ଚ ପୁଷ୍ପମିତ୍ର ଖୁଣ୍ଟିଆ, ଯୁବନେତା କାଁହୁଚରଣ ପ୍ରଧାନ ଅତିଥି ଭାବେ ଯୋଗ ଦେଇ ଖେଳାଳି ମାନଙ୍କର ମନୋବଳ ବଢାଇବା ସହ ପୁରସ୍କାର ବିତରଣ କରିଥିଲେ। ଜିତିଥିବା ଦଳକୁ ଟ୍ରଫି ସହ ୨୨୦୦୦ଟଙ୍କା ପୁରସ୍କାର ମିଳିଥିବା ବେଳେ ରନର୍ସ ଦଳକୁ ୧୫୦୦୦ ଟଙ୍କାର ସାନ୍ତ୍ୱନା ମୂଳକ ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା।

ଉକ୍ତ ଟୁର୍ଣ୍ଣାମେଣ୍ଟକୁ ଦେଖିବାକୁ ଅଞ୍ଚଳର ଯୁବକ ମାନଙ୍କ ମଧରେ ଉତ୍ସାହ ପରିଲକ୍ଷିତ ହୋଇଥିଲା। ଅତିଥିମାନେ ଏହି ଟୁର୍ଣ୍ଣାମେଣ୍ଟ ମାଧ୍ୟମରେ ବହୁ ଯୁବ ପ୍ରତିଭାର ବିକଶିତ ହୋଇପାରିବ ବୋଲି ମତ ରଖିଥିଲେ।

ଓଡଗାଁ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026

ବାଣପୁରରେ ଭୀଷଣ ଅଗ୍ନିକାଣ୍ଡ: ସାତଟି ପରିବାର ସର୍ବସ୍ୱାନ୍ତ

May 27, 2026
Latest News

ଓଡିଶାରେ ଚାଲିବ ଇଭି ବୋଟ

May 28, 2026

ଅବସରପ୍ରାପ୍ତ ବିଚାରପତି ଗିରିବାଳା ସିଂହଙ୍କୁ ଗିରଫ କଲା ସିବିଆଇ

May 28, 2026

ମହାରାଷ୍ଟ୍ର ବିଧାନ ପରିଷଦ ନିର୍ବାଚନକୁ ନେଇ ଦ୍ୱନ୍ଦ୍ୱରେ ଫସିଛି ମହାଯୁତି !

May 28, 2026

ରେଢ଼ାଖୋଲ ପୋଲିସ ଦ୍ୱାରା ଗଞ୍ଜେଇ ଜବତ: ବାଇକ୍ ସହ ଚୋରା ଚାଲାଣକାରୀ ଗିରଫ

May 28, 2026

ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

May 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.